• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ ପୁଲିସ ମୁଖିଆ ଭାବେ ବିଧିବଦ୍ଧ ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ

FNN WEB by FNN WEB
August 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ ପୁଲିସ ମୁଖିଆ ଭାବେ ବିଧିବଦ୍ଧ ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ
0
SHARES
4
VIEWS

କଟକ : ବରିଷ୍ଠ ଆଇପିଏସ୍‌ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ରାଜ୍ୟ ପୁଲିସ ମୁଖିଆ ଭାବେ ବିଧିବଦ୍ଧ ଦାୟିତ୍ବ ଗ୍ରହଣ କରିଛନ୍ତି। କଟକ ସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ନବନିଯୁକ୍ତ ପୁଲିସ ଡିଜି ୱାଇ.ବି ଖୁରାନିଆଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହାପରେ ସେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ଠାରୁ ଦାୟିତ୍ବ ନେଇଛନ୍ତି।

ଉଲ୍ଳେଖଯୋଗ୍ୟ ହରିଆଣା କୈଥଲ ଜିଲା ବାସିନ୍ଦା ଯୋଗେଶ ବାହାଦୁର ଖୁରାନିଆ ୧୯୯୦ ମସିହାରେ ଆଇପିଏସ ପାଇଥିଲେ । ଓଡିଶା କ୍ୟାଡର ଚୟନ କରିଥିବା ଖୁରାନିଆ ନୟାଗଡ଼, ଯାଜପୁର, ରାଉରକେଲା , ମୟୂରଭଞ୍ଜ, ଗଞ୍ଜାମ ଭଳି ବିଭିନ୍ନ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଥିଲେ । ଏହା ପରେ ଡିଆଇଜି ପଦକୁ ପଦୋନ୍ନତି ପାଇ ସେ ଡିଆଇଜି ବ୍ରହ୍ମପୁର, ଭୁବନେଶ୍ବର ଓ ଅତିରିକ୍ତ ପୋଲିସ କମିଶନର ଏବଂ ଡିଆଇଜି ସମ୍ବଲପୁର ଭାବେ କାର୍ଯ୍ୟ କରିଥିଲେ । ଏହା ସହ ସେ ବିଜୁ ପଟ୍ଟନାୟକ ପେୁଲିସ ଏକାଡେମୀର ନିର୍ଦ୍ଦେଶକ ଓ କ୍ରାଇମବ୍ରାଞ୍ଚ ଆଇଜି ଭାବେ କାର୍ଯ୍ୟ କରିଥିଲେ ।

ପରବର୍ତ୍ତି ସମୟରେ ଅତିରିକ୍ତ ଡିଜି ପଦକୁ ପଦୋନ୍ନତି ପାଇ ଭିଜିଲାନ୍ସ ନିର୍ଦ୍ଦେଶକ ଓ ପୁଲିସ କମିଶନର ଭାବେ କାର୍ଯ୍ୟ କରିଥିଲେ । ଓଡ଼ିଶା ପୁଲିସ ଜଣେ ଦକ୍ଷ ଅଫିସର ଭାବେ ପରିଗଣିତ ହେଉଥିବା ଓ୍ବାଇ ବି ଖୁରାନିଆ ନିଜ କାର୍ଯ୍ୟକାଳ ମଧ୍ୟରେ ଅନେକ ସଫଳତା ହାସଲ କରିଛନ୍ତି । ବିଶେଷ କରି ମୟୁରଭଞ୍ଜ ଏସପି ଭାବେ କାର୍ଯ୍ୟକରୁଥିବା ସମୟରେ ସେ ବହୁଚର୍ଚ୍ଚିତ ଅଷ୍ଟ୍ରେଲିୟ ଧର୍ମପ୍ରଚାରକ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ଶିଶୁପୁତ୍ର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଧରିବାରେ ପ୍ରମୁଖ ଭୁମିକା ନେଇଥିଲେ । ସେହିଭଳି ଭାବେ ପୁଲିସ କମିଶନର ଭାବେ କାର୍ଯ୍ୟ କରିବା ସମୟରେ ସେ ଟୁଇନ ସିଟିକୁ ଅପରାଧି ମୁକ୍ତ କରିବା ପାଇଁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଥିଲେ ଏବଂ ଏହି କ୍ରମରେ ଡି ବ୍ରଦର୍ସ , ଟିଟୋ, ହାଇଦର ଭଳି କୁଖ୍ୟାତ ଅପରାଧୀଙ୍କ ଗ୍ୟାଙ୍ଗକୁ ସମୁଳେ ବିନାଶ ମଧ୍ୟ କରିଥିଲେ ।

Previous Post

ହକି ତାରକା ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

Next Post

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‍ଘାଟିତ

FNN WEB

FNN WEB

Next Post
କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‍ଘାଟିତ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‍ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.