• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁଇଟି ନୂତନ ନିର୍ମିତ ରେଳ ଲାଇନରେ ଟ୍ରେନ୍ ଟ୍ରାଫିକ୍ ଚଳାଚଳ ପାଇଁ ରେଳ ନିରାପତ୍ତା ଆୟୁକ୍ତଙ୍କ ସ୍ୱୀକୃତି

FNN WEB by FNN WEB
July 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦୁଇଟି ନୂତନ ନିର୍ମିତ ରେଳ ଲାଇନରେ ଟ୍ରେନ୍ ଟ୍ରାଫିକ୍ ଚଳାଚଳ ପାଇଁ ରେଳ ନିରାପତ୍ତା ଆୟୁକ୍ତଙ୍କ ସ୍ୱୀକୃତି
0
SHARES
1
VIEWS

  • ଶାଳଗାଁ-ବୁଢାପଙ୍କ ତୃତୀୟ ଏବଂ ଚତୁର୍ଥ ରେଳ ଲାଇନ ପ୍ରକଳ୍ପର ଢେଙ୍କାନାଳ-ହିନ୍ଦୋଳ ରୋଡ଼ ସେକ୍ସନ ମଧ୍ୟରେ 20.467 କି.ମି.ଦୈର୍ଘ୍ୟ ନୂତନ ଲାଇନ କାର୍ଯ୍ୟକ୍ଷମ |
  • କୋଟାଭାଲାସା- କିରନ୍ଦୁଲ ଦୋହରୀକରଣ ପ୍ରକଳ୍ପର ଦାନ୍ତେୱାଡା- କାମଲୁର ମଧ୍ୟରେ 12.353 କି.ମି.ଦୈର୍ଘ୍ୟ ନୂତନ ରେଳ ସେକ୍ସନ କାର୍ଯ୍ୟକ୍ଷମ |

ଭୁବନେଶ୍ବର: ଶାଳଗାଁ-ବୁଢାପଙ୍କ ତୃତୀୟ ଏବଂ ଚତୁର୍ଥ ରେଳ ଲାଇନ ପ୍ରକଳ୍ପର ଢେଙ୍କାନାଳ-ହିନ୍ଦୋଳ ରୋଡ଼ ସେକ୍ସନ ମଧ୍ୟରେ 40.934 କି.ମି.ଦୈର୍ଘ୍ୟ ନୂତନ ଲାଇନ ଏବଂ କୋଟାଭାଲାସା- କିରନ୍ଦୁଲ ଦୋହରୀକରଣ ପ୍ରକଳ୍ପର ଦନ୍ତେୱାଡା- କାମଲୁର ମଧ୍ୟରେ 12.353 କି.ମି.ଦୈର୍ଘ୍ୟ ନୂତନ ରେଳ ସେକ୍ସନ ଇତିମଧ୍ୟରେ କାର୍ଯ୍ୟକ୍ଷମ କରାଯାଇ ପାରିଛି। ରେଳ ନିରାପତ୍ତା ଆୟୁକ୍ତ ଜୁନ୍ 2024 ର ଶେଷ ସପ୍ତାହରେ ଏହି ନୂତନ ଭାବରେ ନିର୍ମିତ ରେଳ ଲାଇନକୁ ନିରୀକ୍ଷଣ କରିଥିଲେ ଏବଂ ରେଳ ସେକ୍ସନର କାର୍ଯ୍ୟକାରିତା ପାଇଁ ଅନୁମତି ଦେଇଥିଲେ। ରେଳ ନିରାପତ୍ତା ଆୟୁକ୍ତ ନବନିର୍ମିତ ରେଳ ଟ୍ରାକ୍, ସିଗନାଲିଂ ସିଷ୍ଟମ୍, ବ୍ରିଜ୍ ର ସୁରକ୍ଷା ପାରାମିଟର ଯାଞ୍ଚ କରିଥିବାବେଳେ ଟ୍ରେନ୍ ଚଳାଚଳ ପାଇଁ ଉଭୟ ପ୍ରକଳ୍ପର ନୂତନ ରେଳ ଲାଇନ କାର୍ଯ୍ୟକ୍ଷମ ପାଇଁ ଘୋଷଣା କରିଛନ୍ତି।

