• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୮ ତାରିଖରେ ଖୋଲିବ ନାହିଁ ରତ୍ନଭଣ୍ଡାର

FNN WEB by FNN WEB
June 19, 2024
in ଓଡ଼ିଶା, ମୁଖ୍ୟ ଖବର
0
୮ ତାରିଖରେ ଖୋଲିବ ନାହିଁ ରତ୍ନଭଣ୍ଡାର
0
SHARES
3
VIEWS

ଭୁବନେଶ୍ୱର :ଆସନ୍ତା ୮ ତାରିଖରେ ଖୋଲିବନି ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏବେ ରତ୍ନଭଣ୍ଡାର ଖୋଲିବନି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ରତ୍ନ ଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇନାହାନ୍ତି ରାଜ୍ୟ ସରକାର । ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି । ବିଶୃଙ୍ଖଳିତ ଭାବରେ ଜଣେ ଏଏସଆଇ ଅଧିକାରୀ ଏପରି ମନ୍ତବ୍ୟ ଦେଇଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ସଂପୃକ୍ତ ଏଏସଆଇ ଅଧିକାରୀଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ରତ୍ନଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି । ସରକାର ହିଁ ଏ ବାବଦରେ ନିଷ୍ପତ୍ତି ନେବେ ବୋଲି ପୃଥ୍ବୀରାଜ କହିଛନ୍ତି ।

ମଧ୍ୟାହ୍ନରେ ପରିଚାଳନା କମିଟି ବୈଠକ ପରେ ଗଣମାଧ୍ୟମକୁ ରତ୍ନଭଣ୍ଡାର ଖୋଲିବା ନେଇ ସୂଚନା ଦେଇଥିଲେ ଏଏସଆଇ ଅଧୀକ୍ଷକ ଡି.ବି. ଗଡ଼ନାୟକ । ଏଏସଆଇ ଅଧୀକ୍ଷକ କହିଥିଲେ ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ପ୍ରତିଶୃତି ମିଳିଛି । ଏହାଛଡ଼ା ରତ୍ନଭଣ୍ଡାର ଖୋଲିବା ପରେ ମରାମତି ପ୍ରସଙ୍ଗରେ ବି କହିଥିଲେ ଏଏସଆଇ ଅଧୀକ୍ଷକ । ହେଲେ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଏନେଇ କୌଣସି ସ୍ପଷ୍ଟୋକ୍ତି ଦେଇନଥିଲେ । ରତ୍ନଭଣ୍ଡାର କମିଟିର ସୁପାରିସ ଆଧାରରେ ହିଁ ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ଯ ସରକାର ନିଷ୍ପତ୍ତି ନେବେ ବୋଲି କହିଥିଲେ ଶ୍ରୀମନ୍ଦିର ମୁଖ୍ଯପ୍ରଶାସକ ଭିଭି ଯାଦବ । ଏବେ ଖୋଦ୍ ଆଇନ ମନ୍ତ୍ରୀ ସଂପୃକ୍ତ ଏଏସଆଇଙ୍କ ମନ୍ତବ୍ଯକୁ ଖଣ୍ଡନ କରିବା ସହ ଏବେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ହୋଇନି ବୋଲି ସ୍ପଷ୍ଟ କରିଛନ୍ତି । ଏଠି ପ୍ରଶ୍ନ ଉଠୁଛି, କାହିଁକି ଏଭଳି ଖାମଖିଆଲି ମନ୍ତବ୍ଯ ଦେଲେ ଏଏସଆଇ ଅଧିକାରୀ ? କାହା ନିର୍ଦ୍ଦେଶରେ ଏଏସଆଇ ଅଧିକାରୀ ଦେଇଥିଲେ ମନ୍ତବ୍ୟ ? ସରକାର ନିଷ୍ପତ୍ତି ନେଇନଥିବାବେଳେ ଏଏସଆଇ ଅଧିକାରୀ କାହିଁକି ଦେଲେ ଏଭଳି ମନ୍ତବ୍ୟ ?

Previous Post

ସାର୍ବଜନୀନ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ତଦନ୍ତ କମିଶନ ରିପୋର୍ଟ

Next Post

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ : ମନ୍ତ୍ରୀ

FNN WEB

FNN WEB

Next Post
ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ : ମନ୍ତ୍ରୀ

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ : ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.