• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନବୀନଙ୍କ ଛାୟା କ୍ୟାବିନେଟ; ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ରହିବ ନଜର

FNN WEB by FNN WEB
July 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ନବୀନଙ୍କ ଛାୟା କ୍ୟାବିନେଟ; ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ରହିବ ନଜର
0
SHARES
1
VIEWS

ଭୁବନେଶ୍ବର: ନବୀନଙ୍କ ଛାୟା କ୍ୟାବିନେଟ୍ । ବିଧାନସଭାରେ ଦୃଢ଼ ବିରୋଧୀ ଦଳର ଭୂମିକା ନେବ ବିଜେଡି। ୫୦ ବିଧାୟକଙ୍କୁ ବିଭିନ୍ନ ବିଭାଗର ଦାୟିତ୍ବ ଦିଆଯାଇଛି । ସରକାରଙ୍କ କାର୍ଯ୍ୟକାରିତାକୁ ମନିଟର କରିବେ ବିଜୁ ଜନତା ଦଳର ବିଧାୟକ । ଗୃହରେ ଉପସ୍ଥାପନ ହେବ ରାଜବାସୀଙ୍କ ସ୍ବର । ଏହାସହ ସରକାରଙ୍କ କାର୍ଯ୍ୟକ୍ରମ ଉପରେ ରହିବ ନଜର ।

ବିରୋଧୀ ଦଳ ହେଉଛି ଜନସାଧାରଣଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ । ବିଧାନସଭାରେ ବିରୋଧୀ ଦଳର ଏ ଦିଗରେ ଗୁରୁତ୍ୱପୂର୍ଣ ଭୂମିକା ରହିଛି । ତେଣୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର ରଖିବା ସହ ବିଧାନସଭାରେ ସମ୍ପୃକ୍ତ ବିଭାଗ ସମ୍ପର୍କିତ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣକାରୀ । ରାଜ୍ୟବାସୀଙ୍କ ସ୍ୱାର୍ଥକୁ ସୁରକ୍ଷିତ ରଖିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୫୦ ଜଣ ନିର୍ବାଚିତ ସଦସ୍ୟଙ୍କୁ ଏହି ଦାୟିତ୍ବ ପ୍ରଦାନ କରିଛନ୍ତି ।

ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜସ୍ବ ଓ ବିପର୍ଯ୍ଯୟ ପରିଚାଳନା ବିଭାଗକୁ ମନିଟର କରିବେ । ସେହିଭଳି ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ପଂଚାୟତିରାଜ, ପାନୀୟ ଜଳ ଓ ସଂସଦୀୟ ବ୍ଯାପାର ବିଭାଗ, ବଦ୍ରୀନାରାୟଣ ପାତ୍ର ଓ ମନୋରମା ମହାନ୍ତିଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ, ନିରଂଜନ ପୂଜାରୀଙ୍କୁ ଗୃହ, ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ ବିଭାଗ, ଅଶ୍ବିନୀ ପାତ୍ରଙ୍କୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନିଟରିଂ ଦାୟିତ୍ବ ଦିଆଯାଇଛି ।

ପ୍ରତାପ ଦେବ ସାଧାରଣ ପ୍ରଶାସନ ବିଭାଗର ବିଭିନ୍ନ କାର୍ଯ୍ଯକ୍ରମ ଓ ଯୋଜନାକୁ ମନିଟର କରିବେ। ସେହିଭଳି ବିଧାୟକ ଅରୁଣ ସାହୁ ଜଳ ସମ୍ପଦ, ସାରଦା ପ୍ରସାଦ ନାୟକ ଶିଳ୍ପ, ପ୍ରସନ୍ନ ଆଚାର୍ଯ୍ୟ ଅର୍ଥ, ବ୍ରଜ ପ୍ରଧାନଙ୍କୁ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ, ରାଜେନ୍ଦ୍ର ଢୋଲକିଆ ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ, ମନୋହର ରନ୍ଧାରୀ ଓ ଯୋଗେଶ ସିଂ ଅନୁସୂଚିତ ଜନଜାତି ବ୍ଯାପାର ବିଭାଗ, ବ୍ଯୋମକେଶ ରାୟ ଓ ଅଭିମନ୍ଯୁ ସେଠୀଙ୍କୁ ପୂର୍ତ୍ତ, ଦିବ୍ଯଶଙ୍କର ମିଶ୍ର ଶକ୍ତି, ଗଣେଶ୍ବର ବେହେରା ଇସ୍ପାତ ଓ ଖଣି, ବର୍ଷା ସିଂହ ବରିହା ଓ ସୁଜାତା ସାହୁଙ୍କୁ ମିଶନ ଶକ୍ତି, ସନାତନ ମହାକୁଡଙ୍କୁ କୃଷି ଓ କୃଷକ ସଶକ୍ତିକରଣ, ସଂଜୀବ କୁମାର ମଲ୍ଲିକଙ୍କୁ ଏମଏସଏମଇ ବିଭାଗ ମନିଟର କରିବାକୁ ଦାୟିତ୍ବ ଦେଇଛନ୍ତି ନବୀନ।

