• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ

FNN WEB by FNN WEB
August 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ
0
SHARES
19
VIEWS

ଭୁବନେଶ୍ବର: ରାଜ୍ୟର ଅନ୍ୟତମ ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’ ପାଖେଇ ଆସୁଥିବା ବେଳେ କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାବାସୀଙ୍କୁ ୨ଟି ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ ୨ଟି ନୂଆ‌ ରେଳ ପ୍ରକଳ୍ପ ନିର୍ମାଣକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛନ୍ତି। ଏହି ୨ଟି ପ୍ରକଳ୍ପ ବରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଦେଇ ଯିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି, ଓଡ଼ିଶାର ୨ ରେଳଲାଇନ୍‌କୁ କେନ୍ଦ୍ର କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ପ୍ରଥମ ପ୍ରକଳ୍ପ ଅଧୀନରେ ବରଗଡ଼ରୁ ନୂଆପଡ଼ାକୁ ରେଳ ସଂଯୋଗୀକରଣ ହେବ। ଏହି ପ୍ରକଳ୍ପ ଅଧୀନରେ ୧୩୮କିମି ରେଳଲାଇନ୍‌ ବିଛାଯିବ, ଯେଉଁଥି ପାଇଁ ୨୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଦ୍ବିତୀୟ ପ୍ରକଳ୍ପ ସୁନ୍ଦରଗଡ଼ରୁ ଛତିଶଗଡ଼ ଜିଲ୍ଲା ରାୟଗଡ଼କୁ ସଂଯୋଗ କରିବ। ସୁନ୍ଦରଗଡ଼ ଜିଲ୍ଲା ସରଡେଗାରୁ ଆରମ୍ଭ ହେବାକୁ ଥିବା ଡବଲଲାଇନ୍‌ ରେଳଲାଇନ ରାୟଗଡ଼ ଜିଲ୍ଲା ଭାଲୁମୁରାକୁ ସଂଯୋଗ କରିବ। ୩୭କିମି ରେଳଲାଇନ୍‌ ପାଇଁ ୧୩୬୦ କୋଟି ଟଙ୍କା।

ଡ଼ିଶାର ୨ଟି ସମେତମୋଟ୍‌ ୩ଟି ରେଳ ପ୍ରକଳ୍ପକୁ କେନ୍ଦ୍ର ମଞ୍ଜୁରୀ ଦେଇଛନ୍ତି। ଏହା ୪ଟି ରାଜ୍ୟର ୭ଟି ଜିଲ୍ଲାରେ ମୋଟ ୩୦୦ କିମି ରେଲଲାଇନକୁ କେନ୍ଦ୍ର କ୍ୟାବିନେଟ୍‌ ମଂଜୁରୀ ଦେଇଛନ୍ତି। ଏହି ପ୍ରକଳ୍ପରେ ମୋଟ୍‌ ୬୪୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଅନୁମୋଦିତ ପ୍ରକଳ୍ପଗୁଡ଼ିକ ରେଳ ସଂଯୋଗ ବିହୀନ ଅଞ୍ଚଳକୁ ରେଳ ସେବା ପ୍ରଦାନ କରି ଲଜିଷ୍ଟିକ୍ ଦକ୍ଷତାରେ ଉନ୍ନତି ଆଣିବ, ବର୍ତ୍ତମାନର ରେଳ ଲାଇନ୍ କ୍ଷମତା ବୃଦ୍ଧି କରିବ ଏବଂ ପରିବହନ ନେଟୱର୍କ ବିସ୍ତାର କରିବ, ଯାହାଫଳରେ ଯୋଗାଣ ଶୃଙ୍ଖଳା ସୁବ୍ୟବସ୍ଥିତ ହେବ ଓ ଆର୍ଥିକ ଅଭିବୃଦ୍ଧି ତ୍ୱରାନ୍ୱିତ ହେବ।

