• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନାଲକୋରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

FNN WEB by FNN WEB
August 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ନାଲକୋରେ ୭୮ତମ ସ୍ଵାଧୀନତା ଦିବସ ପାଳିତ
0
SHARES
10
VIEWS

ଭୁବନେଶ୍ଵର: କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ଼ (ନାଲକୋ)ରେ ଦେଶଭକ୍ତି ଏବଂ ଉତ୍ସାହର ସହିତ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ସିଏମଡି ଶ୍ରୀ ଶ୍ରୀଧର ପାତ୍ର ଭୁବନେଶ୍ୱର ସ୍ଥିତ ନାଲକୋ ମୁଖ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ନାଲକୋ ସମୁଦାୟକୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ସିଏମଡି ଶ୍ରୀ ଶ୍ରୀଧର ପାତ୍ର ନାଲକୋ ଭବନ ପରିସରରେ ପୂର୍ବତନ କର୍ମଚାରୀଙ୍କ ପାଇଁ ଏକ ସ୍ଵତନ୍ତ୍ର ସୁବିଧା କେନ୍ଦ୍ରର ଶୁଭ ଉଦ୍ଘାଟନ କରିଥିଲେ। ଏହି ଉତ୍ସବରେ ପୂର୍ବତନ କର୍ମଚାରୀମାନେ ବହୁ ସଂଖ୍ୟାରେ ଯୋଗ ଦେଇ ନାଲକୋର ବରିଷ୍ଠ ଅଧିକାରୀଙ୍କ ସହ ଭାବ ଆଦାନ ପ୍ରଦାନ କରିଥିଲେ। ଏହି ଅବସରରେ କୋରାପୁଟ ଜିଲ୍ଲା କୋଟପାଡ ଅଞ୍ଚଳର ପ୍ରଖ୍ୟାତ ଡ୍ୟାନ୍ସ ଟ୍ରୁପ୍ ଦ୍ଵାରା ଢେମସା ନୃତ୍ୟ ପରିବେଷଣ କରାଯାଇଥିଲା ନାଲକୋର ଅନୁଗୋଳ ଏବଂ ଦାମନଯୋଡି ସ୍ଥିତ ଅପରେଟିଂ ୟୁନିଟ, ଭାଇଜାଗ ସ୍ଥିତ ପୋର୍ଟ ଫାସିଲିଟି ଏବଂ ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟରେ ମଧ୍ୟ ଦେଶଭକ୍ତି ଏବଂ ଉତ୍ସାହର ସହିତ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି ।

Previous Post

୭୮ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

Next Post

ପୂର୍ବତଟ ରେଳପଥ ପକ୍ଷରୁ 78 ତମ ସ୍ୱାଧୀନତା ଦିବସ ପାଳନ

FNN WEB

FNN WEB

Next Post
ପୂର୍ବତଟ ରେଳପଥ ପକ୍ଷରୁ 78 ତମ ସ୍ୱାଧୀନତା ଦିବସ ପାଳନ

ପୂର୍ବତଟ ରେଳପଥ ପକ୍ଷରୁ 78 ତମ ସ୍ୱାଧୀନତା ଦିବସ ପାଳନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.