• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୁଡୁମୀ ସମାଜ ଓ ମୟୂରଭଞ୍ଜବାସୀଙ୍କୁ ଧୋକ୍କା ଦେଇଛନ୍ତି ମମତା: ବିଜେଡ଼ି

FNN WEB by FNN WEB
August 1, 2024
in ଓଡ଼ିଶା, ମୁଖ୍ୟ ଖବର
0
କୁଡୁମୀ ସମାଜ ଓ ମୟୂରଭଞ୍ଜବାସୀଙ୍କୁ ଧୋକ୍କା ଦେଇଛନ୍ତି ମମତା: ବିଜେଡ଼ି
0
SHARES
4
VIEWS

ଭୁବନେଶ୍ବର: ଆଜି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ସାଂସଦ ମମତା ମହାନ୍ତ । ବିଜେପିରେ ଯୋଗାଦେବା ପୂର୍ବରୁ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ । ମମତା ବିଜେପିରେ ସାମିଲ ହେବାକୁ କଟୁ ଭାଷାରେ ସମାଲୋଚନା କରିଛି ବିଜେଡି । ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି, ବ୍ୟକ୍ତିଗତ ସ୍ବାର୍ଥ ସାଧନ ପାଇଁ ମମତା ଇସ୍ତଫା ଦେଇଛନ୍ତି । ମମତା ତାଙ୍କ ଇସ୍ତଫାପତ୍ରରେ ଯାହା କହିଛନ୍ତି ତାହା ନିନ୍ଦନୀୟ । କୁଡୁମୀ ସମାଜ ଓ ମୟୂରଭଞ୍ଜବାସୀଙ୍କୁ ଧୋକ୍କା ଦେଇଛନ୍ତି ମମତା । ମୟୂରଭଞ୍ଜବାସୀ ଏହାର ଜବାବ ମମତାଙ୍କୁ ଦେବେ ।

ଦଳ ପକ୍ଷରୁ ଆହୁରି କୁହାଯାଇଛି, ବିନାଶମୁଖି ରାସ୍ତା ଆପଣାଇଛି ବିଜେପି । ବିଜେପି ପ୍ରଲୋଭନର ଶିକାର ହୋଇଛନ୍ତି ମମତା । ସେ ଲୁଚିଛପି ବିଜେପି ପାଇଁ କାମ କରୁଥିଲେ । ସୂଚନାଯୋଗ୍ୟ, ମମତା ମହାନ୍ତ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ । ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ମମତା । ତାଙ୍କ ଇସ୍ତଫା ପରେ ପ୍ରତିକ୍ରିୟା ରଖିଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଥିଲେ, ମମତାଙ୍କ ଇସ୍ତଫା ଏକ ଜାତୀୟ ଦଳର ଚକ୍ରାନ୍ତ । ଜାତୀୟ ଦଳର ସଭାପତିଙ୍କୁ ରାଜ୍ୟସଭା ପଠାଇବାକୁ ଚକ୍ରାନ୍ତ କରାଯାଉଛି । ଆଜି ମମତାଙ୍କ ଇସ୍ତଫାକୁ ନେଇ ପ୍ରମିଳାଙ୍କ ଆକଳନ ସତ ପ୍ରମାଣିତ ହୋଇଛି ।

Previous Post

ହୀରାକୁଦ ବିସ୍ଥାପିତଙ୍କୁ ଜମି ପଟ୍ଟା ବଣ୍ଟନ କଲେ ରାଜସ୍ୱ ମନ୍ତ୍ରୀ

Next Post

ପଦ୍ମ ଧରିଲେ ମମତା ମହନ୍ତ

FNN WEB

FNN WEB

Next Post
ପଦ୍ମ ଧରିଲେ ମମତା ମହନ୍ତ

ପଦ୍ମ ଧରିଲେ ମମତା ମହନ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.