• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲେ ରାଜ୍ୟ ମହିଳା କମିସନ୍

FNN WEB by FNN WEB
September 20, 2024
in ଓଡ଼ିଶା, ମୁଖ୍ୟ ଖବର
0
ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲେ ରାଜ୍ୟ ମହିଳା କମିସନ୍
0
SHARES
0
VIEWS

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ରାଜ୍ୟ ମହିଳା କମିସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା କମିସନ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଭରତପୁର ଥାନାରେ ତଦନ୍ତ ପାଇଁ ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଓ ତାଙ୍କ ଟିମ୍ ପହଞ୍ଚି ମାମଲା ସଂପର୍କରେ ପଚରଉଚରା କରିଥିବା ଜଣାଯାଇଛି। ମହିଳା କମିସନ ଅଧ୍ୟକ୍ଷା ମିନତି ବେହେରା ଗଣମାଧ୍ୟମକୁ କହିଛନ୍ତି, ଶୀଘ୍ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଡିସିପିଙ୍କୁ ଚିଠି କରିଛୁ। ସଠିକ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ଦିଆଯାଉ ବୋଲି ଲେଖିଛୁ। ପୀଡ଼ିତାଙ୍କୁ ନିଶ୍ଚିତ ଭାବେ ନ୍ୟାୟ ମିଳିବ ବୋଲି ମୁଁ ଆଶାବାଦୀ।

ଏଣେ ଏହି ଘଟଣାକୁ ଜାତୀୟ ମହିଳା କମିସନ(ଏନ୍ସିଡବ୍ଲ୍ୟୁ) ଗୁରୁତ୍ବର ସହ ନେଇଛନ୍ତି। ମାମଲାକୁ ଗୋଟିଏ ସପ୍ତାହ ବିତିବାକୁ ବସିଥିବା ବେଳେ କମିସନରେଟ୍ ପୁଲିସ କି କି ପଦକ୍ଷେପ ନେଇଛି, ସେସବୁର ବିସ୍ତୃତ ରିପୋର୍ଟ ଦେବାକୁ ନୋଟିସ୍ ଜରିଆରେ ଡିଜିପି ୱାଇ ବି ଖୁରାନିଆଙ୍କୁ ରିପୋର୍ଟ ମଗାଯାଇଛି। ୩ ଦିନ ମଧ୍ୟରେ ଏହି ରିପୋର୍ଟ ଦେବାକୁ ଏନ୍ସିଡବ୍ଲ୍ୟୁ ନୋଟିସ୍ରେ ଉଲ୍ଲେଖ କରିଛନ୍ତି। ଏହା ଭିତରେ କମିସନରେଟ୍ ପୁଲିସ ମୂଳ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି। ଡିଜିପି ଓ୍ବାଇ.ବି.ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଚନ୍ଦକା ଥାନା ପୁଲିସ ମୂଳ ଘଟଣାକୁ ନେଇ ମାମଲା ରୁଜୁ କରିଛି। ଘଟଣା ଦିନ ରାତିରେ ଅର୍ଥାତ୍ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପଥରଗାଡ଼ିଆ ରୋଡ୍ରେ ଆକ୍ରମଣ କରିଥିବା ଦୁର୍ବୃତ୍ତମାନଙ୍କୁ ଠାବ କରିବାକୁ ପୁଲିସ ଛାନଭିନ୍ ଆରମ୍ଭ କରିଛି।

Previous Post

ଆମ ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ମୁଖ୍ୟମନ୍ତ୍ରୀ

Next Post

କେନ୍ଦୁଝରରେ ନିଶ୍ଚିତ ଭାବରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ

FNN WEB

FNN WEB

Next Post
କେନ୍ଦୁଝରରେ ନିଶ୍ଚିତ ଭାବରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ

କେନ୍ଦୁଝରରେ ନିଶ୍ଚିତ ଭାବରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.