• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାବାସୀଙ୍କ ସ୍ବର ସାଜିବେ ବିଜେଡିର ୯ ସାଂସଦ

FNN WEB by FNN WEB
July 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାବାସୀଙ୍କ ସ୍ବର ସାଜିବେ ବିଜେଡିର ୯ ସାଂସଦ
0
SHARES
83
VIEWS

ଭୁବନେଶ୍ବର: ସବୁବେଳେ ରାଜ୍ଯବାସୀଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇଛି ବିଜେଡି । ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ଯ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ବର ସାଜିବ ବିଜୁ ଜନତା ଦଳ । ରାଜ୍ଯସଭା ସାଂସଦଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ନଅ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ । ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକଙ୍କୁ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି ।

ବୈଠକରେ ସଂସଦରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ରାଜ୍ଯବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ଯପାହ୍ଯ ମାନ୍ଯତା, ଆଦିବାସୀ କଲ୍ଯାଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି ପାଇଁ ଦଳ ଲଢେଇ କରିବ । ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ପ୍ରସଙ୍ଗ ମଧ୍ଯ ଗୃହରେ ଉଠାଇବ ଦଳ । ସବୁ ପ୍ରସଙ୍ଗରେ ସୁଦୃଢ ବିରୋଧୀ ଦଳ ଭାବରେ ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରାଯିବ ବୋଲି ସାଂସଦଙ୍କୁ ନବୀନ ପରାମର୍ଶ ଦେଇଛନ୍ତି ।

Previous Post

ଓଡ଼ିଶା ବିଜୟ ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ: ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା

Next Post

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

FNN WEB

FNN WEB

Next Post
ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

‘ଦୂଆ’ ଓ ‘ଦାୱତ’ ସହ ଶେଷ ହେଲା ରାଜ୍ୟ ସ୍ତରୀୟ ତବ୍‌ଲିଗି ଇଜ୍‌ତେମା

January 22, 2025
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

May 31, 2025
ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

May 31, 2025
ନାଲକୋ ଦ୍ୱାରା ସ୍ମାର୍ଟ ମାଇନିଂ ସମ୍ମିଳନୀ ଆୟୋଜିତ : ଆଲୁମିନିୟମ କ୍ଷେତ୍ରରେ ଡିଜିଟାଲ ନବସୃଜନ ଉପରେ ଗୁରୁତ୍ୱ

ନାଲକୋ ଦ୍ୱାରା ସ୍ମାର୍ଟ ମାଇନିଂ ସମ୍ମିଳନୀ ଆୟୋଜିତ : ଆଲୁମିନିୟମ କ୍ଷେତ୍ରରେ ଡିଜିଟାଲ ନବସୃଜନ ଉପରେ ଗୁରୁତ୍ୱ

May 31, 2025
ଏଆଇ ଏବଂ ମେସିନ୍‌ ଶିକ୍ଷଣ ଉପରେ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ

ଏଆଇ ଏବଂ ମେସିନ୍‌ ଶିକ୍ଷଣ ଉପରେ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ

May 30, 2025

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

May 31, 2025
ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

May 31, 2025
  • About
  • Advertise
  • Privacy & Policy
  • Contact

© 2024 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2024 fast news network.