• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

FNN WEB by FNN WEB
August 29, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ
0
SHARES
3
VIEWS

ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

Previous Post

କିଟ୍‍ ଓ କିଟ୍‍ ଓ କିସ୍‍ ପକ୍ଷରୁ ରାଷ୍ଟ୍ରୀୟ କ୍ରୀଡ଼ା ଦିବସ ପାଳିତ

Next Post

ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ

FNN WEB

FNN WEB

Next Post
ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ

ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.