• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁ ସମସ୍ୟା ଆହୁରି ଗମ୍ଭୀର ହେଉଛି : ବିଜେଡି

FNN WEB by FNN WEB
August 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ଯୋଗୁ ସମସ୍ୟା ଆହୁରି ଗମ୍ଭୀର ହେଉଛି : ବିଜେଡି
0
SHARES
3
VIEWS

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ଆଳୁ ସମସ୍ୟା। ପ୍ରାୟ ୨ ସପ୍ତାହ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ସରକାର କିଛି ଠୋସ ପଦକ୍ଷେପ ନ ନେବା କାରଣରୁ ଏହା ଆହୁରି ଗମ୍ଭୀର ହେଉଛି। ଯାହାକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି। ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଗତ ପ୍ରାୟ ଏକ ମାସ ଧରି ରାଜ୍ୟରେ ଆଳୁ ସମସ୍ୟା ଦେଖା ଦେଇଛି ଯାହା ଥମିବାର ନା ନେଉନାହିଁ । ରାଜ୍ୟ ସରକାରଙ୍କ ଆଳୁ ମହଜୁତକାରୀଙ୍କ ଉପରେ କୋହଳ ମନୋଭାବ ଓ ଆଳୁ ସମସ୍ୟାର ସମାଧାନ ପାଇଁ ଆନ୍ତରିକତାର ଅଭାବ ଯୋଗୁ ସମସ୍ୟା ଯେଉଁଠିକୁ ସେଇଠି ରହିଛି। ସରକାର ଆଳୁ ଦର ନିୟନ୍ତ୍ରଣରେ ରହିଥିବା ଦାବି କରୁଥିଲେ ମଧ୍ୟ ଆଳୁ ଦର କିଲୋ ପଚାଶ ଟଙ୍କା ରହିଛି। ଅନ୍ୟ ରାଜ୍ୟରୁ ଆଳୁ ଆଣିବା ନେଇ ସମସ୍ୟା ଥିବା କଥା କୁହା ଯାଉଥିଲେ ମଧ୍ୟ କିଛି ଅସାଧୁ ବ୍ୟବସାୟୀଙ୍କ ଦ୍ୱାରା ଆଳୁ ମହଜୁତ ରଖାଯାଇ ବଜାରରେ କୁତ୍ରିମ ଅଭାବ ସୃଷ୍ଟି କରାଯାଉଛି।

ଏହି ସମସ୍ୟା ପ୍ରତି ବିଜେପି ସରକାରଙ୍କ ଉଦାସିନତା ପରିସ୍ଥିତିକୁ ଅଧିକ ଗମ୍ଭୀର କରିଛି। ଆଳୁ ମହଜୁତ ରଖୁଥିବା ଅସାଧୁ ବ୍ୟବସାୟୀଙ୍କ ଭାରତୀୟ ଜନତା ପାର୍ଟି ସହିତ ନିବିଡ଼ ସମ୍ପର୍କ ରହିଥିବାରୁ, ସରକାର ଏ ପର୍ଯ୍ୟନ୍ତ ଏହି ଅସାଧୁ ବ୍ୟବସାୟୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି। ବିଜେପି ସରକାର ଓଡ଼ିଶାରେ ନାଫେଡର ସହଯୋଗରେ ଆଳୁ ସପ୍ତାହକ ଭିତରେ ଉପଲବ୍ଧ କରିବାକୁ କହୁଛନ୍ତି, କିନ୍ତୁ ଏବେ ପରିସ୍ଥିତିରେ ଲାଗୁଛି ଯେ ଆଗାମୀ ୧୫ ଦିନ ମଧ୍ୟରେ ସ୍ଥିତି ସାଧାରଣ ହେବ ନାହିଁ ଏବଂ ଓଡ଼ିଶାର ସାଧାରଣ ଲୋକ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ସମସ୍ୟା ଭୋଗିବେ।

ସେହିପରି ବଜାରରେ ଅନ୍ୟାନ୍ୟ ପନିପରିବା ଦର ମଧ୍ୟ ଆକାଶ ଛୁଆଁ ହୋଇଛି। ପନିପରିବା ଦର ନିୟନ୍ତ୍ରଣ ପ୍ରତି ସରକାରଙ୍କ ନିଘା ନାହିଁ । ଓଲଟା ମନ୍ତ୍ରୀ ପନିପରିବା ଦର ନିୟନ୍ତ୍ରଣ କରିବାରେ ସରକାରଙ୍କ କୌଣସି ଭୂମିକା ନାହିଁ ବୋଲି ଦେଇଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ। ବିଜେପି ସରକାର ତୁରନ୍ତ ଆଳୁ ସମସ୍ୟାର ସମଧାନ ପାଇଁ ପଦକ୍ଷେପ ନିଅନ୍ତୁ। ଆବଶ୍ୟକ ଅନୁସାରେ, ଏସମା ଆଇନ ଲାଗୁକରିବା କଥା ଚିନ୍ତା କରନ୍ତୁ ବୋଲି ଶ୍ରୀମତୀ ମଲ୍ଲିକ କହିଛନ୍ତି।

Previous Post

ଓଡ଼ିଶାରୁ ଖଣିଜ ସଂପଦ ଅନ୍ୟ ରାଜ୍ୟକୁ ଚାଲାଣ ପାଇଁ କେନ୍ଦ୍ର ଉଦ୍ୟମ କରୁଛି : ବିଜେଡି

Next Post

ଓଡ଼ିଶାକୁ ମିଳିଲା ୫ଟି ନୂଆ ରେଳ ପ୍ରକଳ୍ପ: ଧନ୍ୟବାଦ ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

FNN WEB

FNN WEB

Next Post
ସମ୍ବଲପୁରରେ ଜିତିଲେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାକୁ ମିଳିଲା ୫ଟି ନୂଆ ରେଳ ପ୍ରକଳ୍ପ: ଧନ୍ୟବାଦ ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.