• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶଙ୍ଖ ଭବନରେ ବିଶ୍ୱ ଜନଜାତି ଦିବସ ପାଳିତ

FNN WEB by FNN WEB
August 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ଶଙ୍ଖ ଭବନରେ ବିଶ୍ୱ ଜନଜାତି ଦିବସ ପାଳିତ
0
SHARES
0
VIEWS

ଭୁବନେଶ୍ବର: ଭୁବନେଶ୍ୱର : ପୁଣି ଆଦିବାସୀଙ୍କ ସ୍ବାର୍ଥରେ ବାହାରିଲେ ନବୀନ । ଶଙ୍ଖ ଭବନରେ ବିଶ୍ବ ଆଦିବାସୀ ଦିବସ ପାଳନ ଅବସରରେ ହୋ, ମୁଣ୍ଡାରୀ, ଭୂମିଜ, ସଉରା ପରି ଆଦିବାସୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମାନ୍ଯତା ମିଳୁ ବୋଲି ବିଜେଡି ସୁପ୍ରିମୋ ପୁଣି ଦାବି କରିଛନ୍ତି । କହିଛନ୍ତି, ଆଦିବାସୀଙ୍କ ଶିକ୍ଷା, ଜୀନ ଜୀବିକା ସଶକ୍ତ କରିବା ପାଇଁ ଏହା ନିହାତି ଜରୁରୀ । ସେହିପରି ୧୬୯ ଗୋଷୀଙ୍କୁ ମଧ୍ଯ ମାନ୍ଯତା ମିଳୁ ବୋଲି ନବୀନ ଦାବି ଦୋହରାଇଛନ୍ତି । ଜନଜାତିଙ୍କ ବିକାଶ ଓ ସ୍ୱତନ୍ତ୍ର ପରିଚୟର ସୁରକ୍ଷା ପାଇଁ ବିଜେଡି ସର୍ବଦା ଉଦ୍ୟମ ଜାରି ରଖ‍ିବ। ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନରେ ଆୟୋଜିତ ବିଶ୍ୱ ଜନଜାତି ଦିବସ କାର୍ଯ୍ୟକ୍ରମରେ ସାମିଲ ହୋଇ ଏହି ସଙ୍କଳ୍ପକୁ ଦୃଢ଼ କରିଛନ୍ତି। ବିଜୁ ଜନତା ଦଳର ସରକାର ସମୟରେ ଜନଜାତିଙ୍କ କଲ୍ୟାଣ ପାଇଁ ନିଆଯାଇଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବିଷୟରେ ସେ ଉଲ୍ଲେଖ କରିଛନ୍ତି। ବିଭିନ୍ନ ମେଡିକାଲ କଲେଜର ନାମକରଣ ହେଉ କି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ ସାରା ଦେଶରେ ପ୍ରଶଂସା ସାଉଁଟି ଥିଲା। ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବିକାର ସୁରକ୍ଷା ବା ସାନ୍ତାଳି ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ସ୍ଥାନିତ କରିବା, ସବୁବେଳେ ବିଜୁ ଜନତା ଦଳ ଆଗରେ ରହିଛି।
ସେହିପରି ଓଡ଼ିଶାର ୧୬୯ଟି ସଂପ୍ରଦାୟକୁ ଏସଟି ତାଲିକାଭୁକ୍ତ କରିବା ନେଇ ବିଜେଡି ସରକାରର ଦାବି ଦୀର୍ଘ ଦିନ ଧରି କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ି ରହିଛି। ଏଥିସହିତ ହୋ, ମୁଣ୍ଡାରୀ, ଭୂମିଜ ଓ ସଉରା ଆଦି ଜନଜାତି ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ସାମିଲ କରିବା ନେଇ ଦଳର ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ସରକାର ପଛଘୁଞ୍ଚା ଦେଇଆସୁଛନ୍ତି।

ଓଡ଼ିଶାରେ ୬୪ ଆଦିବାସୀ ଜନଜାତି ଓ ୧୩ ଆଦିମ ଜନଜାତି ଅଛନ୍ତି । ବିଜେଡି ସରକାର ଅମଳରେ ଆଦିବାସୀଙ୍କ ପାଇଁ ଅନେକ ଯୋଜନା କରାଯାଇଥିଲା । ସ୍ବତନ୍ତ୍ର ବିକାଶ ପରିଷଦ ଗଠନ କରାଯାଇଥିଲା । ସେହିପରି ଆଦିବାସୀ ପୂଜ୍ଯପୂଜାଙ୍କୁ ସମ୍ମାନିତ କରାଯାଇଥିଲା । ତାର ଉଦାହରଣ ହେଉଛି କୋରାପୁଟ, କଳାହାଣ୍ଡି, ବାରିପଦା ମେଡିକାଲ କଲେଜର ନାମକରଣ । କୋରାପୁଟ ମେଡିକାଲ କଲେଜକୁ ସହିଦ ଲକ୍ଷ୍ମଣ ନାୟକଙ୍କ ନାମରେ ନାମିତ କରାଯାଇଥିଲାବେଳେ କଳାହାଣ୍ଡି ମେଡିକାଲ କଲେଜକୁ ସହିଜ ରେଣ୍ଡୋ ମାଝୀଙ୍କ ନାମରେ ନାମିତ କରାଯାଇଥିଲା । ସେହିପରି ବାରିପଦା ମେଡିକାଲ କଲେଜକୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନାମରେ ନାମିତ କରାଯାଇଥିଲା । ବିର୍ସା ମୁଣ୍ଡାଙ୍କ ନାମରେ ରାଉରକେଲାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିୟମ ନିର୍ମାଣ କରାଯାଇଛି । ଜଙ୍ଗଲ ଜମି ଅଧିକାର ହେଉ କିମ୍ବା ଶିକ୍ଷାର ପ୍ରସାର ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିପାରିଥିଲା ବିଜେଡି । ତେଣୁ ଆଦିବାସୀ ଭାଇଭଉଣୀଙ୍କ ବିକାଶ ପାଇଁ ସରକାର ଆଗକୁ ମଧ୍ଯ ଯୋଜନା ଜାରି ରଖନ୍ତୁ । ଆଦିବାସୀଙ୍କ ସହ ବିଜେଡି ସବୁବେଳେ ରହିଆସିଛି ଓ ରହିବ ବୋଲି ବୋଲି କହିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ।

Previous Post

ବାଂଲାଦେଶ ଅସ୍ଥିରତାରେ ଅସୁରକ୍ଷିତ ଉପକୂଳ ଓଡିଶା

Next Post

କଟକ ବଡ଼ ମେଡିକାଲରେ ଦୁର୍ଘଟଣା, କ୍ରେନ୍ ଛିଡ଼ି ୩ ଶ୍ରମିକ ଗୁରୁତର

FNN WEB

FNN WEB

Next Post
କଟକ ବଡ଼ ମେଡିକାଲରେ ଦୁର୍ଘଟଣା, କ୍ରେନ୍ ଛିଡ଼ି ୩ ଶ୍ରମିକ ଗୁରୁତର

କଟକ ବଡ଼ ମେଡିକାଲରେ ଦୁର୍ଘଟଣା, କ୍ରେନ୍ ଛିଡ଼ି ୩ ଶ୍ରମିକ ଗୁରୁତର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.