• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ୍ ଜେନେରାଲ

FNN WEB by FNN WEB
July 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ୍ ଜେନେରାଲ
0
SHARES
4
VIEWS

ଭୁବନେଶ୍ବର: ଓଡ଼ିଶା ହା‌ଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ୍ ଜେନେରାଲ ‌ହୋଇଛନ୍ତି। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ମାସେ ଅତିକ୍ରମ କରିଛି। ଆଜି ଯାଏଁ ଏଜି ନିଯୁକ୍ତି ହୋଇ ନଥିବାରୁ ବିଭିନ୍ନ ମହଲରୁ ଉଦବେଗ ପ୍ରକାଶ ପାଉଥିଲା। ଏପରିକି ବରିଷ୍ଠ ରାଜନେତା ବିଜୟ ମହାପାତ୍ର ଏନେଇ ପ୍ରଶ୍ନ କରିଥିଲେ। ବିରୋଧୀ ବିଜେଡି ମଧ୍ୟ ସରକାରଙ୍କୁ ଘେରିଥିଲା। କାରଣ, ଆଡଭୋକେଟ୍ ଜେନେରାଲ ଏକ ସାମ୍ୱିଧାନିକ ପଦବି। ସରକାର କ୍ଷମତାକୁ ଆସିବା ପରେ ପ୍ରଥମ କ୍ୟାବିନେଟରେ ଏଜି ନିଯୁକ୍ତି ସମ୍ପର୍କରେ ନିଷ୍ପତ୍ତି କରିବା କଥା। ଏକାଧିକ ବରିଷ୍ଠ ଆଇନଜୀବୀ ଲବିରେ ଥିବାରୁ ନିଷ୍ପତ୍ତି ବିଳମ୍ୱ ହୋଇଥିଲା। ମୋହନ ସରକାର ଶେଷରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ୱର ଆଚାର୍ଯ୍ୟଙ୍କ ନାଁରେ ମୋହର ମାରିଛନ୍ତି।

ଶ୍ରୀ ଆଚାର୍ଯ୍ୟ ଛାତ୍ର ରାଜନୀତିରେ ମଧ୍ୟ ବେଶ୍ ସକ୍ରିୟ ଥିଲେ। ଛାତ୍ର ଜୀବନରେ ସେ ବିଜେବି କଲେଜ ଛାତ୍ର ସଂସଦର ସାଧାରଣ ସଂପାଦକ ଓ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ୧୯୮୭ ମସିହାରେ ବିଶ୍ୱ ବିଦ୍ୟାଳୟ ଆଇନ ମହାବିଦ୍ୟାଳୟର ମଧ୍ୟ ସେ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ବିଧାନସଭା ନିର୍ବାଚନରେ ସେ ହିଞ୍ଜିଳିରୁ ନବୀନଙ୍କ ବିରୋଧରେ ନିର୍ବାଚନ ଲଢ଼ି ଚର୍ଚ୍ଚାର ପରିସରକୁ ଆସିଥଲେ।

Previous Post

୨୧ରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ

Next Post

ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ: ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା

FNN WEB

FNN WEB

Next Post
ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ: ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା

ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ: ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

June 4, 2025
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

June 4, 2025
ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

June 4, 2025
କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

June 4, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

June 4, 2025
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

June 4, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.