• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
July 2, 2024
in ଓଡ଼ିଶା, ମୁଖ୍ୟ ଖବର
0
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
0
SHARES
11
VIEWS

ପୁରୀ: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ ମଞ୍ଚରୁ ନିର୍ଦ୍ଦେଶ ଦେଇଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏଥର ରଥଯାତ୍ରା ସଫଳ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏନେଇ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ବିରଳ ଓ ଅଦ୍ଭୁତ ରଥଯାତ୍ରା ହେବାକୁ ଯାଉଛି । ଦୀର୍ଘ ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ହେବାକୁ ଯାଉଛି। ନୂଆ ସରକାରରେ ଏଭଳି ସୁଯୋଗ ଆସିବା ଆମର ଭାଗ୍ୟ। ଚଳିତବର୍ଷ ୨ ଦିନରେ ରଥଯାତ୍ରା ସମାପନ ହେବ ।ତେଣୁ ସରକାରୀସ୍ତରରେ ଯେଉଁ ଗୋଟିଏ ଦିନର ଛୁଟି ଥିଲା ତାହାକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛି । ରଥଯାତ୍ରା ଯେପରି ସୁରୁଖୁରରେ ସମାପନ ହେବ ସେଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଥଯାତ୍ରା ଦେଖିବା ସହ ରଥ ଟାଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ତେଣୁ ଏହା ବେଶ ଖୁସି ଓ ଗୌରବର କଥା । ଏହି ବିରଳ ରଥଯାତ୍ରାକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ୨ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ମନ୍ତ୍ରୀ ବିଭୂତି ଜେନା ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ପୁଲିସ ଡିଜି ଓ ବିଭିନ୍ନ ବିଭାଗର ଅଧିକାରୀ ବି ବୈଠକରେ ସାମିଲ ହୋଇଥିଲେ। ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଆଦି ବିଭିନ୍ନ ପ୍ରସଙ୍ଗରେ ଏଥିରେ ଆଲୋଚନା ହୋଇଛି।

Previous Post

ଖୋଲିବ ପୂର୍ବ ସରକାରରେ ବନ୍ଦ ହୋଇଯାଇଥିବା ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

Next Post

ପୁରୀ ରଥଯାତ୍ରା ପାଇଁ ମୋହନ ସରକାରଙ୍କ ବ୍ୟାପକ ବ୍ୟବସ୍ଥା

FNN WEB

FNN WEB

Next Post
ପୁରୀ ରଥଯାତ୍ରା ପାଇଁ ମୋହନ ସରକାରଙ୍କ ବ୍ୟାପକ ବ୍ୟବସ୍ଥା

ପୁରୀ ରଥଯାତ୍ରା ପାଇଁ ମୋହନ ସରକାରଙ୍କ ବ୍ୟାପକ ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.