• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଦ୍ବିତୀୟ ଥର ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା

FNN WEB by FNN WEB
June 26, 2024
in ଜାତୀୟ, ମୁଖ୍ୟ ଖବର, ରାଜନୀତି
0
ଦ୍ବିତୀୟ ଥର ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା
0
SHARES
1
VIEWS

ନୂଆଦିଲ୍ଲୀ: ଲୋକସଭାରେ ବାଚସ୍ପତି ପଦ ପାଇଁ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଶାସକ ମେଣ୍ଟ ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ଓମ୍‌ ବିର୍ଲାଙ୍କୁ ପୁଣି ଥରେ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ଇଣ୍ଡିଆ ମେଣ୍ଟ୍‌ର ପ୍ରତିନ୍ଦ୍ବନ୍ଦ୍ବୀ ପ୍ରାର୍ଥୀ କେ ସୁରେଶଙ୍କୁ ହରାଇଛନ୍ତି ଓମ୍‌ ବିର୍ଲା। ଏଥର ନିର୍ବାଚିତ ହେବା ପ‌ରେ ସେ ଦ୍ବିତୀୟ ଥର ପାଇଁ ବାଚସ୍ପତି ହୋଇଛନ୍ତି। ଭୋଟ୍‌ ଡିଭିଜନ୍‌ ଦାବି ନଥିବାରୁ ତାଙ୍କୁ ସିଧାସଳଖ ନିର୍ବାଚିତ କରାଯାଇଛି।

ବିରୋଧୀ ଦଳ ନେତୃତ୍ୱାଧୀନ ଇଣ୍ଡିଆ ବ୍ଲକର ପ୍ରାର୍ଥୀ ଥିବା କଂଗ୍ରେସ ନେତା କେ ସୁରେଶଙ୍କୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିଜର ସମର୍ଥନ‌ ଦେଇଥଲେ। ତା’ସତ୍ତ୍ବେ ବି ସେ ହାରିଯାଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ୨୦ ମିନିଟର ଫୋନ୍ କଲ ପରେ କେ ସୁରେଶଙ୍କୁ ତ୍ରୁଣମୂଳ କଂଗ୍ରେସର ସମର୍ଥନ ମିଳିଥିଲା। ୧୯୭୬ ମସିହା ପରଠାରୁ ଏହା ହେବ ପ୍ରଥମ ବାଚସ୍ପତି ନିର୍ବାଚନ। ଆଜି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓମ୍‌ ବିର୍ଲାଙ୍କୁ ପୁଣି ଥରେ ବାଚସ୍ପତି କରିବାକୁ ପ୍ରସ୍ତାବ ଦେଇଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରଜନାଥ ସିଂହ ତ‌ାଙ୍କର ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ। ଉଲ୍ଲେଖଯୋଗ୍ୟ, ଓମ୍‌ ବିଲା ୪୧,୦୦୦ ଭୋଟ୍‌ ମାର୍ଜିନରେ କୋଟା ଲୋକସଭା ଆସନ ଜିତିଛନ୍ତି।

