• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ

FNN WEB by FNN WEB
July 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ
0
SHARES
25
VIEWS

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଶେଷ କରି ଓଡ଼ିଶାରେ ଆଗାମୀ ୨୦୨୪-୨୫ ସାଧାରଣ ବଜେଟ ଉପସ୍ଥାପନାର ରୂପରେଖ କିପରି ରହିବ, ସେ ସଂପର୍କରେ ଆଲୋଚନା କରାଯାଇଥିଲା। ଏଥି ସହିତ ଆଗାମୀ ଜୁଲାଇ ୨୭ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ନୀତି ଆୟୋଗର ୯ତମ ସାଧାରଣ ପରିଷଦ ବୈଠକ” ଏବଂ ନଭେମ୍ବର ୨୦୨୪ରେ ହେବାକୁ ଥିବା “୪ର୍ଥ ଜାତୀୟ ମୁଖ୍ୟ ଶାସନ ସଚିବମାନଙ୍କ ସମ୍ମିଳନୀ”ରେ ଆଲୋଚ୍ୟ ପ୍ରସଙ୍ଗ “ବିକଶିତ ଭାରତ ୨୦୪୭” ପରିପ୍ରେକ୍ଷୀରେ ରାଜ୍ୟର ଏଜେଣ୍ଡା ସଂପର୍କିତ ତଥ୍ୟ ପ୍ରଦାନ କରିବା ସଂପର୍କରେ ଆଲୋଚନା କରାଯାଇଥିଲା।

ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ‘ନିରନ୍ତର ବିକାଶ ଲକ୍ଷ୍ୟ-ଭାରତ-ସୂଚକାଙ୍କ-୨୦୨୩-୨୪’ରେ ଓଡ଼ିଶାର ସ୍ଥିତି ସଂପର୍କରେ ଉପସ୍ଥାପନ କରାଯିବା ସହ ବିକଶିତ ଭାରତ, ନିରନ୍ତର ବିକାଶ ଓ ସାମଗ୍ରିକ ଅଭିବୃଦ୍ଧି ଲକ୍ଷ୍ୟରେ ରହିଥିବା ବିଭିନ୍ନ ମାନଦଣ୍ଡରେ ପ୍ରଦର୍ଶନରେ ବୃଦ୍ଧି କରିବାକୁ ବୈଠକରେ ଆଲୋଚନା କରାଯାଇଛି । ବୈଠକରେ କ୍ଷୁଧାମୁକ୍ତ ସମାଜ, ଉତ୍ତମସ୍ୱାସ୍ଥ୍ୟ, ଗୁଣାତ୍ମକ ଶିକ୍ଷା, ନାରୀ-ପୁରୁଷସମାନତା, ବିଶୁଦ୍ଧ ପାନୀୟ ଜଳ, ସମନ୍ୱିତ ଜଳସେଚନ, ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ଗ୍ରହଣ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।

ଏଥି ସହିତ ୨୦୨୪-୨୫ ଆର୍ଥିକ ବର୍ଷରେ ଜୁନ୍-୨୦୨୪ ସୁଦ୍ଧା ରାଜ୍ୟର ଆର୍ଥିକ ପ୍ରଦର୍ଶନ ସଂପର୍କରେ ଉପସ୍ଥାପନ କରାଯାଇଥିଲା। ୫ବର୍ଷିଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତି ଓ କାର୍ୟ୍ୟାନ୍ୱୟନ, ୨୦୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି, ୨୦୪୭ରେ ସ୍ୱାଧୀନତାର ୧୦୦ବର୍ଷ ପୂର୍ତ୍ତିକୁ ଲକ୍ଷ୍ୟ ରଖି ବିକାଶର ଆଭିମୁଖ୍ୟ କିପରି ରହିବ, ସେଥିପାଇଁ ସହଭାଗୀ ଓ ବିଶେଷଜ୍ଞମାନଙ୍କ ସହ ବିଚାରବିମର୍ଶ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱ ଦେଇଛନ୍ତି।

Previous Post

ଆସନ୍ତାକାଲି ସୁନାବେଶ

Next Post

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା

FNN WEB

FNN WEB

Next Post
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟ ସମୀକ୍ଷା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.