• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତପୁର ଥାନା ନିର୍ଯ୍ୟାତନା ଘଟଣା: ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ ପଟ୍ଟନାୟକ

FNN WEB by FNN WEB
September 20, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁଁ ସମ୍ପୂର୍ଣ୍ଣ ସୁସ୍ଥ, ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ
0
SHARES
3
VIEWS

ଭୁବନେଶ୍ୱର : ଭରତପୁର ଥାନା ରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଗଲା ତାକୁ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣାକୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି। ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶ ର ବିବେକକୁ ଦୋହଲାଇ ଦେଇଛି। ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି। ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି ତାଙ୍କ ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କାରି ମନ୍ତୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ। ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ବନ୍ଦ କରିଦେଲେ,ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ। ପୁରୀ ରାଜଭବନ ଘଟଣାରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ଉପରେ ରାଜ୍ୟପାଳଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଂକୁ ଉତ୍ସାହିତ କରିଛି। ରାଜ୍ୟପାଳ ଙ୍କ ପୁଅ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାର ଙ୍କୁ ଅନୁରୋଧ କରୁଛି। ଭରତପୁର ଥାନାରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ସହ ଶ୍ରୀ ପଟ୍ଟନାୟକ ବିଚାରବିଭାଗୀୟ ତଦନ୍ତ ଦାବୀ କରିଛନ୍ତି।

Previous Post

ମହିଳାଙ୍କ ପ୍ରତି ହେଉଥିବା ଅପରାଧ ପ୍ରତି ସରକାର ଶୂନ୍ୟ ସହନଶୀଳ ନୀତି ଆପଣାଇଛିନ୍ତି : ଉପମୁଖ୍ୟମନ୍ତ୍ରୀ

Next Post

ପ‌ରିବେଶ ପଞ୍ଚାୟତରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

FNN WEB

FNN WEB

Next Post
ପ‌ରିବେଶ ପଞ୍ଚାୟତରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପ‌ରିବେଶ ପଞ୍ଚାୟତରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.