• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ

FNN WEB by FNN WEB
June 24, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ
0
SHARES
7
VIEWS

ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ସୂଚନା ମୁତାବକ, ଏହି ବୈଠକରେ ବିଭିନ୍ନ ପ୍ରକାର ତର୍ଜମା ହୋଇଛି ଓ ନିଷ୍ପତ୍ତି ନିଆଯାଇଛି । ପରିବେଶ ପାଇଁ ଏଣିକି ଚାଲିବ ଇଲେକ୍ଟ୍ରିବସ୍ । ପୁରୁଣା ବସ୍ ସେବା ସଠିକ ଭାବେ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯିବ । ଭାରତର ବିଭିନ୍ନ ତୀର୍ଥକ୍ଷେତ୍ର ଅଯୋଧ୍ୟା, ତିରୁପତି, ବୃନ୍ଦାବନ, ବାରାଣସୀ ଭଳି ଜାଗାକୁ ଚାଲିବ ବସ୍ । ରାଜ୍ୟରେ ଯେଉଁସବୁ ସ୍ଥାନ ଅପହଞ୍ଚ ରହିଛି ସେଠାରେ ମଧ୍ୟ ବସ୍ ସେବା ଯୋଗାଇଦେବା ନେଇ ମିଟିଂରେ ଆଲୋଚନା ହୋଇଥିଲା ।

ସେହିପରି ମାଛକୁଣ୍ଡରୁ ଭୁବନେଶ୍ୱର, ବାଲିଗୁଡାରୁ କଟକ, ଉମରକୋଟରୁ ବିଶାଖାପାଟଣା ଭଳି ଜାଗାକୁ ବସ୍ ଚଳାଚଳ କରିବ । ପ୍ରଧାନମନ୍ତ୍ରୀ ଇଲେକ୍ଟ୍ରିବସ୍ ସେବା ଆରମ୍ଭ ହୋଇଯାଇଛି, ଆମ ଓଡ଼ିଶା ଭାଗରେ ମଧ୍ୟ ଏହି ସେବାର ସୁବିଧା ମିଳିବ । ତେଣୁ କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁସାରେ ୧୫ ବର୍ଷରୁ ପୁରୁଣା ବସକୁ ସ୍କାର୍ପକୁ ଦିଆଯିବ । ଆଗକୁ ଇଲେକ୍ଟ୍ରି ବସ୍ ଅଧିକ ଚଳାଚଳ କରାଯିବ । ସେହିପରି ବର୍ତ୍ତମାନ ଲକ୍ଷ୍ମୀବସକୁ ନେଇ ତର୍ଜମା ଚାଲିଛି । ନାଁ ବଦଳିବା ନେଇ ମଧ୍ୟ ଆଲୋଚନା ହେଇପାରେ । ନାଁରେ କିଛି ନାହିଁ ସେବା ମିଳିବା ଆବଶ୍ୟକ ବୋଲି କହିଛନ୍ତି ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ।

Previous Post

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ: କେନ୍ଦୁଝର ହେବ ସୁନାର କେନ୍ଦୁଝର

Next Post

କେନ୍ଦୁଝରରେ ମୁଖ୍ଯମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ ବିଜେଡିର କଡ଼ା ଜବାବ

FNN WEB

FNN WEB

Next Post
କେନ୍ଦୁଝରରେ ମୁଖ୍ଯମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ ବିଜେଡିର କଡ଼ା ଜବାବ

କେନ୍ଦୁଝରରେ ମୁଖ୍ଯମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ ବିଜେଡିର କଡ଼ା ଜବାବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.