• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ

FNN WEB by FNN WEB
July 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ
0
SHARES
1
VIEWS

ପୁରୀ: ବଡ଼ଦାଣ୍ଡକୁ ଅବତରଣ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡୀଚାମୁଣ୍ଡା, ଅଶରୀରୀମାନେ ଘୁରି ବୁଲୁଥାନ୍ତି। ସେଇମାନଙ୍କୁ ତୃପ୍ତ କରିବା ପାଇଁ ଶୁକ୍ରବାର ଆଷାଢ଼ ଶୁକ୍ଳ ଦ୍ବାଦଶୀ ଜ୍ୟେଷ୍ଠ ନକ୍ଷତ୍ର ତିଥିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ ହୋଇଛି। ଚତୁର୍ଦ୍ଧା ବିଗ୍ରହଙ୍କଠାରେ ଏହି ପଣା ଲାଗି ହେବା ପରେ ରଥ ଉପରେ ଅଧରପଣା ହାଣ୍ଡିକୁ ଭାଙ୍ଗି ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ତିନିଠାକୁରଙ୍କଠାରେ ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହୋଇଛି। ଏଥିପାଇଁ ସ୍ବତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଥିବା ବେଳେ ଗୁରୁବାର ଶ୍ରୀଜିଉଙ୍କ ଅଧର ଉଚ୍ଚର ଏହି ତିନି ଅଧରହାଣ୍ଡି ରଥ ପାଖକୁ ବିଜେ କରିଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଥିଲା।

ନିର୍ଘଣ୍ଟ ନୀତି ଅନୁଯାୟୀ, ଆଜି ପହୁଡ଼ ନୀତି ସଂପନ୍ନ ପରେ ଗୁରୁବାର ସକାଳ ୬ଟାରୁ ସାଢ଼େ ୬ଟା ଭିତରେ ମଙ୍ଗଳଆଳତି ନୀତି ସଂପନ୍ନ ହୋଇଥିଲା। ୭ଟାରେ ମଇଲମ, ୮ଟାରେ ଅବକାଶ, ୯ଟାରେ ବେଶଶେଷ, ପୂର୍ବାହ୍ଣ ୧୦ଟାରୁ ସାଢ଼େ ୧୦ଟା ଭିତରେ ଗୋପାଳବଲ୍ଲଭ, ସାଢ଼େ ୧୧ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ଭିତରେ ସକାଳ ଧୂପ, ଅପରାହ୍ଣ ଗୋଟାଏରେ ମଇଲମ, ସାଢ଼େ ଗୋଟାଏରେ ମହାସ୍ନାନ ଓ ସର୍ବାଙ୍ଗ, ୨ଟାରେ ବେଶ ଶେଷ ହୋଇଥିଲା। ଅପରାହ୍ଣ ସାଢ଼େ ୩ଟାରୁ ସାଢ଼େ ୪ଟା ଭିତରେ ମଧ୍ୟାହ୍ନ ଧୂପ ଶେଷ ହେବ। ପରେ ଅଧରପଣା ନୀତି ଆରମ୍ଭ ହୋଇଥିଲା।

Previous Post

ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ

Next Post

୨୧ରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

FNN WEB

FNN WEB

Next Post
୨୧ରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

୨୧ରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.