• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କାଲିଠୁ ‘ସୁଭଦ୍ରା‘ ଯୋଜନା ପାଇଁ ପଞ୍ଜୀକରଣ : ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ

FNN WEB by FNN WEB
August 31, 2024
in ଓଡ଼ିଶା, ମୁଖ୍ୟ ଖବର
0
କାଲିଠୁ ‘ସୁଭଦ୍ରା‘ ଯୋଜନା ପାଇଁ ପଞ୍ଜୀକରଣ : ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ
0
SHARES
1
VIEWS

ଭୁବନେଶ୍ବର : ସୁଭଦ୍ରା ଯୋଜନା ପାଇଁ ଆସନ୍ତାକାଲି(ରବିବାର)ଠୁ ପଞ୍ଜୀକରଣ ଆରମ୍ଭ ହେବ। ଏନେଇ ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି ସୁଭଦ୍ରା ଯୋଜନା ପାଇଁ ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ ରହିଛି। ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌର କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ମଧ୍ୟ ଫର୍ମ ମିଳିବ। ଏଥି ସହିତ ମୋ ସେବା କେନ୍ଦ୍ର, ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ କରିହେବ। ମହିଳାମାନଙ୍କୁ ଫର୍ମ ପୁରଣ ଓ ଦାଖଲରେ ଅଙ୍ଗନୱାଡି କର୍ମୀ, ସିଆରପି, ଏମବିସି, ବ୍ୟାଙ୍କ ମିତ୍ର, କୃଷିମିତ୍ରମାନେ ସହଯୋଗ କରିବେ।

ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଭଦ୍ରା ଯୋଜନାର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ସେହି ଅବସରରେ ମିଳିବ ପ୍ରଥମ କିସ୍ତି ସହାୟତା। ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି। ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ। ରାଜ୍ୟର ପ୍ରାଯ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦାୟିତ୍ବରେ ଥିବା ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା। ସୁଭଦ୍ରା ଯୋଜନାକୁ ନେଇ ବାରମ୍ବାର ବିଭିନ୍ନ ପ୍ରଶ୍ନ ଓ ସନ୍ଦେହ ସୃଷ୍ଟି ହେବାରୁ ଆଜି ନିଜେ ଉପମୁଖ୍ୟମନ୍ତ୍ରୀ ଅନଲାଇନରେ ଲାଇଭ ବାର୍ତ୍ତା ଦେବାକୁ ବାଧ୍ୟ ହୋଇଛନ୍ତି ।

ଏପରିକି ଏହି ଯୋଜନାରେ ବିଧବା ଭତ୍ତା ପାଉଥିବା ମହିଳା ଓ ବୃତ୍ତି ପାଉଥିବା ଛାତ୍ରଛାତ୍ରୀ ବି ବାଦ ପଡିବାର ଆଶଙ୍କା ରହିଛି । ଏହାର ସ୍ପଷ୍ଟୀକରଣ ଦେଇ ସେ କହିଛନ୍ତି ଯେ, ସ୍ବଚ୍ଛଳ ବର୍ଗକୁ ଛାଡିଦେଲେ ୨୧ରୁ ୬୦ ବର୍ଷ ବୟସ ମଧ୍ୟରେ ସବୁ ଯୋଗ୍ୟ ମହିଳା ଏହି ଯୋଜନାରେ ସାମିଲ ହୋଇପାରିବେ । ଉଭୟ ଅନଲାଇନ ଓ ଅଫଲାଇନ ମୋଡରେ ଆବଦେନ ଗ୍ରହଣ କରାଯିବ।

ଏଥି ସହିତ ଗତକାଲି ସୁଭଦ୍ରା ଯୋଜନାର ଆନୁଷ୍ଠାନିକ ମାର୍ଗଦର୍ଶିକା ସରକାରଙ୍କ ପକ୍ଷରୁ ଜାରି କରାଯାଇଥିଲା। ଅଙ୍ଗନବାଡ଼ି, ଆଶାକର୍ମୀ, ସିଆର୍‌ପି, ଏମ୍‌ବିକେ ବି ସୁଭଦ୍ରା ପାଇଁ ଆବେଦନ କରିପାରିବେ। ଏଥି ସହିତ ଆଉଟସୋର୍ସିଂ ଏଜେନ୍ସିରେ ନିଯୁକ୍ତ ମହିଳା ବି ସୁଭଦ୍ରା ଯୋଜନାରେ ଟଙ୍କା ପାଇବେ ବୋଲି ରାଜ୍ୟ ସରକାର ତାଙ୍କ ମାର୍ଗଦର୍ଶିକାରେ ଉଳ୍ଲେଖ କରାଯାଇଛି। ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଅନ୍ତର୍ଗତ କୌଣସି ଆର୍ଥିକ ସହାୟତା ଯଥା ପେନସନ, ଛାତ୍ରବୃରି ଇତ୍ୟାଦି ପ୍ରତି ମାସରେ ୧୫୦୦ ଟଙ୍କା କିମ୍ବା ତା’ଠାରୁ ଅଧିକ ଓ ବାର୍ଷିକ ୧୮୦୦୦ ଟଙ୍କା କିମ୍ବା ଅଧିକ ପାଉଥିବେ, ସେମାନେ ଅଯୋଗ୍ୟ ଘୋଷିତ ହେବେ । କିନ୍ତୁ ଅଙ୍ଗନବାଡିକର୍ମୀ / ସହାୟିକା, ଆଶାକର୍ମୀ, କମ୍ୟୁନିଟି ରିସୋର୍ସ ପର୍ସନ (ସିଆରପି), ମାଷ୍ଟର ବ୍ଲକ କିପର (ଏମ୍‌ବିକେ) ଓ ଆଉଟସୋରସିଙ୍ଗ ଏଜେସି ଦ୍ଵାରା ନିଯୁକ୍ତ ମହିଳାମାନେ ମାର୍ଗଦର୍ଶିକାରେ ଥିବା ଅନ୍ୟ ସମସ୍ତ ମାନଦଣ୍ଡ ହିସାବରେ ଯୋଗ୍ୟ ହେଉଥିଲେ । ସେମାନେ ମଧ୍ୟ ସୁଭଦ୍ରା ଯୋଜନାର ଆବେଦନ କରିପାରିବେ।

Previous Post

କୃତୀ ବଣ୍ଡା ଛାତ୍ର ମଙ୍ଗଳାଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

Next Post

ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.