• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଙ୍ଗନବାଡି ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

FNN WEB by FNN WEB
June 20, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅଙ୍ଗନବାଡି ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
0
SHARES
5
VIEWS

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀମତୀ ପରିଡାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ବିଭାଗୀୟ କାର୍ଯ୍ୟର ସଫଳତା, ଯୋଜନା ଓ ଆହ୍ୱାନ ସମ୍ପର୍କରେ ଉପସ୍ଥାପନ କରିଥିଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ତୃଣମୂଳ ସ୍ତରର ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝିବା ସହିତ ବିଭିନ୍ନ ବିଭାଗର ସହଭାଗିତାରେ ସମସ୍ୟାର ସମାଧାନ କରି କିପରି କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ ।

ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରର ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇ ଅଙ୍ଗନବାଡି ସଦସ୍ୟଙ୍କୁ ରେଗୁଲାର ତାଲିମ ଓ ବୀମା ସୁବିଧା ଯୋଗେଇଦେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡିରେ ଦିଆଯାଉଥିବା ଛତୁଆ ଓ ଅନ୍ୟାନ୍ୟ ଖାଦ୍ୟ ପ୍ରସ୍ତୁତିକୁ ନିୟମିତ ଯାଞ୍ଚ କରିବା ସହ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଏଥି ସହ ଅଙ୍ଗନବାଡି କେନ୍ଦ୍ର ଦ୍ୱାରା ‘ଯୋଗ’କୁ ମା’ମାନଙ୍କ ପାଖରେ ପହଞ୍ଚାଇବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ପୁଣି ମହିଳା ହେଲ¬ଲାଇନର କାର୍ଯ୍ୟକାରିତାକୁ ଯାଞ୍ଚ କରିବା ପାଇଁ ବୈଠକରେ ବସି ମହିଳା ହେଲ¬ଲାଇନ ନମ୍ବରକୁ ଟେଷ୍ଟ କଲ ମଧ୍ୟ କରିଥିଲେ । କର୍ମଜୀବୀ ମହିଳା ହସେଫଲର ସଂଖ୍ୟାକୁ ତ୍ୱରାନ୍ୱିତ କରି ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ କ୍ରେଚର ସୁବିଧା ଯୋଗେଇଦବାକୁ ସେ ପରାମର୍ଶ ଦେଇଛନ୍ତି ।

ସୁଭଦ୍ରା ଯୋଜନାରେ ମାର୍ଗଦର୍ଶିକ ପ୍ରସ୍ତୁତ କରି ୧୦୦ ଦିନରେ ଏହାକୁ କାର୍ଯ୍ୟକାରୀ କରିବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମହିଳାଙ୍କ ପ୍ରତି ଅପରାଧକୁ ଅଗ୍ରାଧିକାର ଦେଇ ଶ୍ରୀମତୀ ପରିଡା ମହିଳା ଓ ଶିଶୁ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ମହିଳା ଆୟୋଗକୁ ଅପୋଷ ସମାଧାନ ଓ କ୍ୟାମ୍ପ କୋର୍ଟ ଦ୍ୱାରା ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପେଣ୍ଡିଂ କେସ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ବିଶାଖା ଗାଇଡଲାଇନ କାର୍ଯ୍ୟକାରୀ କରିବା ବିଷୟରେ ତର୍ଜମା କରିବାକୁ ମନ୍ତ୍ରୀ ଶ୍ରୀମତୀ ପରିଡ଼ା ବିଭାଗକୁ ପ୍ରସ୍ତାବ ଦେଇଛନ୍ତି । ଏହି ସମୀକ୍ଷା ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶକ ମୋନିଶା ବାନାର୍ଜୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Previous Post

ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କଲେ ସୁରମା ପାଢ଼ୀ

Next Post

ଛତିଶା ନିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

FNN WEB

FNN WEB

Next Post
ଛତିଶା ନିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଛତିଶା ନିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.