• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମକୁ ସଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ କହିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 20, 2024
in ଓଡ଼ିଶା, ମୁଖ୍ୟ ଖବର
0
ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମକୁ ସଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ କହିଲେ ମୁଖ୍ୟମନ୍ତ୍ରୀ
0
SHARES
7
VIEWS

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ରାଜ୍ୟ ଅତିଥି ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗମ୍‌ର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ।

ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ୍‌ ବ୍ୟବସ୍ଥା, ଜିଲାସ୍ତରୀୟ କାର୍ଯ୍ୟାଳୟକୁ ଅଧିକ ସୁଦୃଢ଼ କରିବା, ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ସଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ବୃତ୍ତିଗତ ଦକ୍ଷତା ବୃଦ୍ଧି ପାଇଁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଖାଲି ପଡ଼ିଥିବା ପଦବୀଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ଛତିଶା ନିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Next Post

ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

FNN WEB

FNN WEB

Next Post
ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.