• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଆରେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

FNN WEB by FNN WEB
June 24, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡିଆରେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ
0
SHARES
3
VIEWS

ନୂଆଦିଲ୍ଲୀ : ସମ୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇ ମୋଦୀ ସରକାରଙ୍କ ତୃତୀୟ ପାଳିରେ ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭା ଭବନରେ ଓଡ଼ିଆ ଭାଷାରେ ସାଂସଦ ସଦସ୍ୟ ଭାବେ ଶପଥ ନେଇଛନ୍ତି ।

୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବା ପରେ କାମଚଳା ବାଚସ୍ପତି ଭାବରେ ଦାୟିତ୍ୱ ନେଇଥିବା ସାଂସଦ ଭର୍ତ୍ତୃହରି ମହତାବ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସମେତ ନବନିର୍ବାଚିତ ସାଂସଦ ମାନଙ୍କୁ ଶପଥ ପାଠ କରାଇଥିଲେ । ଜୁଏଲ୍ ଓରାମ ମଧ୍ୟ ନିଜ ମାତୃଭାଷା ଓଡିଆରେ ଶପଥ ପାଠ କରିଥିଲେ, ଏହି ଦୁଇ କେନ୍ଦ୍ରମନ୍ତ୍ରୀ ଓଡ଼ିଆ ଭାଷାରେ ଶପଥ ପାଠ କରିଥିବା କାରଣରୁ ଲୋକସଭା ଭବନରେ ଓଡ଼ିଆ ଅସ୍ମିତାର ଗୁଞ୍ଜରଣ ହୋଇଥିଲା ।

ଓଡ଼ିଆ ଭାଷାରେ କେନ୍ଦ୍ରମନ୍ତ୍ରୀ ଶପଥ ନେଇ କହିଥିଲେ “ମୁଁ ଧର୍ମେନ୍ଦ୍ର ପ୍ରଧାନ ଲୋକସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇ ଈଶ୍ୱରଙ୍କ ନାମରେ ଶପଥ କରୁଅଛି ଯେ ମୁଁ ବିଧି ଦ୍ୱାରା ସ୍ଥାପିତ ଭାରତର ସମ୍ବିଧାନ ପ୍ରତି ଶ୍ରଦ୍ଧା ଓ ନିଷ୍ଠା ରଖିବି, ମୁଁ ଭାରତର ସାର୍ବଭୌମତ୍ୱ ଓ ଅଖଣ୍ଡତା ଅକ୍ଷୁର୍ଣ୍ଣ ରଖିବି ଏବଂ ମୁଁ ଯେଉଁ ପଦ ଗ୍ରହଣ କରିବାକୁ ଯାଉଅଛି ତାହାର କର୍ତ୍ତବ୍ୟ ଶ୍ରଦ୍ଧାପୂର୍ବକ ନିର୍ବାହ କରିବି।”

ଶପଥ ପାଠ ନେଇ ଶ୍ରୀ ପ୍ରଧାନ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ “୧୮ତମ ଲୋକସଭାର ସାଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କରି ଗୌରବ ଅନୁଭବ କରୁଛି । ସମ୍ବଲପୁବାସୀଙ୍କ ସମେତ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ନିଜ ସାମର୍ଥ୍ୟ ଅନୁଯାୟୀ ସମାଜର ସେବା କରିବା ପାଇଁ ସବୁବେଳେ ଚେଷ୍ଟା କରିବି । ”

ଉଲ୍ଲେଖନୀୟ ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ୨୦୦୪ରୁ ୨୦୦୯ ମସିହା ପର୍ଯ୍ୟନ୍ତ ଦେବଗଡ଼ରୁ ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ମସିହାରୁ ଦୁଇ ଦୁଇ ଥର ରାଜ୍ୟସଭାରୁ ନିର୍ବାଚିତ ହୋଇ ମୋଦୀ ସରକାରରେ ପେଟ୍ରୋଲିୟମ, ଗ୍ୟାସ, ଇସ୍ପାତ୍, ଶିକ୍ଷା ଓ ଦକ୍ଷତା ବିକାଶ ଭଳି ବିଭାଗର ଦାୟିତ୍ୱ ନେଇଥିଲେ ।

Previous Post

କେନ୍ଦୁଝରରେ ମୁଖ୍ଯମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ ବିଜେଡିର କଡ଼ା ଜବାବ

Next Post

ଟପର ଛାତ୍ର ଅଂଶୁମାନୀଙ୍କୁ ଜାବିର ବିନ କବିର ତରଫରୁ ସମ୍ବର୍ଦ୍ଧିତ

FNN WEB

FNN WEB

Next Post
ଟପର ଛାତ୍ର ଅଂଶୁମାନୀଙ୍କୁ ଜାବିର ବିନ କବିର ତରଫରୁ ସମ୍ବର୍ଦ୍ଧିତ

ଟପର ଛାତ୍ର ଅଂଶୁମାନୀଙ୍କୁ ଜାବିର ବିନ କବିର ତରଫରୁ ସମ୍ବର୍ଦ୍ଧିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.