କଳିକେଶ ନାରାୟଣ ସିଂହଦେଓଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଅଧିରାଜ ପାଣିଗ୍ରାହୀଙ୍କୁ ଆଇନ, ପ୍ରଦୀପ କୁମାର ଦିଶାରୀ ଓ ଚକ୍ରମଣି କହଁରଙ୍କୁ ଅନୁସୂଚିତ ଜାତି ବିଭାଗ, ଦେବୀ ରଂଜନ ତ୍ରିପାଠୀଙ୍କୁ ଗ୍ରାମ୍ଯ ଉନ୍ନୟନ ବିଭାଗ, ସୌଭିକ ବିଶ୍ବାଳଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ପ୍ରଶାନ୍ତ ବେହେରାଙ୍କୁ ଅବକାରୀ, ଧୃବ ଚରଣ ସାହୁ ଓ ସୁନୀଲ ମହାନ୍ତିଙ୍କୁ ପର୍ଯ୍ୟଟନ ବିଭାଗର ବିଭିନ୍ନ କାର୍ଯ୍ଯକ୍ରମ ତଦାରଖ ଦାଯିତ୍ବ ଦିଆଯାଇଛି ।

ସେହିପରି ତୁଷାରକାନ୍ତି ବେହେରାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ, ଅନନ୍ତ ନାରାୟଣ ଜେନାଙ୍କୁ ଓଡିଶା ଭାଷା ସାହିତ୍ଯ ଓ ସଂସ୍କୃତି ବିଭାଗ, ସୁଶାନ୍ତ ରାଉତଙ୍କୁ କ୍ରୀଡା ଓ ଯୁବ ବ୍ଯାପାର, ବିଭୂତି ବଳବନ୍ତରାୟଙ୍କୁ ବାଣିଜ୍ଯ ଓ ପରିବହନ ବିଭାଗ, ରମେଶ ଚନ୍ଦ୍ର ବେହେରାଙ୍କୁ ଉଚ୍ଚଶିକ୍ଷା, ରୋହିତ ଯୋଶେଫ ତିର୍କୀଙ୍କୁ ସଂଖ୍ଯାଲଘୁ ବ୍ଯାପାର, ସୁଦର୍ଶନ ହରିପାଲଙ୍କୁ ହସ୍ତତନ୍ତ, ରୋମାଞ୍ଚ ରଂଜନ ବିଶ୍ବାଳଙ୍କୁ ଯୋଜନା ଓ ସଂଯୋଜନା, ଗୌତମ ବୁଦ୍ଧ ଦାସଙ୍କୁ ସୂଚନା ଓ ଲୋକ ସମ୍ପର୍କ, ସୁବାସିନୀ ଜେନାଙ୍କୁ ମତ୍ସ୍ୟ ଓ ପଶୁପାଳନ, ମାଧବ ଧଡାଙ୍କୁ ବିଜ୍ଞାନ ଓ କାରିଗରୀ, ବିଶ୍ବ ରଂଜନ ମଲ୍ଲିକଙ୍କୁ ଶ୍ରମ ଓ ଇଏସଆଇ, ନଳିନୀକାନ୍ତ ପ୍ରଧାନ ଓ ପ୍ରଦୀପ କୁମାର ସାହୁଙ୍କୁ ଗୃହ ଓ ନଗର ଉନ୍ନୟନ, ଅରବିନ୍ଦ ମହାପାତ୍ରଙ୍କୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି, ରମାକାନ୍ତ ଭୋଇଙ୍କୁ ଖାଦ୍ଯ ଯୋଗାଣ ଓ ଖାଉଟି କଲ୍ଯାଣ, ସାରଦା ଜେନାଙ୍କୁ ସମବାୟ, ନବ କିଶୋର ମଲ୍ଲିକଙ୍କୁ ଗ୍ରାମ୍ଯ ଉନ୍ନୟନ ଓ ରୂପେଶ କୁମାର ପାଣିଗ୍ରାହୀଙ୍କୁ ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ଯକାରିତା ଉପରେ ନଜର ରଖିବାକୁ ଦାୟିତ୍ବ ଦେଇଛନ୍ତି ବିଜେଡି ସୁପ୍ରିମୋ ।

Previous Post

ଜୁଲାଇ ୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ

Next Post

ଚଣ୍ଡିଗଡ଼-ଡିବ୍ରୁଗଡ଼ ଏକ୍ସପ୍ରେସର ୧୦ଟି ବଗି ଲାଇନଚ୍ୟୁତ: ୪ମୃତ, ୨୦ଆହତ

FNN WEB

FNN WEB

Next Post
ଚଣ୍ଡିଗଡ଼-ଡିବ୍ରୁଗଡ଼ ଏକ୍ସପ୍ରେସର ୧୦ଟି ବଗି ଲାଇନଚ୍ୟୁତ: ୪ମୃତ, ୨୦ଆହତ

ଚଣ୍ଡିଗଡ଼-ଡିବ୍ରୁଗଡ଼ ଏକ୍ସପ୍ରେସର ୧୦ଟି ବଗି ଲାଇନଚ୍ୟୁତ: ୪ମୃତ, ୨୦ଆହତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.