• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜଟଣୀ ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା

FNN WEB by FNN WEB
September 14, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜଟଣୀ ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା
0
SHARES
5
VIEWS

ଜଟଣୀ : ଜଟଣୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସୁଶୀଳା ଦେବୀ ପ୍ରଗତି ସରକାରୀ ଉଚ୍ଚ ବିଦ୍ୟାଳୟ, ବାଛରା ପଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ରଶ୍ମି ବାଳା ପରିଡାଙ୍କ ନେତୃତ୍ୱରେ ଦୁଇଦିନିଆ ପ୍ରାଥମିକ ଏବଂ ମାଧ୍ୟମିକ “ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା” ଯାହା “ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୩-୨୪” ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋୖରାଧ୍ୟକ୍ଷ ଶ୍ରୀଯୁକ୍ତ ଅନନ୍ତ ବେହେରା ମୁଖ୍ୟ ବକ୍ତା ବିଶିଷ୍ଟ ଶିକ୍ଷାବିତ ବ୍ରଜବନ୍ଧୁ ନାୟକ ସଂମାନିତ ଅତିଥି ଶିକ୍ଷକ ପ୍ରଶିକ୍ଷିକା ଶ୍ରୀମତୀ ବୀଣା ପାଣି ପାଢ଼ୀ ପ୍ରମୁଖ ଯୋଗ ଥିଲେ ।ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବେହେରା କାର୍ଯ୍ୟକ୍ରମ କୁ ସଫଳତାର ସହିତ ଆୟୋଜନ କରିଥିଲେ । ପ୍ରଥମ ଦିନରେ ପ୍ରାଥମିକ ସ୍ତରୀୟରେ ତୃତୀୟ ରୁ ପଞ୍ଚମ ଶ୍ରେଣୀ (ଉପକନିଷ୍ଠ) ଏବଂ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ(କନିଷ୍ଠ) ବିଭାଗରେ ୧୫୦ ଜଣ ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ । ଦ୍ୱିତୀୟ ଦିନରେ ମାଧ୍ୟମିକ ନବମ ଓ ଦଶମ (ବରିଷ୍ଠ) ଶ୍ରେଣୀ ବିଭାଗରେ ୮୦ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ।

ଏହି କୁଇଜ୍ ପ୍ରତିଯୋଗିତାରେ ଉପକୃତ ହୋଇଥିବା ବିଭିନ୍ନ ବିଭାଗର ଛାତ୍ରଛାତ୍ରୀ ତଥା ସର୍ବକନିଷ୍ଟ ସ୍ତରରେ ପୂର୍ଣ୍ଣିମା ସାହୁ ପ୍ରଥମ, ଆୟୁଷ ରଂଜନ ବଳିଆରସିଂ ଦ୍ଵତୀୟ, ସୁଶାନ୍ତ କୁମାର ସାହୁ ତୃତୀୟ , କନିଷ୍ଠ ସ୍ତରରେ ଶ୍ରଦ୍ଧାଞ୍ଜଳି ସେଠୀ ପ୍ରଥମ, ଲଷ୍ମୀ ପ୍ରିୟା ଦତ୍ତ ଦ୍ଵତୀୟ, ପ୍ରଜ୍ଞା ପରମିତା ସାହୁ ତୃତୀୟ, ବରିଷ୍ଠ ସ୍ତରରେ ଓଁ ଆଦିତ୍ୟ ବେହେରା ପ୍ରଥମ, ଅନିତା ମହାନ୍ତି ଦ୍ଵତୀୟ, ସୁବାଶିଷ ମହାନ୍ତି ତୃତୀୟ ସ୍ଥାନ ଅଧିକାର କରିବା ସହ ପ୍ରମାଣ ପତ୍ର, ପୁରସ୍କାର ଓ ବିଜୟ ସ୍ମାରକ ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ତତ୍ ସଙ୍ଗେ ସମସ୍ତ ଯୋଗ ଦେଇଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ସହ ସାଧାରଣ ଜ୍ଞାନ ପୁସ୍ତକ ବଣ୍ଟନ କରାଯାଇଥିଲା ।ଏଥିରେ ଅନ୍ୟତମ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସବିତା ମହାପାତ୍ର କାର୍ଯ୍ୟକ୍ରମ କୁ ତଦାରଖ କରଥିଲେ।

ଏହି କୁଇଜ୍ ପ୍ରତିଯୋଗିତାକୁ କାର୍ଯ୍ୟକ୍ରମକୁ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଓ ସଂଯୋଜିକା ତଥା ରଶ୍ମିତା ନାୟକ, ପୁଷ୍ପ ଲତା ପରିଡ଼ା, ମାନଗୋବିନ୍ଦ ସାହୁ, ପ୍ରତାପ ବେହେରା, ସୋମେଶ୍ୱର ରାଓ, ପ୍ରିୟ ରଂଜନ ସାମନ୍ତରାୟ, ଚିତ୍ତରଞ୍ଜନ ମହାପାତ୍ର, ସୁନୀଲ ସାହୁ, ଆକାଶ କୁମାର ମହାନ୍ତି , ବିଜ୍ଞାନ ଶିକ୍ଷକ ଅଜୟ କୁମାର ବରାଳ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗରେ ସୁଚାରରୁପେ ସମ୍ପନ୍ନ ହୋଇଥିଲା । ପରିଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଦୀପ୍ତି ବାଳା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ରାଜା ବଜାର ଶ୍ୱେତମୁଖା ଗଣେଶ ପୂଜା

Next Post

କିଟ୍‍ ବିଶ୍ୱବିଦ୍ୟାଳୟର ବିଂଶତମ ସମାବର୍ତ୍ତନ

FNN WEB

FNN WEB

Next Post
କିଟ୍‍ ବିଶ୍ୱବିଦ୍ୟାଳୟର ବିଂଶତମ ସମାବର୍ତ୍ତନ

କିଟ୍‍ ବିଶ୍ୱବିଦ୍ୟାଳୟର ବିଂଶତମ ସମାବର୍ତ୍ତନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.