ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ପୂର୍ବ ସରକାରଙ୍କ ଦ୍ବାରା ପ୍ରଣୟନ ହୋଇଥିବା ବହୁ ଜନହିତକର ଯୋଜନାର ନାମକୁ ପରିବର୍ତ୍ତନ କରିବା ସହ ନୂଆ ଯୋଜନା ପାଇଁ ବ୍ୟୟବରାଦ କରିଛନ୍ତି। ମୋହନ ସରକାର ଚଳିତ ଆର୍ଥିକ ବର୍ଷ ପାଇଁ ୨,୬୫,୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି।
-ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ
-ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି’
- ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଓ ମିଶନ ଶକ୍ତି ପାଇଁ ବଜେଟରେ ୧୭ ହଜାର ୯ଶହ ୪୨ କୋଟି ଟଙ୍କା ବ୍ୟୟ ବରାଦ
-ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ
-ଆୟୁସ୍ମାନ ଭାରତ ପାଇଁ ୫୦୦ କୋଟିର ବ୍ୟୟବରାଦ
-ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ
-ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୨,୪୬୨ କୋଟି
-ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି
-ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ
-CM କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କା
-ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି
-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ୫ ହଜାର ୪୫୦ କୋଟି
-ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୨ହଜାର ୪୬୨ କୋଟି
-ମେଧାବୃତ୍ତି ପାଇଁ ୧୧ଶହ ୭୦ କୋଟି ଟଙ୍କା ବ୍ୟୟବରାଦ
-କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା
-ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି
-ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି
-ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍ କିଷାନ
-ସିଏମ୍ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ
-ସ୍ବୟଂ ସହାୟକ ଗୋଷ୍ଠୀର ପ୍ରଚାର ପାଇଁ ଲକ୍ଷପତି ଦିଦି ସୃଷ୍ଟି ହେବେ
-ଓଡ଼ିଶାରେ ୨୦୨୭ ସୁଦ୍ଧା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହେବେ
-ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ପାଇଁ କର୍ପସ ପାଣ୍ଠିର ବ୍ୟବସ୍ଥା
-ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ପାଇଁ ୨୦୦ କୋଟିର କର୍ପସ ପାଣ୍ଠି
-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୩ ହଜାର ୫୬ କୋଟି
-ରାଜ୍ୟରେ ଲାଗୁ ହେବ ସମୃଦ୍ଧ କୃଷକ ଯୋଜନା
-ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟ ବରାଦ
-ପିଏମ କିଷାନ ଯୋଜନା ଢ଼ାଞ୍ଚାରେ ସିଏମ କିଷାନ ଯୋଜନା
-ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କା