• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୬ ଥାକିଆ ହେବ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ: ଖର୍ଚ୍ଚ ହେବ ୧୮ ଶହ କୋଟି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 13, 2024
in ଓଡ଼ିଶା, ମୁଖ୍ୟ ଖବର
0
୬ ଥାକିଆ ହେବ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ: ଖର୍ଚ୍ଚ ହେବ ୧୮ ଶହ କୋଟି: ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ବର: ଏକାମ୍ର କ୍ଷେତ୍ରରୁ ଶ୍ରୀକ୍ଷେତ୍ରକୁ ସଂଯୋଗ କରୁଥିବା ୪ ଥାକିଆ ରାସ୍ତା ଆଗାମୀ ଦିନରେ ଆହୁରି ପ୍ରଶସ୍ତ ହେବ। ଏକ୍ସପ୍ରେସ୍‌ୱେ ଭଳି ଏହି ରାସ୍ତାର ନବୀକରଣ ହେବ। ଏଥି ନେଇ ଆଜି କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ‌ଆଲୋଚନା କରିଛନ୍ତି। ଶ୍ରୀକ୍ଷେତ୍ରକୁ ପ୍ରତ୍ୟେକ ଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ ହେବା ଦ୍ବାରା ଗମନାଗମନକୁ ନୂଆ ରୂପ ମିଳିବ। କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ନେଇ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ୬ ଥାକିଆ ହେବ। ରାସ୍ତାର ଦୁଇ ପାର୍ଶ୍ୱରେ ସର୍ଭିସ୍‌ ରୋଡ୍‌ ତିଆରି ହେବ। ଏହି ପ୍ରକଳ୍ପ ପାଇଁ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ବଡ଼ବିଲ-ଚଣ୍ଡିଖୋଲ ଜାତୀୟ ରାଜପଥ(ଏନ୍‌ଏଚ୍‌) ୮ ଥାକିଆ ହେବ। ଏହି ରାଜପଥର ପ୍ରାୟ ୨୦୦ କିମି ବିଶିଷ୍ଟ ୮ ଥାକିଆ ହେବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି। ଏଥିସହ ୨ ଲେନ୍ ସର୍ଭିସ ରୋଡ୍ ମଧ୍ୟ ରହିବ। ବର୍ତ୍ତମାନ ଚଣ୍ଡିଖୋଲ-ପାରାଦୀପ ରାସ୍ତା ନିର୍ମାଣ ଚାଲିଛି। ଖୋର୍ଦ୍ଧା-ନୟାଗଡ଼ ଏନ୍‌ଏଚ୍ -୫୭ ହେବ ୪ ଲେନ। ୪ ଲେନ୍ ସହ ସର୍ଭିସ ରୋଡ୍ ମଧ୍ୟ ରହିବ। ଏଥିପାଇଁ ୧୧ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କେସିଙ୍ଗା-ଜୁନାଗଡ଼ ଏନ୍‌ଏଚ୍ -୨୬ ହେବ ୪ ଲେନ୍। କେସିଙ୍ଗା-ଜୁନାଗଡ଼ ୪ ଲେନ୍ ରାସ୍ତା ପାଇଁ ଖର୍ଚ୍ଚ ହେବ ୧ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଥିଲେ। ରାଜ୍ୟରେ ୫୧ଟି ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ତାଙ୍କ ସହ ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Previous Post

ସୁଦୃଢ଼ ଶିକ୍ଷାନୀତିର ପ୍ରଣୟନ ଆଣିବ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପ୍ଳବ: ମନ୍ତ୍ରୀ

Next Post

ସୁଭଦ୍ରା ଯୋଜନା ପାଇଁ ଫିଡ୍‌ବ୍ୟାକ ସଂଗ୍ରହ ଏକ ପ୍ରହସନ: ବିଜେଡି

FNN WEB

FNN WEB

Next Post
ସୁଭଦ୍ରା ଯୋଜନା ପାଇଁ ଫିଡ୍‌ବ୍ୟାକ ସଂଗ୍ରହ ଏକ ପ୍ରହସନ: ବିଜେଡି

ସୁଭଦ୍ରା ଯୋଜନା ପାଇଁ ଫିଡ୍‌ବ୍ୟାକ ସଂଗ୍ରହ ଏକ ପ୍ରହସନ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.