• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀରେ ଏହି ସମୟରେ ସେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ଶ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସଭାରେ ଗୃହର ନେତା ଶ୍ରୀ ଜଗତ ପ୍ରକାଶ ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁ ବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଉଛନ୍ତି। ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି, ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ।

Previous Post

ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Next Post

ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା

FNN WEB

FNN WEB

Next Post
ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା

ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.