• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ପାଳିତ

FNN WEB by FNN WEB
July 2, 2024
in ଓଡ଼ିଶା, ମୁଖ୍ୟ ଖବର
0
କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ପାଳିତ
0
SHARES
5
VIEWS

ଭୁବନେଶ୍ୱର: କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ସମାଜରେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ସମାଜରେ ପିଲାମାନେ ନିଜକୁ ଜଣେ ଭଲ ଛାତ୍ର ଛାତ୍ରୀଭାବେ ଗଢି ତୋଳିବା ସହ ନିଜକୁ ଜଣେ ଜଣେ ଭଲ ମଣିଷଭାବେ ଗଢି ତୋଳବା ଆବଶ୍ୟକ ବୋଲି ସେ କହିଥିଲେ । ଏ କ୍ଷେତ୍ରରେ ବିଦ୍ୟାଳୟରେ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ଯେତିକି ଦାୟିତ୍ୱ ରହିଛି ବାପା-ମାଆଙ୍କ ସେତିକି ଦାୟିତ୍ୱ ରହିଛି ବୋଲି ଶ୍ରୀ ସାମନ୍ତ କହିଥିଲେ । ଛାତ୍ରଛାତ୍ରୀମାନେ ନିଜକୁ ଜଣେ ଜଣେ ଭଲ ମଣିଷ ଭାବେ ଗଢ଼ି ତୋଳିପାରିଲେ ସେମାନଙ୍କ ନିକଟକୁ ସବୁ ଜିନିଷ ଆପେ ଆପେ ଆସିବ ବୋଲି ଶ୍ରୀ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ । ନିଜ ଜୀବନର ଉଦାହରଣ ଦେଇ ସେ ନିଜକୁ ଏବଂ ନିଜ ବାପା-ମାଆଙ୍କୁ କଷ୍ଟ ପହଞ୍ଚାଇବା ଭଳି କୌଣସି କାମ ଜୀବନରେ ନ କରିବାକୁ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ । କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ପ୍ରକୃତପକ୍ଷେ ସବୁ ଦୃଷ୍ଟିରୁ ଆନ୍ତର୍ଜାତିକସ୍ତରର ବୋଲି ଶ୍ରୀ ସାମନ୍ତ କହିଥିଲେ । କିସ୍‍ ଓ କିଟ୍‍ ସଭାପତି ଶାଶ୍ୱତୀ ବଳ ଛାତ୍ରଛାତ୍ରୀଙ୍କୁ ଆଶୀର୍ବାଦ କରିବା ସହ ଜୀବନରେ ନିଜର ଲକ୍ଷ୍ୟ ହାସଲ ପାଇଁ ଅଧ୍ୟବସାୟ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ । ସ୍ୱାଗତଭାଷଣ ପ୍ରଦାନ କରି ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ କହିଲେ, କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଆତ୍ମଶକ୍ତି ଓ ପ୍ରତିଭା ଓ ଆଗ୍ରହକୁ ଚିହ୍ନଟ କରି ସେମାନଙ୍କୁ ସେହି ଅନୁସାରେ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ସହ ସେମାନଙ୍କର ବ୍ୟକ୍ତିତ୍ୱ ବିକାଶର ଯତ୍ନ ନେଇଥାଏ । ସ୍କୁଲ୍‍ର ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସ୍କୁଲ୍‍ର ଷ୍ଟୁଡେଣ୍ଟ କ୍ୟାବିନେଟ୍‍ ଶପଥ ଗ୍ରହଣ କରିଥିଲେ ।

Previous Post

କାଦମ୍ବିନୀର ରୌପ୍ୟ ଜୟନ୍ତୀ: ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି: ରାଜ୍ୟପାଳ

Next Post

ଖୋଲିବ ପୂର୍ବ ସରକାରରେ ବନ୍ଦ ହୋଇଯାଇଥିବା ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

FNN WEB

FNN WEB

Next Post
ଖୋଲିବ ପୂର୍ବ ସରକାରରେ ବନ୍ଦ ହୋଇଯାଇଥିବା ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଖୋଲିବ ପୂର୍ବ ସରକାରରେ ବନ୍ଦ ହୋଇଯାଇଥିବା ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.