ପୂର୍ବ ତଟ ରେଳର ବରିଷ୍ଠ ରେଳ ଅଧିକାରୀଙ୍କ ଏକ ଟିମ୍ ନିରୀକ୍ଷଣ ସମୟରେ ରେଳ ନିରାପତ୍ତା ଆୟୁକ୍ତଙ୍କୁ ସହାୟତା କରିଥିଲେ | ମୋଟାମୋଟି ଭାବେ, ଶାଳଗାଁ-ବୁଢାପଙ୍କ ତୃତୀୟ ଏବଂ ଚତୁର୍ଥ ରେଳ ଲାଇନ ପ୍ରକଳ୍ପରେ ସମୁଦାୟ 170 କିଲୋମିଟର ମଧ୍ୟରୁ 86.4 କିମି ତୃତୀୟ ଏବଂ ଚତୁର୍ଥ ଲାଇନ କାର୍ଯ୍ୟ ସମ୍ପାଦନ ହୋଇପାରିଥିବାବେଳେ କୋଟାଭାଲାସା- କିରନ୍ଦୁଲ ଦୋହରୀକରଣ ପ୍ରକଳ୍ପର ଦାନ୍ତେୱାଡା- କାମଲୁର ମଧ୍ୟରେ ସମୁଦାୟ 445.598 କିଲୋମିଟର ମଧ୍ୟରୁ 302.55 କିମି ଦୋହରୀକରଣ କାର୍ଯ୍ୟ ସମାପ୍ତ ହୋଇସାରିଛି।

ପୂର୍ବ ତଟ ରେଳ ଏହି ଅଞ୍ଚଳରେ ରେଳ ଭିତ୍ତିଭୂମି ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଶୀଘ୍ର ପ୍ରକଳ୍ପ ଶେଷ କରିବା ପାଇଁ ଉତ୍ସର୍ଗୀକୃତ ଭାବରେ କାର୍ଯ୍ୟ କରିଆସୁଅଛି। ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବାଇଷ୍ଣବ ଏହି ଅଞ୍ଚଳରେ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ଉପରେ ନିରନ୍ତର ନଜର ରଖିଛନ୍ତି ଏବଂ ଚାଲୁରହିଥିବା ରେଳ ଲାଇନ ପ୍ରକଳ୍ପର ଶୀଘ୍ର ସମାପ୍ତି ପାଇଁ ମନ୍ତ୍ରଣାଳୟ ସମସ୍ତ ସହାୟତା ପ୍ରଦାନ କରୁଅଛି। ପୂର୍ବ ତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ମଧ୍ୟ ଚାଲୁରହିଥିବା ରେଳ ପ୍ରକଳ୍ପର ସ୍ଥିତି ଉପରେ ନଜର ରଖିଛନ୍ତି ଏବଂ ରେଲୱେ ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଅବଶିଷ୍ଟ ଅଂଶ ରେଳ ଲାଇନ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Previous Post

ଆରଏସପିରେ ବିଷାକ୍ତ ଗ୍ୟାସ ଲିକ୍, ୮ ଆଇସିୟୁରେ

Next Post

ରାଜ୍ୟସ୍ତରୀୟ ସମନ୍ୱିତ ସର୍ବେକ୍ଷଣ ଅଭିଯାନ-୨୦୨୪ ଆରମ୍ଭ

FNN WEB

FNN WEB

Next Post
ରାଜ୍ୟସ୍ତରୀୟ ସମନ୍ୱିତ ସର୍ବେକ୍ଷଣ ଅଭିଯାନ-୨୦୨୪ ଆରମ୍ଭ

ରାଜ୍ୟସ୍ତରୀୟ ସମନ୍ୱିତ ସର୍ବେକ୍ଷଣ ଅଭିଯାନ-୨୦୨୪ ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.