• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତୀୟ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ସରକାର

FNN WEB by FNN WEB
August 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭାରତୀୟ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ସରକାର
0
SHARES
5
VIEWS

ଭୁବନେଶ୍ବର: ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଦଳ ଓଡ଼ିଶାରେ ପହଞ୍ଚିଛି। ଏୟାରପୋର୍ଟରେ ପହଞ୍ଚିବା ପରେ ଭାରତୀୟ ହକି ଦଳକୁ ପାରମ୍ପରିକ ନୃତ୍ୟଗୀତରେ ଭବ୍ୟ ସ୍ବାଗତ କରାଯାଇଥିଲା। ଏହାପରେ ବିମାନ ବନ୍ଦରରୁ ଖୋଳାଳିମାନଙ୍କୁ ଏକ ବିଶାଳ ରୋଡ଼ ସୋ’ରେ କଳିଙ୍ଗ ଷ୍ଟାଡିୟମକୁ ଅଣାଯାଇଥିଲା। ସେଠାରେ ଫଟୋସୁଟ୍‌ କରାଯାଇଥିଲା। ପରେ ଲୋକସେବା ଭବନ କନଭେନ୍ସନ୍ ସେଣ୍ଟରରେ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଭାରତୀୟ ହକି ଦଳ କ୍ରମାଗତ ଦୁଇଟି ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଏକ ବିରଳ ସଫଳତା ଅର୍ଜନ କରିଛି। ଏହାପୂର୍ବରୁ ଭାରତ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ କାଂସ୍ୟ ପଦକ ଜିତିଥିଲା। କାଂସ୍ୟ ପଦକ ଜିତିବାର ଗୋଟିଏ ଦନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଥିଲେ ଓ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ୧୫ ଲକ୍ଷ ଓ ପ୍ରତ୍ୟେକ ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ଦେବାକୁ ଘୋଷଣା କରିଥିଲେ। ଏଥିସହ ଭାରତୀୟ ଦଳର ସଦସ୍ୟ ତଥା ଓଡ଼ିଆ ତାରକା ଡିଫେଣ୍ଡର ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପ୍ରଦାନ କରିବାକୁ ସେ ଘୋଷଣା କରିଥିଲେ। ଭାରତୀୟ ଟିମରେ ସେ ଷ୍ଟ୍ରାଇକର ଭାବରେ ସାମିଲ ହୋଇଥିଲେ । ଏହାପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ ଭାରତୀୟ ଟିମର ଅଂଶ ଥିଲେ ଅମିତ।

୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡ଼ିଶା । ଏହି ସଫଳତା ପଛରେ ଓଡ଼ିଶା ସରକାରଙ୍କ ମଧ୍ୟ ଅବଦାନ ରହିଛି। ଏହିକ୍ରମରେ ପୁରା ଟିମ ଓ ସପୋର୍ଟ ଷ୍ଟାଫଙ୍କୁ ନିମନ୍ତ୍ରଣ କରିଥିଲେ ମୁଖ୍ୟମନ୍ତ୍ରୀ । ଆଜି ଏଠାରେ ପହଞ୍ଚିବା ପରେ ସେମାନଙ୍କ ଗ୍ରାଣ୍ଡ ୱେଲକମ୍ କରାଯାଇଥିଲା । ରୋଡ ଶୋ’ ସମୟରେ ପାରମ୍ପରିକ ନୃତ୍ୟ ଗୀତର ଆସର ଜମିଥିଲା ।

ପ୍ୟାରିସ ଅଲମ୍ପିକ୍ସ ରେ ଭାରତୀୟ ହକି ଦଳର ଐତିହାସିକ କାଂସ୍ୟ ପଦକ ବିଜୟ ପରେ ଆଜି ଦଳର କ୍ରୀଡ଼ାବିତ୍‌ ମାନେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରେ ଆସି ପହଂଚିଥିଲେ। ସେଠାରୁ ଏକ ରୋଡ଼ ସୋ ମାଧ୍ୟମରେ ଭାରତୀୟ ହକି ଟିମ କୁ କଳିଙ୍ଗ ଷ୍ଟାଡିୟମକୁ ଅଣା ଯାଇଥିଲା। କଳିଙ୍ଗ ଷ୍ଟାଡିୟମ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ହକି ଟିମ୍ ର କ୍ରୀଡାବିତ୍ ମାନଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଧାନ କରି ସମ୍ବର୍ଦ୍ଧିତ କରିଥିଲେ। ହକିଟିମ୍ ର ଆଗମନ ସମୟରେ ପ୍ରସଂଶକ ମାନଙ୍କ “ଟିମ ଇଣ୍ଡିଆ ” ଧ୍ୱନିରେ କଳିଙ୍ଗ ଷ୍ଟାଡିୟମ୍‌ ର ଚତୁଃପାର୍ଶ୍ୱ ପ୍ରକମ୍ପିତ ହୋଇ ଉଠିଥିଲା। ଏଥିସହ ବିଭିନ୍ନ ଲୋକାନୃତ୍ୟ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ହକି ଟିମ୍ କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଥିଲା।

Previous Post

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡ଼ିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

Next Post

ଚିକିଟି ମଦମୃତ୍ୟୁ ଘଟଣା: ଗ୍ରାଉଣ୍ଡ ଜିରୋରେ ସ୍ଥିତି ପରଖିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

FNN WEB

FNN WEB

Next Post
ଚିକିଟି ମଦମୃତ୍ୟୁ ଘଟଣା: ଗ୍ରାଉଣ୍ଡ ଜିରୋରେ ସ୍ଥିତି ପରଖିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

ଚିକିଟି ମଦମୃତ୍ୟୁ ଘଟଣା: ଗ୍ରାଉଣ୍ଡ ଜିରୋରେ ସ୍ଥିତି ପରଖିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.