• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆକାଶମାର୍ଗରୁ ମାଲକାନାଗିରି ଜିଲ୍ଲାର ବନ୍ୟାସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 12, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆକାଶମାର୍ଗରୁ ମାଲକାନାଗିରି ଜିଲ୍ଲାର ବନ୍ୟାସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

7 ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗର ସମ୍ଭାବନାକୁ ରୋକିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି।

ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ zero casualty ସମ୍ଭବ ହୋଇପାରିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ପାଣିପାଗ ବିଭାଗଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହିପରି ଜରୁରୀ ସମୟରେ ଓଡରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ ମତବ୍ୟକ୍ତ କରିଥିଲେ। ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ବୋଲି ଶ୍ରୀ ପୂଜାରୀ କହିଛନ୍ତି।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ଶ୍ରୀ ନରସିଂହ ମାଡକାମୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓ ରଞ୍ଜନ ସିଂ, ଦକ୍ଷିଣାଞ୍ଚଳ ଡିଆଇଜି ଶ୍ରୀ ଚରଣ ସିଂ ମୀନା, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ୱର ପାଟିଲ ଉପସ୍ଥିତ ଥିଲେ। ବୈଠକ ଆରମ୍ଭରେ ଜିଲ୍ଲାପାଳ ପ୍ରବଳ ବର୍ଷାକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ନେଇ ବିସ୍ତୃତ ଭାବରେ ଉପସ୍ଥାପନ କରିଥିଲେ। ସୂଚନା ଥାଉ କି ଭାରତ ପାଣିପାଗ ବିଭାଗ, ଭୁବନେଶ୍ୱର ଠାରୁ ପ୍ରାପ୍ତ ସୂଚନା ମୁତାବକ ସେପ୍ଟେମ୍ବର ୫ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଗଭୀର ଅବପାତରେ ପରିଣତ ହୋଇଥିଲା । ଏହାର ପ୍ରଭାବରେ ୯ ଏବଂ ୧୦ ତାରିଖରେ ମାଲକାନାଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଥିଲା ।

Previous Post

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ; ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ

Next Post

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

FNN WEB

FNN WEB

Next Post
୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.