ସୂଚନାଯୋଗ୍ୟ ଯେ ସ୍ବାଧୀନତା ପରେ ୧୯୫୨, ୧୯୬୭ ଏବଂ ୧୯୭୬ ମସିହାରେ ବାଚସ୍ପତି ପଦ ପାଇଁ ନିର୍ବାଚନ ହୋଇଥିଲା। ୧୯୫୨ରେ ‌ହୋଇଥିବା ପ୍ରଥମ ବାଚସ୍ପତି ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜିଭି ମାଭଲଙ୍କର ବିରୋଧୀ ଦଳର ଶାନ୍ତାରାମ ମୋରେଙ୍କୁ ପରାସ୍ତ କରିଥିଲେ। ମାଭଲଙ୍କର ୩୯୪ ଭୋଟ୍ ପାଇଥିବା ବେଳେ ମୋ‌ରେ ୫୫ ଖଣ୍ଡ ଭୋଟ୍ ପାଇଥିଲେ। ୧୯୬୭ରେ ଅନୁଷ୍ଠିତ ବାଚସ୍ପତି ନିର୍ବାଚନରେ କଂଗ୍ରେସର ଏନ୍. ସଂଜୀବ ରେଡୀ ନିର୍ବାଚିତ ହୋଇଥିଲେ। ତାଙ୍କୁ ୨୭୮ଟି ଭୋଟ୍ ମିଳିଥିବା ବେଳେ ବିରୋଧୀ ଦଳ ପ୍ରାର୍ଥୀ ଟି. ବିଶ୍ବନାଥନଙ୍କୁ ୨୦୭ ଭୋଟ୍ ମିଳିଥିଲା। ସେହିଭଳି ୧୯୭୬ରେ କଂଗ୍ରେସର ବଳରାମ ଝାଖଡ଼ ୩୪୪ ଭୋଟ୍ ପାଇ ନିର୍ବାଚିତ ହୋଇଥିବା ବେଳେ ତାଙ୍କର ପ୍ରତିଦ୍ବନ୍ଦ୍ବୀ ଜଗନ୍ନାଥ ରାଓ ଯୋଶୀଙ୍କୁ ମିଳିଥିଲା ମାତ୍ର ୫୮ଟି ଭୋଟ୍। ତେବେ ୧୯୯୮ରେ ଭିନ୍ନ ପ୍ରକାର ପରିସ୍ଥିତି ଦେଖିବାକୁ ମିଳିଥିଲା। ପିଏ ସାଙ୍ଗମାଙ୍କୁ ବାଚସ୍ପତି କରିବା ଲାଗି କଂଗ୍ରେସ ନେତା ଶରଦ ପାୱାର ଲୋକସଭାରେ ପ୍ରସ୍ତାବ ଆଗତ କରିଥିଲେ, କିନ୍ତୁ ଏହା କାଟ୍ ଖାଇଯାଇଥିଲା। ଏହାପରେ ଟିଡିପିର ଜିଏମ୍‌ସି ବାଲଯୋଗୀଙ୍କୁ ବାଚସ୍ପତି କରିବା ଲାଗି ପ୍ରଧାନମନ୍ତ୍ରୀ ବା‌ଜପେୟୀ ପ୍ରସ୍ତାବ ଆଗତ କରିଥିଲେ ଏବଂ ଏହା ଗୃହୀତ ହୋଇଥିଲା। ଆଉ ଏକ ଉଲ୍ଳେଖନୀୟ କଥା ହେଉଛି ଯେ ସ୍ବାଧୀନତା ପରେ ୪ ଜଣ ବାଚସ୍ପତି ନିର୍ବାଚନ ପ‌ରେ‌ ମଧ୍ୟ ସେମାନଙ୍କର ପଦ ବଜାୟ ରଖିଥିଲେ। ସେମାନେ ହେଲେ ଏମ୍‌ଏ ଆୟଙ୍ଗର, ଜିଏସ୍ ଧିଲନ୍, ବଳରାମ ଝାଖଡ଼ ଏବଂ ଜଏମ୍‌ସି ବାଲଯୋଗୀ। ଏବେ ବିର୍ଲାଙ୍କ ନାମ ଏହି ତାଲିକାରେ ଯୋଡ଼ି ହୋଇଛି।

Previous Post

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

Next Post

ରେଳ ମନ୍ତ୍ରଣାଳୟ ଦ୍ୱାରା ଟିଟିଲାଗଡ ଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ 183.89 କୋଟି ଟଙ୍କା ମଞ୍ଜୁର:

FNN WEB

FNN WEB

Next Post
ରେଳ ମନ୍ତ୍ରଣାଳୟ ଦ୍ୱାରା ଟିଟିଲାଗଡ ଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ 183.89 କୋଟି ଟଙ୍କା ମଞ୍ଜୁର:

ରେଳ ମନ୍ତ୍ରଣାଳୟ ଦ୍ୱାରା ଟିଟିଲାଗଡ ଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ 183.89 କୋଟି ଟଙ୍କା ମଞ୍ଜୁର:

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.