• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

FNN WEB by FNN WEB
September 23, 2024
in ଓଡ଼ିଶା, ମୁଖ୍ୟ ଖବର
0
0
SHARES
0
VIEWS

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ
ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ଅଭିଯୋଗ ଶୁଣାଣି ସହିତ ଆଗାମୀଦିନରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଖୋଲିବ । ମୁଖ୍ୟମନ୍ତ୍ରୀଙ୍କ ଇଛା ଆଗାମୀ ଦିନରେ ଉତ୍ତର ଓଡ଼ିଶା, ପଶ୍ଚିମ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ସେଠାରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଅନୁସାରେ ତଳସ୍ତରକୁ ଯିବା ପାଇଁ ଆଗାମୀ ଦିନର ବ୍ୟବସ୍ଥା ରହିଛି।

ଏହା ଦ୍ୱାରା ଜନସାଧାରଣ ସହଜରେ ଅଭିଯୋଗ ପତ୍ର ଦାଖଲ କରିବେ। ୧ ହଜାରରୁ ଅଧିକ ଅଭିଯୋଗକାରୀ ଅଭିଯୋଗ ନେଇ ଅଭିଯୋଗ କରିଛନ୍ତି । ଦିବ୍ୟାଙ୍ଗ, ବୟସ୍କ ଏବଂ ବିଭିନ୍ନ ସମସ୍ୟାରେ ଜଡିତ ଥିବା ଅଭିଯୋଗକାରୀ ପଞ୍ଜିକୃତ କରିଛନ୍ତି । ବିଗତ ଦିନରେ ଅଧିକ ସଂଖ୍ୟାରେ ଲୋକ ଆସିଥିବାରୁ ସମାଧାନରେ ସମସ୍ୟା ହେଉଥିଲା। ସରଳୀକରଣ ପାଇଁ ନିର୍ଦ୍ଧିଷ୍ଟ ସମୟ ରଖାଯାଇଛି । ଦେଢ଼ ମାସ ବିଧାନସଭା ଥିବାରୁ କାର୍ଯ୍ୟକ୍ରମ ବନ୍ଦ ଥିଲା।

ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଏବଂ ତଳସ୍ତରକୁ ଯିବା ପାଇଁ ଆଗାମୀ ଦିନରେ ବ୍ୟବସ୍ଥା ରହିଛି । ଜନସାଧାରଣ ଅଭିଯୋଗ ପତ୍ର ଦାଖଲ କରିବେ। ଗତକାଲି କେନ୍ଦୁଝର ଗସ୍ତ ବେଳେ ବି ଏଭଳି କହିଛନ୍ତି। ବିଗତ ଦିନର ସରକାର ଏବଂ ଏବେର ସରକାର ଭିତରେ ପାର୍ଥକ୍ୟ ହେଉଛି ଲୋକଙ୍କ ସରକାର ମୋହନ ମାଝୀଙ୍କ ସରକାର। ଲୋକଙ୍କ ବ୍ୟବସ୍ଥାକୁ ସମାଧାନ କରୁଥିବା ସରକାର । ମୋ ପାଖକୁ ଆସିଥିବା ଅଭିଯୋଗ ସଙ୍ଗେ ସଙ୍ଗେ ସମାଧାନ କଲି । ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଗସ୍ତ ସମୟରେ ଗ୍ରୀଭାନ୍ସ କରିବେ । ମନ୍ତ୍ରୀ ରବି ନାୟକ କିଛି ଏଭଳି କହିଛନ୍ତି।|

Previous Post

ସୂର୍ଯ୍ୟ ମନ୍ଦିର ଗର୍ଭଗୃହ ଓ ଚତୁଃପାର୍ଶ୍ବର ଜିପିଆରଏସ ଲେଜର ସ୍କାନିଂ

Next Post

ବିଜେଡିର ହରତାଳ ଡାକରା ପ୍ରତ୍ୟାହୃତ

FNN WEB

FNN WEB

Next Post
ବିଜେଡିର ହରତାଳ ଡାକରା ପ୍ରତ୍ୟାହୃତ

ବିଜେଡିର ହରତାଳ ଡାକରା ପ୍ରତ୍ୟାହୃତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.