• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟର ଖାଦ୍ୟ ସୁରକ୍ଷା ସମ୍ପର୍କିତ ସହଭାଗିତା ଉପରେ ଆଲୋଚନା

FNN WEB by FNN WEB
August 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟର ଖାଦ୍ୟ ସୁରକ୍ଷା ସମ୍ପର୍କିତ ସହଭାଗିତା ଉପରେ ଆଲୋଚନା
0
SHARES
9
VIEWS

ଭୁବନେଶ୍ୱର: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ନୀତି ବିକାଶ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାଲେରୀ ଏନ୍‌. ଗୁଆନେରୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରି ରାଜ୍ୟରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ବର୍ତ୍ତମାନ ଏବଂ ଭବିଷ୍ୟତ ସହଭାଗିତା ଆଲୋଚନା କରିଛନ୍ତି। ରାଜ୍ୟରେ ଖାଦ୍ୟ ନିରାପତ୍ତା ତଥା ପୁଷ୍ଟିହୀନତାର ହ୍ରାସ ପାଇଁ ରଣନୀତି ବିଷୟରେ ଆଲୋଚନା ନିମନ୍ତେ ତାଙ୍କର ବହୁମୂଲ୍ୟ ସମୟ ଦେଇଥିବାରୁ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଦ୍ୱାରା ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଅଧିକାରୀଙ୍କ ସହଯୋଗ ନିମନ୍ତେ ସେ କୃତଜ୍ଞତା ଜଣାଉଛନ୍ତି ବୋଲି ଶ୍ରୀମତୀ ଗୁଆନେରୀ ପ୍ରକାଶ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷି କ୍ଷେତ୍ରରେ ସହଯୋଗୀ ଅଭିବୃଦ୍ଧି ତଥା ସ୍ଥିରତାକୁ ସୁନିଶ୍ଚିତ କରିବା ପାଇଁ ତାଙ୍କ ସରକାରଙ୍କ ପ୍ରତିବଦ୍ଧତା ସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ବୈଷୟିକ ଜ୍ଞାନକୌଶଳ ଏବଂ ଯୋଜନାଯୁକ୍ତ ସମନ୍ୱୟକୁ ଆମେ ଗୁରୁତ୍ୱ ଦେଉଛୁ, ଯାହାକି ଓଡିଶାର ଅସୁରକ୍ଷିତ ସମ୍ପ୍ରଦାୟର ଖାଦ୍ୟ ନିରାପତ୍ତା ତଥା ଜୀବିକା ନିର୍ବାହ ପାଇଁ ସହାୟକ ହେବ। ଅମଳ ପରବର୍ତ୍ତୀ କ୍ଷତି ହ୍ରାସ କରିବାରେ ଶୀତଳ ଭଣ୍ଡାର କ୍ଷମତା ବୃଦ୍ଧି ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ଶ୍ରୀମତୀ ଗୁଆନେରୀ ପ୍ରଶଂସା କରିଥିଲେ ଏବଂ ଏହି ପଦକ୍ଷେପ ଉପରେ ବିଭାଗକୁ ସହାୟତା କରିବାକୁ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ପ୍ରତିବଦ୍ଧତା ପ୍ରକାଶ କରିଥିଲେ। ଓଡିଶାର ଅସୁରକ୍ଷିତ ସମ୍ପ୍ରଦାୟର ଖାଦ୍ୟ ନିରାପତ୍ତା ତଥା ଜୀବିକା ନିର୍ବାହ ପାଇଁ ସହାୟକ ହେବ। ଅମଳ ପରବର୍ତ୍ତୀ କ୍ଷତି ହ୍ରାସ କରିବାରେ ଶୀତଳ ଭଣ୍ଡାର କ୍ଷମତା ବୃଦ୍ଧି ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ଶ୍ରୀମତୀ ଗୁଆନେରୀ ପ୍ରଶଂସା କରିଛନ୍ତି।

ଶ୍ରୀମତୀ ଗୁଆନେରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି ଯେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ, ଏବଂ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ମିଳିତ ସମନ୍ୱୟରେ ଆଜି Adaption for Resilience ନାମକ ଏକ ଆଞ୍ଚଳିକ ଅନୁକୂଳନ ପ୍ରକଳ୍ପ ପାଇଁ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି, ଯାହା ମଧ୍ୟ ଓଡିଶାରେ କାର୍ଯ୍ୟକାରୀ ହେବ। କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ କହିଛନ୍ତି ଯେ ବିଭାଗର ନୀତି ଏବଂ ଯୋଜନା ପ୍ରଣୟନ କରିବାରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ଉପସ୍ଥିତି ଏବଂ ସହଯୋଗ ପାଇଁ ଏହାର ଅବଦାନ ପ୍ରଶଂସନୀୟ। ଆମେ ଆଶା କରୁଛୁ ଯେ ଆଗାମୀ ବର୍ଷମାନଙ୍କରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଏବଂ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ରାଜ୍ୟରେ କୃଷି-ଖାଦ୍ୟ ବ୍ୟବସ୍ଥା ଏବଂ ନୀତି ସମନ୍ୱୟ ପରିପ୍ରେକ୍ଷୀରେ ଏକ ଭବିଷ୍ୟତବାଦୀ ଏବଂ ସଠିକ୍‌ ଭାଗୀଦାରିର ସଫଳ ରୂପାୟନ ହେବ।

ଏହି ଆଲୋଚନାରେ ଅତିରିକ୍ତ ଶାସନ ସଚିବ ଶୁଭ୍ରାଂଶୁ ମିଶ୍ର ଏବଂ ଜଳବାୟୁ ଅନୁଶୀଳନ କକ୍ଷର ଅଧିକାରୀବୃନ୍ଦ ତଥା ଭାରତରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି, ଦେଶ ନିର୍ଦ୍ଦେଶକ ଏଲିଜାବେଥ୍‌ ଫୌରେ ଏବଂ ହିମାଂଶୁ ବଳ, ରାଜ୍ୟ କାର୍ଯ୍ୟାଳୟର ମୁଖ୍ୟ ମଧ୍ୟ ଉପସ୍ଥିତ ଥିଲେ।

Previous Post

ମାହାଙ୍ଗା ଡବଲ ମର୍ଡର ଘଟଣା: ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

Next Post

ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ

FNN WEB

FNN WEB

Next Post
ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ

ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.