• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଗଷ୍ଟ ୨୫ରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର

FNN WEB by FNN WEB
August 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ନବୀନଙ୍କ ଛାୟା କ୍ୟାବିନେଟ; ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ରହିବ ନଜର
0
SHARES
11
VIEWS

ନୂଆ ବିଧାୟକମାନଙ୍କୁ ଦିଆଯିବ ଟ୍ରେନିଂ

ଭୁବନେଶ୍ୱର: ଆରମ୍ଭ ହୋଇଛି ନୂଆ ବିଧାୟକଙ୍କ ପାଠଶାଳା। ଦୁଇ ଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ। ତେବେ ବିଜେଡି ଓ କଂଗ୍ରେସ ଏହି କାର୍ଯ୍ୟକ୍ରମକୁ ବୟକଟ କରିଛନ୍ତି। ଅଗଷ୍ଟ ୨୫ ତାରିଖ ରବିବାର ସକାଳ ୧୦ ଟାରେ ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଶଙ୍ଖ ଭବନରେ ନୂଆ ବିଧାୟକମାନଙ୍କୁ ଦିଆଯିବ ଟ୍ରେନିଂ। ବରିଷ୍ଠ ବିଧାୟକମାନେ ନୂଆ ସଦସ୍ୟ ମାନଙ୍କୁ ବିଧାନସଭାର କାର୍ଯ୍ୟଶୈଳୀ ବାବଦରେ ପ୍ରଶିକ୍ଷଣ ଦିଆଯିବ।

ଆଜିକାର କାର୍ଯ୍ୟକ୍ରମକୁ ଆମେ ବର୍ଜନ କରିଛୁ ବୋଲି ବିରୋଧୀ ଦଳର ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି । ଏହା ଆମ ଦଳର ନିଷ୍ପତି। ଆମେ କେବେ କୌଣସି ବ୍ୟକ୍ତି ବିଶେଷଙ୍କୁ ବିରୋଧ କରିନାହୁଁ। ଆମେ ପଦ ମର୍ଯ୍ଯାଦାର କଥା କହୁଛୁ। ମୁଖ୍ୟମନ୍ତ୍ରୀ କିମ୍ବା ବାଚସ୍ପତି ଉଦଘାଟକ ବା ମୁଖ୍ୟ ଅତିଥି ହେବା କଥା କହୁଛୁ। ପରମ୍ପରା ନୀତି ନିୟମ ବଦଳିବା କଥା ନୁହେଁ। ଆମେ କହିବା ପରେ ଏହି କାର୍ଯ୍ୟକ୍ରମ ଅତିଥି ତାଲିକା ପରିବର୍ତନ ହୋଇଛି। ହେଲେ ଏବେ ବି କେନ୍ଦ୍ର ମନ୍ତ୍ରୀ ମୁଖ୍ୟ ଅତିଥି ହେଇଛନ୍ତି। ଏହା ମୁଖ୍ୟମନ୍ତ୍ରୀ ପଦ ପ୍ରତି ଅବମାନନା। ଆଗାମୀ ପିଢୀ ପାଇଁ ନୀତି ନିୟମ ପରମ୍ପରା ବଦଳିବା ଉଚିତ ନୁହେଁ ବୋଲି ପ୍ରତାପ ଦେବ କହିଛନ୍ତି।

ସୂଚନା ଅନୁଯାୟୀ, ରାଜ୍ୟ ବିଧାନସଭାରେ ବିଧାୟକମାନଙ୍କ ପାଇଁ ଆୟୋଜିତ ହୋଇଛି ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଆଜିଠୁ ଆରମ୍ଭ ହୋଇଥିବା ବେଳେ ବିରୋଧୀ ଦଳ ନେତା କିମ୍ୱା ବିଜେଡିର କୌଣସି ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନାହାନ୍ତି। ବିଧାନସଭା ପରିସରରେ ଏହି କାର୍ଯ୍ଯକ୍ରମରେ ସାଧାରଣ ବକ୍ତା ଭାବେ ଯୋଗ ଦେବା ମୁଖ୍ଯମନ୍ତ୍ରୀ ପଦର ମର୍ଯ୍ଯାଦା ହାନି କରୁଛି । ସଂଘୀୟ ବ୍ଯବସ୍ଥା ଅନୁସାରେ କେନ୍ଦ୍ରମନ୍ତ୍ରୀ ପାହ୍ଯାର ଉପରେ ରହିଥାଏ ମୁଖ୍ଯମନ୍ତ୍ରୀଙ୍କ ପାହ୍ୟା । ଏହି କାର୍ଯ୍ଯକ୍ରମରେ ମୁଖ୍ଯମନ୍ତ୍ରୀଙ୍କ ପଦ ମର୍ଯ୍ଯାଦା କେନ୍ଦ୍ରମନ୍ତ୍ରୀଙ୍କ ପରେ ରହିଛି ବୋଲି ବିଜେଡ଼ି ଅଭିଯୋଗ କରିଛି।

Previous Post

ନବୀନ ନିବାସ ଲୋକାରଣ୍ୟ; ନବୀନଙ୍କୁ ଭେଟିଲେ ଶହଶହ ଛାତ୍ର, ମହିଳା, ଯୁବକ, ପଂଚାୟତ ପ୍ରତିନିଧି ଓ ଦଳୀୟ କର୍ମୀ

Next Post

ଏ ବର୍ଷ ନୁହେଁ, ଆସନ୍ତାବର୍ଷଠୁ ହେବ ଛାତ୍ର ସଂସଦ ନିର୍ବାଚନ : ଆଇନ ମନ୍ତ୍ରୀ

FNN WEB

FNN WEB

Next Post
ଏ ବର୍ଷ ନୁହେଁ, ଆସନ୍ତାବର୍ଷଠୁ ହେବ ଛାତ୍ର ସଂସଦ ନିର୍ବାଚନ : ଆଇନ ମନ୍ତ୍ରୀ

ଏ ବର୍ଷ ନୁହେଁ, ଆସନ୍ତାବର୍ଷଠୁ ହେବ ଛାତ୍ର ସଂସଦ ନିର୍ବାଚନ : ଆଇନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.