• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଏମ୍ସ-୨ ସହ ସୁଭଦ୍ରା ଯୋଜନା ପାଇଁ ଆର୍ଥିକ ସହାୟତା ମାଗିଲେ ରାଜ୍ୟ ଅର୍ଥ ମନ୍ତ୍ରୀ

FNN WEB by FNN WEB
June 22, 2024
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଏମ୍ସ-୨ ସହ ସୁଭଦ୍ରା ଯୋଜନା ପାଇଁ ଆର୍ଥିକ ସହାୟତା ମାଗିଲେ ରାଜ୍ୟ ଅର୍ଥ ମନ୍ତ୍ରୀ
0
SHARES
3
VIEWS

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗ ଦେଇଥିଲେ । ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏହି ବୈଠକରେ ଯୋଗ ଦେଇଥିଲେ । ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର ବଜେଟ୍, ୨୦୨୪-୨୫ ରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଥିଲା । ତେବେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଓଡିଶାର ଉପମୁଖ୍ୟମନ୍ତ୍ରୀ ତାଙ୍କ ସଂକ୍ଷିପ୍ତ ବକ୍ତବ୍ୟ ମାଧ୍ୟମରେ ଉପସ୍ଥାପନ କରିଥିଲେ । ଓଡିଶାରେ ଆନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଏବଂ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା । ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୪-୨୫ (ଏସଏସିଆଇ) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ ପାଇଁ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି ।

କେନ୍ଦ୍ର ବଜେଟରେ ସିଏସଏସ୍ ଯୋଜନା ଅଧୀନରେ ରାଜ୍ୟ-ୱାରି ବାର୍ଷିକ ଆବଣ୍ଟନର ଅଗ୍ରୀମ ସୂଚନା, ଯାହା ରାଜ୍ୟମାନଙ୍କୁ ସେମାନଙ୍କର ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ । ଓଡ଼ିଶାର ସମ୍ବଲପୁର ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ବଜେଟ, ୨୦୨୪-୨୫ ରେ ଉପଯୁକ୍ତ ବ୍ୟବସ୍ଥା । ଓଡିଶାରେ ଜାତୀୟ ରାଜପଥ, ବିଶେଷକରି କୋଷ୍ଟାଲ୍ ହାଇୱେ ଏବଂ କ୍ୟାପିଟାଲ୍ ରିଜିଅନ୍ ରିଙ୍ଗ୍ ରୋଡ୍ (ସିଆରଆର) ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ ସହ ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆଂଶିକ ସହାୟତା ପାଇଁ ଅନୁରୋଧ କରାଯାଇଛି | ପିଏମଏୱାଇ ଯୋଜନା ଅଧୀନରେ ଓଡିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତି କମରେ ୫ ଲକ୍ଷ ଘର ନିର୍ମାଣ ପାଇଁ କେନ୍ଦ୍ର ବଜେଟରେ ଆବଶ୍ୟକୀୟ ଆବଣ୍ଟନ । ଓଡିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା; ଏବଂ ଓଡ଼ିଶାରେ ବିଦ୍ୟୁତ୍ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ, ସଂଶୋଧିତ ବିତରଣ ସେକ୍ଟର ସ୍କିମ୍ (ଆଡିଏସଏସ) ଅଧୀନରେ ଓଡିଶା ବିଦ୍ୟୁତ ବିତରଣ ସଂସ୍ଥା (ଡିଆଇଏସସିଓଏମ୍) ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡିଶାରେ ଗ୍ରୀନ୍ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ ଆବଶ୍ୟକ ବୋଲି ରାଜ୍ୟ ପକ୍ଷରୁ କୁହାଯାଇଛି ।

Previous Post

ଆଇଏସଟିଇର ୫୩ତମ ବାର୍ଷିକ ଜାତୀୟ ସମ୍ମିଳନୀ: ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ସମ୍ମାନ

Next Post

ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

FNN WEB

FNN WEB

Next Post
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.