ନୂତନ ଲାଇନ୍ ପ୍ରସ୍ତାବଗୁଡ଼ିକ ସିଧାସଳଖ ଯୋଗାଯୋଗ ପ୍ରଦାନ କରିବ ଏବଂ ଗତିଶୀଳତାକୁ ଉନ୍ନତ କରିବ। ଏଥିସହିତ ଭାରତୀୟ ରେଳବାଇ ପାଇଁ ଦକ୍ଷତା ଏବଂ ସେବା କ୍ଷେତ୍ରରେ ବିଶ୍ୱସନୀୟତା ଆଣିବ। ରେଳ ଲାଇନ ମଲ୍ଟି ଟ୍ରାକିଂ ବା ଏକାଧିକ ଟ୍ରାକ୍ ନିର୍ମାଣ ପ୍ରସ୍ତାବ ଦ୍ୱାରା ଭାରତୀୟ ରେଳବାଇର ବ୍ୟସ୍ତବହୁଳ ସେକ୍ସନଗୁଡ଼ିକରେ ଆବଶ୍ୟକ ଭିତ୍ତିଭୂମି ବିକାଶ ସହିତ ଟ୍ରେନ ଚଳାଚଳକୁ ସହଜ କରାଯିବା ଦ୍ୱାରା ଭିଡ଼ ହ୍ରାସ ପାଇବ। ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏକ ନୂତନ ଭାରତର ସଂକଳ୍ପ ଅନୁରୂପ ଯାହା ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ବିକାଶ ମାଧ୍ୟମରେ ଏସବୁ ଅଞ୍ଚଳର ଲୋକମାନଙ୍କୁ ‘ଆତ୍ମନିର୍ଭରଶୀଳ’ କରିବ, ଫଳରେ ସେମାନଙ୍କ ନିଯୁକ୍ତି/ସ୍ୱରୋଜଗାର ସୁଯୋଗ ବୃଦ୍ଧି ହେବ। ଏହି ପ୍ରକଳ୍ପଗୁଡ଼ିକ ନିର୍ମାଣ ସମୟରେ ପ୍ରାୟ ୧ କୋଟି ୧୪ ଲକ୍ଷ ମାନବ ଦିବସ ପାଇଁ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି କରିବ।

ଏତଦ୍‌ ବ୍ୟତୀତ କେନ୍ଦ୍ର କ୍ୟାବିନେଟ ୧୦ ରାଜ୍ୟର ୧୨ ଇଣ୍ଡଷ୍ଟ୍ରିଆଲ୍ ସ୍ମାର୍ଟ ସିଟିକୁ ମଞ୍ଜୁରୀ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ରେ ଏହି ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ମିଳିଛି। ୧୨ଟି ପ୍ରକଳ୍ପରେ ମୋଟ ୨୮, ୬୦୨ କୋଟି ଟଙ୍କା ପୁଞ୍ଜି ନିବେଶ ଲକ୍ଷ୍ୟ ରଖାଯାଇଛି।

Previous Post

ରାଜ୍ୟର ଖାଦ୍ୟ ସୁରକ୍ଷା ସମ୍ପର୍କିତ ସହଭାଗିତା ଉପରେ ଆଲୋଚନା

Next Post

ରାଜଧାନୀରେ ଜମିୟତ ସମ୍ମିଳନୀ: ମଡେଲ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ 27 ମୁସଲମାନ ବ୍ୟକ୍ତି , ସଂଗଠନ ଆଗ୍ରହୀ

FNN WEB

FNN WEB

Next Post
ରାଜଧାନୀରେ ଜମିୟତ ସମ୍ମିଳନୀ: ମଡେଲ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ 27 ମୁସଲମାନ ବ୍ୟକ୍ତି , ସଂଗଠନ ଆଗ୍ରହୀ

ରାଜଧାନୀରେ ଜମିୟତ ସମ୍ମିଳନୀ: ମଡେଲ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ 27 ମୁସଲମାନ ବ୍ୟକ୍ତି , ସଂଗଠନ ଆଗ୍ରହୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.