• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 3, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିବୃତି ରଖିଛନ୍ତି। ସେ କହିଛନ୍ତି, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରାଧୀନ ଅଛି। ଲୋକଙ୍କୁ ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର ବଦ୍ଧପରିକର।
ସେ ଆହୁରି କହିଛନ୍ତି, ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଯେଉଁ ଉତ୍ତର ଦିଆ ଯାଇଥିଲା ତାହା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୁହାଯାଇଥିଲା, କିନ୍ତୁ ମୁଁ ଗୃହକୁ ଅବଗତ କରାଇବା ପାଇଁ ଚାହୁଁଛି ହାଇକୋର୍ଟ ବେଞ୍ଚ ବର୍ତ୍ତମାନ ସରକାରଙ୍କ ବିଚାରାଧୀନ ରହିଛି।
ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ କହିଥିଲେ ସୁପ୍ରିମକୋର୍ଟ ଆଧାରରେ କୌଣସି ପ୍ରସ୍ତାବ ନାହିଁ।

ବିଧାୟକ କଳିକେଶ ନାରାୟଣ ସିଂ ଦେଓ କହିଛନ୍ତି, ଆଜି ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦେଇଛନ୍ତି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପାଖରେ ବିଚାରଧୀନ ଅଛି। ଆମେ ବିଚାରାଧୀନ କେତେ ବର୍ଷ ରଖିବା? ମୁଖ୍ୟମନ୍ତ୍ରୀ ଗୃହକୁ ପ୍ରତିଶ୍ରୁତି ଦେବା କଥା ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବ। ସେଥିରୁ ବଲାଙ୍ଗୀରର ପ୍ରଥମ ଅଧିକାର ଅଛି। ସ୍ୱାଧୀନତା ଆଗରୁ ଏହା ବଲାଙ୍ଗୀରରେ ଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିବି ଗୃହରେ ପ୍ରତିଶ୍ରୁତି ଦିଅନ୍ତୁ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବେ।

Previous Post

୪ ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ

Next Post

ଆରମ୍ଭ ହେଲା ବିଜେପିର ସଦସ୍ୟତା ଗ୍ରହଣ ଅଭିଯାନ

FNN WEB

FNN WEB

Next Post
ଆରମ୍ଭ ହେଲା ବିଜେପିର ସଦସ୍ୟତା ଗ୍ରହଣ ଅଭିଯାନ

ଆରମ୍ଭ ହେଲା ବିଜେପିର ସଦସ୍ୟତା ଗ୍ରହଣ ଅଭିଯାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.