• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାର୍ବଜନୀନ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ତଦନ୍ତ କମିଶନ ରିପୋର୍ଟ

FNN WEB by FNN WEB
June 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ସାର୍ବଜନୀନ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ତଦନ୍ତ କମିଶନ ରିପୋର୍ଟ
0
SHARES
0
VIEWS

ଭୁବନେଶ୍ବର:ରତ୍ନଭଣ୍ଡାର ଚାବି ହଜିବା ମାମଲା ଉପରୁ ହଟିବ ପରଦା । ଏ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶାର ବିଜେପି ସରକାର। ସାର୍ବଜନୀନ ହେବ ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ ପାଇଁ ଗଠିତ ଜଷ୍ଟିସ ରଘୁବୀର ଦାସ କମିସନଙ୍କ ରିପୋର୍ଟ। ଏ ନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରିଛନ୍ତି । କହିଛନ୍ତି ଆଗାମୀ ରାଜ୍ୟ କ୍ୟାବିନେଟ୍ ବୈଠକରେ ତଦନ୍ତ କମିଶନ ରିପୋର୍ଟ ଉପସ୍ଥାପନ ହେବ। ହାଇକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି 3 ସପ୍ତାହ ପରେ ହେବ।

ସେପଟେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆସନ୍ତା 8 ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିବା କହିଛନ୍ତି ASI ସୁପରିଟେଣ୍ଡେଣ୍ଟ । କହିଛନ୍ତି ଲେଜର ସ୍କାନିଂ ଓ 2018 ରିପୋର୍ଟ ଆଧାରରେ ରତ୍ନଭଣ୍ଡାର ଖୋଲାଯିବ । ସ୍ଥିତି ଅନୁଧ୍ୟାନ ପରେ ମରାମତି କାମ କରାଯିବ । ଗୋଟିଏ ପଟେ ASI ସୁପରିଟେଣ୍ଡେଣ୍ଟଙ୍କ ବୟାନ ଅନ୍ୟପଟେ ହାଇକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ମନରେ ଭରିଦେଇଛି ଆଶ୍ବସ୍ତି । ଶ୍ରୀଜଗନ୍ନାଥଙ୍କର ଯେଉଁ ରତ୍ନଭଣ୍ଡାର ଓ ଏଥିରେ ଥିବା ରତ୍ନର ସୁରକ୍ଷା ନେଇ ସୃଷ୍ଟି ହୋଇଥିଲା ବଡ଼ ଆଶଙ୍କା, ରତ୍ନଭଣ୍ଡାର ଖୋଲିବା ନେଇ ବିଜେଡି ସରକାରର ଟାଳଟୂଳ ନୀତିକୁ ନେଇ ସୃଷ୍ଟି ହୋଇଥିଲା ତୀବ୍ର ଅସନ୍ତୋଷ, ଏବେ ସେହି ଅସନ୍ତୋଷ ପ୍ରଶମିତ କରିବାକୁ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ବିଜେପି ସରକାର। ଏବେ ଲୋକେ ଜାଣିବେ ସତ।ଓଡ଼ିଶାରେ ବିଜେପିର ପ୍ରଥମ ସରକାର ଶପଥ ନେବାର ମାତ୍ର 6 ଘଣ୍ଟା ମଧ୍ୟରେ ପ୍ରତିଶ୍ରୁତି ମୁତାବକ ଚାରି ଦ୍ବାର ଖୋଲିବାକୁ ନିଷ୍ପତି ନିଆଗଲା। ଏଥିସହ ଶ୍ରୀମନ୍ଦିର ପାଇଁ 5 ଶହ କୋଟିର କର୍ପସ ଫଣ୍ଡ ନିଷ୍ପତ୍ତି ହେଲା। ବାକି ଥିଲା ରତ୍ନ ଭଣ୍ଡାର ଚାବି ହଜିବା ମାମଲାରେ କମିଶନଙ୍କ ତଦନ୍ତ ରିପୋର୍ଟ ସାର୍ବଜନୀନ କରିବା। ନିର୍ବାଚନ ପ୍ରଚାର ସମୟରେ ରତ୍ନଭଣ୍ଡାର ଚୋରି ନେଇ ସନ୍ଦେହ ପ୍ରକଟ କରିଥିଲେ ଖୋଦ ପ୍ରଧାନମନ୍ତ୍ରୀ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଶ୍ନ କରିଥିଲେ କୁଆଡେ ଗଲା କମିଶନ ରିପୋର୍ଟ । ବିଜେପି ପ୍ରତିଶ୍ରୁତି ଦେଇଥିଲା ଓଡ଼ିଶାରେ ନୂଆ ସରକାର ଗଠନର 100 ଦିନ ଭିତରେ ସାର୍ବଜନୀନ କରାଯିବ ତଦନ୍ତ ରିପୋର୍ଟ।

ଶେଷଥର ପାଇଁ 1978 ମସିହାରେ ଶ୍ରୀମନ୍ଦିରର ରତ୍ନଗଣନା ହୋଇଥିଲା। ପୁଣି ରତ୍ନଭଣ୍ଡାର ସୁରକ୍ଷା ନେଇ ବାରମ୍ବାର ଆଶଙ୍କା ପ୍ରକଟ କରିଆସିଛି ଏଏସଆଇ । କହିଛି ବାହାର କାନ୍ଥରେ ଫାଟ ଅଛି ଯାହା ଭବିଷ୍ୟତରେ କରିପାରେ ବଡ଼ କ୍ଷତି । ଗତବର୍ଷ ସେପଟେମ୍ବରରେ ହାଇକୋର୍ଟ ଉଚ୍ଚସ୍ତରୀୟ ରତ୍ନଭଣ୍ଡାର ତଦାରଖ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଥିଲେ ବି ପୂର୍ବ ବିଜେଡି ସରକାର 5 ମାସରୁ ଅଧିକ ସମୟ ଗଡ଼ାଇଥିଲେ । ପୋଲ୍ ଖୋଲିଯିବା ଭୟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କରିଥିବା ରଘୁବୀର ଦାସ କମିଶନଙ୍କ ରିପୋର୍ଟ 5 ବର୍ଷ ଧରି ଚାପି ରଖି ସାର୍ବଜନୀନ କରିନଥିଲେ ବିଜେଡି ସରକାର।

Previous Post

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା, ପ୍ରସନ୍ନ ଆଚାର୍ଯ୍ୟ ଉପନେତା

Next Post

୮ ତାରିଖରେ ଖୋଲିବ ନାହିଁ ରତ୍ନଭଣ୍ଡାର

FNN WEB

FNN WEB

Next Post
୮ ତାରିଖରେ ଖୋଲିବ ନାହିଁ ରତ୍ନଭଣ୍ଡାର

୮ ତାରିଖରେ ଖୋଲିବ ନାହିଁ ରତ୍ନଭଣ୍ଡାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.