• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ‌ରିବେଶ ପଞ୍ଚାୟତରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

FNN WEB by FNN WEB
September 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ପ‌ରିବେଶ ପଞ୍ଚାୟତରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
0
SHARES
1
VIEWS

ଭୁବନେଶ୍ୱର : ସମ୍ବାଦ ଗ୍ରୁପ୍ ପକ୍ଷରୁ ଆୟୋଜିତ ପ‌ରିବେଶ ପଞ୍ଚାୟତରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପରିବେଶ ସୁରକ୍ଷା ଅଭିଯାନ ‘ପୁନଶ୍ଚ ପୃଥିବୀ’ ବିଭିନ୍ନ ସ୍ଥାନରେ ଆୟୋଜିତ ହେବା ପରେ ଆଜି କେନ୍ଦୁଝରରେ ଅନୁଷ୍ଠିତ ହେଉଛି। କେନ୍ଦୁଝର: ସମ୍ବାଦ ଗ୍ରୁପ୍ ପକ୍ଷରୁ ଆୟୋଜିତ ପ‌ରିବେଶ ପଞ୍ଚାୟତରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପରିବେଶ ସୁରକ୍ଷା ଅଭିଯାନ ‘ପୁନଶ୍ଚ ପୃଥିବୀ’ ବିଭିନ୍ନ ସ୍ଥାନରେ ଆୟୋଜିତ ହେବା ପରେ ଆଜି କେନ୍ଦୁଝରରେ ଅନୁଷ୍ଠିତ ହେଉଛି। ସମ୍ବାଦ ଗ୍ରୁପ୍ ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ତେଲକୋଇ ବିଧାୟକ ଡାକ୍ତର ଫକୀରମୋହନ ନାୟକ ପ୍ରମୁଖ ବି ଏଥିରେ ଉପସ୍ଥିତ ଅଛନ୍ତି।

ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିଲେ କେନ୍ଦୁଝର ଜିଲ୍ଲା ପ୍ରତିନିଧି ସୁବ୍ରତ ସ୍ବାଇଁ। ଏଥିରେ ଉଦବୋଧନ ଦେଇ ‘ସମ୍ବାଦ’ର ସଂପାଦକ ତନୟା ପଟ୍ଟନାୟକ ପ‌ରିବେଶ ପଞ୍ଚାୟତର ଆଭିମୁଖ୍ୟ ଓ ଏହାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ, ଇତିମଧ୍ୟରେ ଓଡ଼ିଶାରେ ୬୦ଟି ସ୍ଥାନରେ ପ‌ରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଆୟୋଜିତ ହୋଇସାରିଲାଣି। ଆଜିର ଏହି କାର୍ଯ୍ୟକ୍ରମରେ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ଯୋଗ ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।

Previous Post

ଭାରତପୁର ଥାନା ନିର୍ଯ୍ୟାତନା ଘଟଣା: ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ ପଟ୍ଟନାୟକ

Next Post

ଅତନୁ ସବ୍ୟସାଚୀ ନାୟକଙ୍କ ‘ମୋ ଜୀବନ ମୋ ସମୟ’ ପୁସ୍ତକ ଉନ୍ମୋଚିତ

FNN WEB

FNN WEB

Next Post
ଅତନୁ ସବ୍ୟସାଚୀ ନାୟକଙ୍କ ‘ମୋ ଜୀବନ ମୋ ସମୟ’ ପୁସ୍ତକ ଉନ୍ମୋଚିତ

ଅତନୁ ସବ୍ୟସାଚୀ ନାୟକଙ୍କ ‘ମୋ ଜୀବନ ମୋ ସମୟ’ ପୁସ୍ତକ ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.