• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

FNN WEB by FNN WEB
April 8, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂ
0
SHARES
2
VIEWS

ଭୁବନେଶ୍ବର: ବରଗଡ଼ ଜିଲ୍ଲା ସଭାପତି ତଥା ପୂର୍ବତନ ସାଂସଦ ପ୍ରଭାସ ସିଂ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ସେ ନବୀନନିବାସ ଆସି ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି। ଚଳିତ ନିର୍ବାଚନରେ ବରଗଡ଼ ଲୋକସଭା ପ୍ରାର୍ଥୀ ହେବା ଲାଗି ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ଦଳ ତାଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ବରଗଡ଼ ଲୋକସଭା ଟିକେଟ ଦେଇଥିଲା। ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ପ୍ରଭାସ ସିଂ। ପ୍ରଭାସ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାର ବିଜେଡି ସାଂସଦ ଥିଲେ।

ବିଜେଡି ଛାଡ଼ିବା ପରେ ପ୍ରଭାସ ସିଂ କହିଛନ୍ତି, ଦଳରେ ଆଉ ଗଣତନ୍ତ୍ର ନାହିଁ। ମୁଁ ଅନୁଭବ କଲି ବିଜେଡି ଯେଉଁଭଳି ଢଙ୍ଗରେ ଚାଲିଛି, ସେଥିରେ ଆଉ ମୋର ଆବଶ୍ୟକତା ନାହିଁ। ଏଠି ରହି ଆଉ ମୁଁ ଲୋକଙ୍କ ପାଇଁ କାମ କରିପାରିବି ନାହିଁ। ଜିଲ୍ଲା ସଭାପତି ଥାଇ ବି ଦଳ ମୋ ସହ ବିଚାରବିମର୍ଶ କରିଲା ନାହିଁ। ବିଜେଡି ଯାହାଙ୍କୁ ଲୋକସଭା ପ୍ରାର୍ଥୀ କଲେ, ତାଙ୍କ ପାଇଁ ପ୍ରଚାର କରିପାରିବି ନାହିଁ।

Previous Post

ବିଜେଡିରେ ମିଶିଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଜନପ୍ରତିନିଧି

Next Post

ଖାରଜ ହେଲା ବିଆର୍‌ଏସ୍‌ ନେତ୍ରୀ କେ କବିତାଙ୍କ ଅନ୍ତରୀଣ ଜାମିନ୍ ଆବେଦନ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.