• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ବର: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ଲାଗି କ୍ରୀଡ଼ା ଏବଂ ଯୁ ବ ବ୍ୟାପାର ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶର ସୂରଜଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ପୁରୀ ଜିଲ୍ଲା କୋଣାର୍କରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଅନତମ ଉପ ମୁଖ୍ୟମନ୍ତ୍ରୀ ‌କନକବର୍ଦ୍ଧନ ସିଂହଦେଓ ନୂଆପଲ୍ଲୀଠାରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାର ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କୋଣାର୍କରେ ହେବାକୁ ଥିବା ଉତ୍ସବରେ ସାମିଲ ହୋଇଛନ୍ତି। ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦ ଏବଂ ବିଧାୟକମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ସମାରୋହରେ ଯୋଗ ଦେଇଛନ୍ତି।

ସୁସ୍ଥ ଜୀବନ ପାଇଁ ଦରକାର ଯୋଗ। କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ। ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ। ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି।

Previous Post

ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Next Post

ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.