• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଇଏସଟିଇର ୫୩ତମ ବାର୍ଷିକ ଜାତୀୟ ସମ୍ମିଳନୀ: ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ

FNN WEB by FNN WEB
June 22, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆଇଏସଟିଇର ୫୩ତମ ବାର୍ଷିକ ଜାତୀୟ ସମ୍ମିଳନୀ: ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ
0
SHARES
5
VIEWS

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଇଣ୍ଡିଆନ୍‍ ସୋସାଇଟି ଫର୍‍ ଟେକ୍‍ନିକାଲ୍‍ ଏଜୁକେସନ୍‍ (ଆଇଏସଟିଇ)ର ୫୩ତମ ଜାତୀୟ ବାର୍ଷିକ ସମ୍ମିଳନୀରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆଇଏସଟିଇର କାର୍ଯ୍ୟକାରୀ ସମ୍ପାଦକ ଡ଼.ଏସ୍‍.ଏମ୍‍.ଅଲ୍ଲୀ ଏବଂ କୋଷାଧ୍ୟକ୍ଷ ପ୍ରଫେସର ଜି. ମାଲାସେଠୀଙ୍କ ଉପସ୍ଥିତିରେ ଆଇଏସଟିଇର ସଭାପତି ପ୍ରଫେସର ପ୍ରତାପ ସିଂ କାକାସାହେବ ଦେଶାଇ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ବୈଷୟିକ ଓ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ଶ୍ରୀ ସାମନ୍ତଙ୍କ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି । ଏହାଛଡ଼ା ସବୁଜ ପ୍ରୟାସ ନିମନ୍ତେ କିଟ୍‍କୁ ମଧ୍ୟ ଆଇଏସଟିଇ ଜାତୀୟ ଶ୍ରେଷ୍ଠ ସ୍ୱଚ୍ଛ ଓ ସବୁଜ କ୍ୟାମ୍ପସ୍‍ ପୁରସ୍କାର ପ୍ରଦାନ କରାଯାଇଥିଲା । ଅନ୍ୟପକ୍ଷରେ ଶ୍ରେଷ୍ଠ ପ୍ରଶାସକ ଭାବେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‍ ସିଂହଙ୍କୁ ଆଏଏସଟିଇ ଜାତୀୟ ଶ୍ରେଷ୍ଠ ପ୍ରଶାସକ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା । ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରିବା ଅବସରରେ ଶ୍ରୀ ସାମନ୍ତ କହିଲେ, କୌଣସି ବ୍ୟକ୍ତି ନିଷ୍ଠାର ସହ କୌଣସି ଭଲକାମ କଲେ ତାଙ୍କୁ ଯଦି ଉତ୍ସାହିତ ଓ ପ୍ରଶଂସା କରାଯାଏ ତେବେ ସେହି ବ୍ୟକ୍ତିଙ୍କୁ ଭରପୂର ଆନନ୍ଦ ମିଳିଥାଏ । ଏହି ସମ୍ମାନ ଦିଆଯାଇଥିବାରୁ ଶ୍ରୀ ସାମନ୍ତ ତେଣୁ ଆଇଏସଟିଇକୁ ନିଜର କୃତଜ୍ଞତା ଜଣାଇଥିଲେ । କିଟ୍‍ ବିଶ୍ୱବିଦ୍ୟାଳୟ ସହଯୋଗରେ କିସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଜି ଆଇଏସଟିଇର ଦୁଇଦିନିଆ ୫୩ତମ ବାର୍ଷିକ ସମ୍ମିଳନୀ ଉଦ୍‍ଘାଟିତ ହୋଇଛି । ଏହି ସମ୍ମିଳନୀର ବିଷୟବସ୍ତୁ ‘ବିକଶିତ ଭାରତ୨୦୪୭: ଉଚ୍ଚଶିକ୍ଷା ସହ ସମନ୍ୱୟ’ ରଖାଯାଇଛି । ଏହି ସମ୍ମିଳନୀରେ ଦେଶର ବହୁ ପ୍ରତିଷ୍ଠିତ ବୈଷୟିକ ଶିକ୍ଷାବିତ୍‍ ଯୋଗ ଦେଇଛନ୍ତି । ଏହି ସମ୍ମିଳନୀରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ନୂତନ ଶିକ୍ଷାନୀତି କାର୍ଯ୍ୟକାରୀ କରାଯାଇ ସଂସ୍କାର ଅଣାଯାଇପାରିବ ଏବଂ ଉଚ୍ଚ ଶିକ୍ଷା ସହ ସମନ୍ୱୟ ରକ୍ଷା କରାଯାଇ କିପରି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରାଯାଇପାରିବ ସେ ନେଇ ବ୍ୟାପକ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି । ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‍ ସିଂହ, କିସ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିଟ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି ଏବଂ କିସ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ଡ଼. ପି.କେ. ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ୫ଜଣ ବିଶିଷ୍ଠ ବୈଷୟିକ ଶିକ୍ଷାବିତ୍‍ ଆଇଆଇଟି, ଦିଲ୍ଲୀର ନିଦ୍ଦେର୍ଶକ ପ୍ରଫେସର ରଙ୍ଗନ୍‍ ବାନାର୍ଜୀ, ଅବସରପ୍ରାପ୍ତ ମେଜର ଜେନେରାଲ୍‍ ମହେଶ କୁମାର ହାଡ଼ା, ଏଆଇସିଟିଇ ପରାମର୍ଶଦାତା ପ୍ରଫେସର ରାଜେନ୍ଦ୍ର ବଳିରାମ କାକଡ଼େ, ବିଶ୍ୱେଶରାୟା ବୈଷୟିକ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ ନିର୍ଦ୍ଦେଶକ ବାସବାରାଜ ଗାଡଗେ, ବିହାର ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର ବରିଷ୍ଠ ପରାମର୍ଶଦାତା ଡ. ଅନିଲ କୁମାରଙ୍କୁ ଆଇଏସଟିଇ ଫେଲୋସିପ୍‍ ପ୍ରଦାନ କରାଯାଇଥିଲା ।

Previous Post

୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

Next Post

ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଏମ୍ସ-୨ ସହ ସୁଭଦ୍ରା ଯୋଜନା ପାଇଁ ଆର୍ଥିକ ସହାୟତା ମାଗିଲେ ରାଜ୍ୟ ଅର୍ଥ ମନ୍ତ୍ରୀ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.