• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ

FNN WEB by FNN WEB
August 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ
0
SHARES
8
VIEWS

ଭୁବନେଶ୍ୱର: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନିକଟରେ ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ଶ୍ରୀ ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସଂପର୍କରେ ସବିଶେଷ ତଥ୍ୟ ମାଗିଥିଲେ । ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ । ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍‌ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକି୍ର ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି । ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I

ଏଠାରେ ସୂଚନାଯୋଗ୍ୟ ଯେ ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି । ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି । ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି । ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋରଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

Previous Post

ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେପି

Next Post

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

FNN WEB

FNN WEB

Next Post
ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.