• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଅନ୍ତର୍ଜାତୀୟ

ସିରିଜ୍ ହାରିଲା ଟିମ୍ ଇଣ୍ଡିଆ: ଶେଷ ମ୍ୟାଚ୍ ୧୧୦ ରନ୍‌ରେ ଜିତିଲା ଶ୍ରୀଲଙ୍କା

FNN WEB by FNN WEB
August 7, 2024
in ଅନ୍ତର୍ଜାତୀୟ, ଖେଳକୁଦ, ଜାତୀୟ, ମୁଖ୍ୟ ଖବର
0
ସିରିଜ୍ ହାରିଲା ଟିମ୍ ଇଣ୍ଡିଆ: ଶେଷ ମ୍ୟାଚ୍ ୧୧୦ ରନ୍‌ରେ ଜିତିଲା ଶ୍ରୀଲଙ୍କା
0
SHARES
2
VIEWS

କଲମ୍ବୋ: କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚରେ ପରାଜୟ ସହିତ ଟିମ୍ ଇଣ୍ଡିଆ ଏକଦିବସୀୟ ହାରିଛି। ଶ୍ରୀଲଙ୍କା ଦୁଇଟି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ଜିତି ନେଇଛି। ୩ ଟିକିଆ ସିରିଜ୍ ମଧ୍ୟରେ ଶ୍ରୀଲଙ୍କା ୨ଟି ଜିତିଥିବାବେଳେ ଗୋଟିଏ ମ୍ୟାଚ୍ ଡ୍ର ରହିଥିଲା।

ଧାର୍ଯ୍ୟ ୨୪୯ ରନ୍‌ର ପିଛା କରି ଟିମ୍ ଇଣ୍ଡିଆ ୨୬.୧ ଓଭରରେ ୧୦ ୱିକେଟ ହରାଇ ୧୩୮ ରନ୍ ସଂଗ୍ରହ କରିଥିଲା। ରୋହିତ ଶର୍ମା ୩୫ ରନ୍ କରିଥିବାବେଳେ ବିରାଟ କୋହଲି ୨୦ ରନ୍ କରିଥିଲେ। ସେହିପରି ରିୟାନ ପରାଗ ୧୫ ଏବଂ ୱାଶିଂଟନ ସୁନ୍ଦର ୩୦ ରନ୍ କରିଥିଲେ। ଅନ୍ୟ ୭ ଜଣ ବ୍ୟାଟ୍ସମ୍ୟାନ ଏକ ଅଙ୍କରେ ରହିଥିଲେ।

ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍ ସଂଗ୍ରହ କରିଥିଲା। ଗତ ଦୁଇଟି ମ୍ୟାଚ୍ ତୁଳନାରେ ଏଥର ଶ୍ରୀଲଙ୍କା ଓପନରମାନେ ନିଜ ଦଳର ଭଲ ଆରମ୍ଭ କରିଥିଲେ ଏବଂ ପ୍ରଥମ ୱିକେଟ୍ ପାଇଁ ୮୯ ରନ୍ ଯୋଡିଥିଲେ। କିନ୍ତୁ ପୃଥମ୍ ନିସଙ୍କା ୪୫ ରନ୍ କରି ଅର୍ଦ୍ଧ ଶତକରୁ ବଞ୍ଚିତ ହୋଇଥିବାବେଳେ ଅଭିସ୍କା ଫର୍ନାଣ୍ଡୋ ୯୬ କରି ଶତକରୁ ବଞ୍ଚିତ ହୋଇଥିଲେ।

ସେ ପାଭିଲୟନକୁ ଫେରିବା ପରେ କୁସାଲ ମେଣ୍ଡିସ ୫୯ ରନ୍ କରିଥିଲେ। ସେ ଗୋଟିଏ ପଟେ ରହିଥିବାବେଳେ ୱିକେଟର ପତନ ଜାରି ରହିଥିଲା। କାମିଣ୍ଡୁ ମେଣ୍ଡିସ୍ ୨୩ ରନ୍ କରିଥିଲେ। ଶ୍ରୀଲଙ୍କା ୭ ୱିକେଟ୍ ହରାଇ ୨୪୮ ରନ୍ କରିଥିଲା।

Previous Post

ପ୍ରକାଶ ପାଇଲା ବିଜ୍ଞପ୍ତି; ୩ରେ ରାଜ୍ୟସଭା ଉପନିର୍ବାଚନ

Next Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ କନସୁଲ ଜେନେରାଲ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ କନସୁଲ ଜେନେରାଲ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ କନସୁଲ ଜେନେରାଲ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.