• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି: ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 9, 2024
in ଓଡ଼ିଶା, ମୁଖ୍ୟ ଖବର
0
କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି: ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
0
SHARES
4
VIEWS

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ । ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି ।

Previous Post

ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

Next Post

ପୋଲାଭରମ ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ: ବିଜେଡି

FNN WEB

FNN WEB

Next Post
ପୋଲାଭରମ ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ: ବିଜେଡି

ପୋଲାଭରମ ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.