• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

FNN WEB by FNN WEB
September 15, 2024
in ଓଡ଼ିଶା, ମୁଖ୍ୟ ଖବର
0
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
0
SHARES
2
VIEWS

ଭୁବନେଶ୍ବର: ଦିନକ ପରେ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ। ଏହାର ସଫଳ ରୂପାୟନ ପାଇଁ ମୋହନ ଚରଣ ମାଝୀଙ୍କ ସରକାର ଓ ପ୍ରଶାସନ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଶାନ୍ତି ଶୃଙ୍ଖଳାର ସହିତ କାର୍ଯ୍ୟକ୍ରମ ସଂପନ୍ନ କରିବା ପାଇଁ ରାଜ୍ୟ ପୁଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି। ମୋଦୀ ଗସ୍ତ ପାଇଁ ଭୁବନେଶ୍ବରରେ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ପୁଲିସ କମିସନର ସଞ୍ଜୀବ ପଣ୍ଡା ରବିବାର ଏକ ବୈଠକରେ ଯୋଗଦେଇ ଏହା କହିଛନ୍ତି। ଶ୍ରୀ ପଣ୍ଡା କହିଛନ୍ତି ଯେ, ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୁଲିସ ଅଧିକାରୀ ମୁତୟନ ହେବେ।

ପୁଲିସ କମିସନର ଶ୍ରୀ ପଣ୍ଡା କହିଛନ୍ତି ଯେ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ବ୍ୟାରିକେଡ୍ ହେବ। ଏହାଛଡ଼ା ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ। ଖାଲିସେତିକି ନୁହେଁ, ସାଧା ପୋଷାକରେ ବି ପୁଲିସ ବୁଲିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ ରହିଛି।

ସୂଚନାଯୋଗ୍ୟ, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ଜନତା ମଇଦାନରେ ସେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ପ୍ରକଳ୍ପଗୁଡ଼ିକ ସମ୍ପର୍କରେ ସରକାରୀ ଭାବେ କିଛି ସୂଚନା ଦିଆଯାଇ ନାହିଁ। ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଅହମଦାବାଦରୁ ଭୁବନେଶ୍ବର ଆସିବେ। ସକାଳ ୧୧ଟା ୩୫ରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ଜନତା ମଇଦାନ ଯିବେ। ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟା ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ବିମାନବନ୍ଦର ଯାଇ ନୂଆଦିଲ୍ଲୀ ଫେରିଯିବେ।

Previous Post

‘ସୁଭଦ୍ରା’ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ପ୍ରଭାତୀ

Next Post

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ଆଲୋଚନା

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.