• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜନ୍ମଦିନରେ ସୁଭଦ୍ରା ସହ ଏକାଧିକ ପ୍ରକଳ୍ପ ଭେଟି ଦେଲେ ମୋଦି

FNN WEB by FNN WEB
September 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜନ୍ମଦିନରେ ସୁଭଦ୍ରା ସହ ଏକାଧିକ ପ୍ରକଳ୍ପ ଭେଟି ଦେଲେ ମୋଦି
0
SHARES
0
VIEWS

ଭୁବନେଶ୍ବର: ସେପ୍ଟେମ୍ବର ୧୭ ତାରିଖ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ରେଳପଥ, ରାଜପଥ କ୍ଷେତ୍ରରେ ଓଡ଼ିଶାକୁ ନୂଆ ପ୍ରକଳ୍ପ ଦେବା ସହ ସାରା ଦେଶ ପାଇଁ ଦ୍ବିତୀୟ ପର୍ଯ୍ୟାୟ ଆବାସ ଯୋଜନାର ଶୁଭାରମ୍ଭ କରିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାମନ୍ତ୍ରୀ ଗାଡ଼କଣ ଯାଇଥିଲେ । ସେଠାରେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହ ପ୍ରବେଶ କରାଇଥିଲେ । ଏହାସହ ଜନ୍ମଦିନରେ ଆଦିବାସୀ ମହିଳାଙ୍କ ହାତରୁ କ୍ଷୀରି ଖାଇ ନିଜ ମାଆଙ୍କ କଥା ମନେ ପକାଇଥିଲେ ।

ଏହାପରେ ଜନତା ମଇଦାନଠାରେ ଆୟୋଜିତ ସଭାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ । ଫଳରେ ୨୫ ଲକ୍ଷ ହିତାଧିକାରୀ ଆଜି ପ୍ରଥମ କିସ୍ତିରେ ପାଇଛନ୍ତି ୫ ହଜାର ଲେଖାଏଁ ଟଙ୍କା । ସୁଭଦ୍ରା ଯୋଜନା ଶୁଭାରମ୍ଭ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅନ୍ନପୂର୍ଣ୍ଣା ଦେବୀଙ୍କ ସମେତ ରାଜ୍ୟର ୫ ମହିଳା ସାଂସଦ ଉପସ୍ଥିତ ଥିଲେ । ଏହି ଯୋଜନା ମହିଳାମାନଙ୍କୁ ସ୍ବାବଲମ୍ବୀ କରିବ ବୋଲି ପ୍ରଧାନମନ୍ତ୍ରୀ ଓ ଅନ୍ୟ ଅତିଥିମାନେ କହିଥିଲେ ।

ଏହି ଅବସରରେ ରେଳପଥ ଓ ରାଜପଥ ନିର୍ମାଣ ପାଇଁ ରାଜ୍ୟବାସୀଙ୍କୁ ୩ ହଜାର ୯୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଦେଶବ୍ୟାପୀ ୩ କୋଟି ଲୋକଙ୍କୁ ଘର ଦେବାକୁ ଆବାସ ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ୧୧ଟାରେ ବିମାନବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ପାରମ୍ପରିକ ବାଦ୍ୟନୃତ୍ୟରେ ଲୋକେ ସ୍ବାଗତ କରିବା ପରେ ଗାଡ଼କଣ ଅଭିମୁଖେ ଯାଇଥିଲେ ମୋଦି । ସେଠାରେ ଆବାସ ଯୋଜନାର ୨୦ ହିତାଧିକାରୀଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ ଗୃହ ପ୍ରବେଶ ବି କରାଇଥିଲେ । ଗାଡ଼କଣରେ ଆଦିବାସୀ ମହିଳାଙ୍କ ହାତରୁ କ୍ଷୀରି ଖାଇ ଜନ୍ମଦିନ ପାଲନ କରିଥିଲେ । ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ହଜାର ହଜାର ମହିଳା ଯୋଗ ଦେଇଥିବା ବେଳେ ରାଜ୍ୟର ବିଭିନ୍ନ ମନ୍ତ୍ରୀ, ବିଜେପି ବିଧାୟକ, ସାଂସଦ ମାନେ ଯୋଗ ଦେଇଥିଲେ ।

Previous Post

ଅସୁସ୍ଥ ବିଶ୍ୱଭୂଷଣଙ୍କୁ ଡାକ୍ତରଖାନାରେ ଭେଟିଲେ ମୁଖ୍ୟମନ୍ତ୍ରୀ

Next Post

ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

FNN WEB

FNN WEB

Next Post
ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.