• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମିନିରତ୍ନ କମ୍ପାନୀ ପ୍ରତିନିଧିଙ୍କ ସହ ବୈଠକ

FNN WEB by FNN WEB
September 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ମିନିରତ୍ନ କମ୍ପାନୀ ପ୍ରତିନିଧିଙ୍କ ସହ ବୈଠକ
0
SHARES
0
VIEWS

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ମିନିରତ୍ନ କମ୍ପାନୀ ୱାପ୍‌କୋସ୍‌ର ପ୍ରତିନିଧି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ବୈଠକ କରିଛନ୍ତି । ଏହି ବୈଠକରେ ଶକ୍ତି, ଜଳସେଚନ ଓ ଭିତ୍ତିଭୂମି ବିକାଶ ନେଇ ଆଲୋଚନା କରିଥିଲେ ।

ୱାପ୍‌କୋସ୍‌ ଆଗରୁ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ କରି ସାରିଛି । ସେଥିରେ ରେଙ୍ଗାଲି ଜଳସେଚନ ପ୍ରକଳ୍ପ, ଗଙ୍ଗାଧର ମେହେର ଉଠାଜଳସେଚନ, ଚିପିଲିମା ପାୱାର ଚାନେଲ୍‌ ଇତ୍ୟାଦି ଅନ୍ୟତମ ।

ଚିପିଲିମା ପାୱାର ଚାନେଲ୍‌ର କିଛି ଅଂଶ ମରାମତି ଆବଶ୍ୟକ କରୁଥିବାରୁ ଏହାର ଯାଞ୍ଚ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ଏଥି ସହ ଆଗାମୀ ପ୍ରକଳ୍ପଗୁଡ଼ିକ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ମଧ୍ୟ କରାଯାଇଥିଲା । ପ୍ରକଳ୍ପଗୁଡ଼ିକର ଖର୍ଚ୍ଚ, ଅବଧି ଓ ବିଶେଷତ୍ୱ ବିଷୟରେ ମନ୍ତ୍ରୀ ଶ୍ରୀ ସିଂହଦେଓ ପଚାରି ବୁଝିଥିଲେ । ବୈଠକରେ ହୋଇଥିବା ଆଲୋଚନା ଅଭିନବ ସମାଧାନ ଏବଂ ଅଗ୍ରଗାମୀ ଚିନ୍ତାଧାରା ଓଡ଼ିଶାର ଭିତ୍ତିଭୂମି ଏବଂ ବିକାଶ ପାଇଁ ବହୁତ ସମ୍ଭାବନା ସୃଷ୍ଟି କରିଛି ବୋଲି ମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ ।

ବୈଠକରେ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଏବଂ ଜଳସମ୍ପଦ ଓ ଶକ୍ତି ବିଭାଗର ବହୁ ପଦାଧିକାରୀ ଉପସ୍ଥିତ ଥିଲେ ।

Previous Post

ଆରମ୍ଭ ହେବ ଚିକିତ୍ସା ଶିକ୍ଷାରେ ପିଏଚ୍‌ଡି

Next Post

ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ

ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.