• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର; ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା

FNN WEB by FNN WEB
August 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର; ସ୍ଥାନାନ୍ତର ହେଉଛି ଖାଲି ସିନ୍ଦୁକ ଓ ଆଲମିରା
0
SHARES
3
VIEWS

ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି। ଏଥିପାଇଁ ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଟେକନିକାଲ୍ ଟିମ୍ ଶ୍ରୀମନ୍ଦିର ଭିତରେ ରହିଛନ୍ତି। ଓଡ୍ରାଫ୍, ଅଗ୍ନିଶମ ଏବଂ ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ବି ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି। ଲାଇଟ୍, କଟର, ଜେନେରେଟର୍, ଫାୟାର୍ ମାସ୍କ, ମେଟାଲ୍ ଡିଟେକ୍ଟର ସବୁ ଭିତରକୁ ଯାଇଛି। ସ୍ଥାନାନ୍ତର ସରିବା ଯାଏ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।

ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଖଟ ସେଜଘର ଓ ଚାଙ୍ଗଡା ଘର ନିକଟ ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ କହିଛନ୍ତି, ଏସଓପି ଅନୁସାରେ ସବୁ କାର୍ଯ୍ୟ କରାଯିବ। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରା ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେବ। ତାକୁ ଯତ୍ନ ସହକାରେ ରଖାଯିବ। ପୁରୀ ଏସପି କହିଛନ୍ତି, ପୁଣି ଥରେ ରତ୍ନଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ କାର୍ଯ୍ୟ କରାଯିବ। ସେଥିପାଇଁ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ଜୁଲାଇ ୧୪ ଓ ୧୮ ତାରିଖ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ମୂଲ୍ୟବାନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ କରାଯାଇଥିଲା। ରତ୍ନଭଣ୍ଡାର ସ୍ଥାନାନ୍ତର ପରେ ବାହାର ଓ ଭିତର ରତ୍ନଭଣ୍ଡାର ଯାଞ୍ଚ କରିଥିଲେ ବିଶେଷଜ୍ଞ ଟିମ୍‌। ଏହା ପରେ ଏଏସ୍‌ଆଇ ଟିମ୍‌ ମରାମତି କାମ କରିବ। ମରାମତି କାମ ସରିବା ପରେ ଏଏସ୍‌ଆଇ ରତ୍ନଭଣ୍ଡାକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିବ। ତା’ପରେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସବୁ ବାହାର ଓ ଭିତର ରତ୍ନଭଣ୍ଡରକୁ ସ୍ଥାନାନ୍ତର ହେବ। ତା’ପରେ ସେଠାରେ ଗଣତି ଓ ମଣତି କରାଯିବ ବୋଲି ଜଣାପଡ଼ିଛି।

Previous Post

ବିଜେପି ମହିଳାଙ୍କୁ ପ୍ରତାରିତ କରିଛି : ପ୍ରମିଳା ମଲ୍ଲିକ

Next Post

‘ସୁଭଦ୍ରା’ ଗାଇଡଲାଇନକୁ କ୍ୟାବିନେଟ୍ ମଞ୍ଜୁରୀ: ବର୍ଷକୁ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା

FNN WEB

FNN WEB

Next Post
‘ସୁଭଦ୍ରା’ ଗାଇଡଲାଇନକୁ କ୍ୟାବିନେଟ୍ ମଞ୍ଜୁରୀ: ବର୍ଷକୁ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା

‘ସୁଭଦ୍ରା’ ଗାଇଡଲାଇନକୁ କ୍ୟାବିନେଟ୍ ମଞ୍ଜୁରୀ: ବର୍ଷକୁ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.