• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀ ପ୍ରତିନିଧିଙ୍କ ବୈଠକ

FNN WEB by FNN WEB
September 26, 2024
in ଓଡ଼ିଶା, ମୁଖ୍ୟ ଖବର
0
କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀ ପ୍ରତିନିଧିଙ୍କ ବୈଠକ
0
SHARES
2
VIEWS

ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀର ପ୍ରତିନିଧିମାନେ ସାକ୍ଷାତ ଓ ଆଲୋଚନା କରିଛନ୍ତି । ଏହି ବୈଠକରେ କୃଷକମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜଳସେଚନର ସୁବିଧା ନେଇ ଆଲୋଚନା କରିଥିଲେ ।
କୃଷି କ୍ଷେତ୍ରରେ ଜଳସେଚନ ଭଳି ସମସ୍ୟାର ସମାଧାନ ନିମନ୍ତେ ରାଜ୍ୟ ସରକାର ସମସ୍ତ ପ୍ରକାର ସୁବିଧାସୁଯୋଗ ଯୋଗାଇ ଦେଉଛନ୍ତି । ଏହି ମର୍ମରେ ରୟାଲ ଇଣ୍ଡିଆ କମ୍ପାନୀ ରାଜ୍ୟର କୃଷକମାନଙ୍କୁ ସୌରଚାଳିତ ପମ୍ପ ଦ୍ୱାରା ଜଳସେଚନ ସୁବିଧା ଯୋଗାଇବା ନେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସହ ଆଲୋଚନା କରିଥିଲେ । ରୟାଲ ଇଣ୍ଡିଆ କମ୍ପାନୀ ଝାରଖଣ୍ଡ ଏବଂ ଅନ୍ୟ ରାଜ୍ୟମାନଙ୍କରେ ସୌରଚାଳିତ ପମ୍ପ ସାହାଯ୍ୟରେ ଜଳସେଚନ ସୁବିଧା ଯୋଗାଇ ଦେଉଛି ।

ସ୍ଥାନାନ୍ତରଯୋଗ୍ୟ ସୌରଚାଳିତ ପମ୍ପ ସାଧାରଣ ଚାଷୀଙ୍କ ବ୍ୟବହାର ନିମନ୍ତେ ଉପଯୋଗୀ ହେବ ଏବଂ ଏହା ବିଦୁ୍ୟତ ଶକ୍ତି ନିମନ୍ତେ ହେଉଥିବା ବ୍ୟୟଭାର ହ୍ରାସ କରିବ ବୋଲି ପ୍ରତିନିଧିମାନେ ପ୍ରକାଶ କରିଥିଲେ । କୂଅ, ପୋଖରୀ କିମ୍ବା ଅନ୍ୟକୌଣସି ଜଳଉତ୍ସକୁ ବ୍ୟବହାର କରିବାରେ ଏହା ସୌରଚାଳିତ ପମ୍ପ ବିଶେଷ ଭାବେ ଉପଯୋଗୀ ଏବଂ ଏହି ସେବା ପ୍ରଦାନ କରିବାକୁ କମ୍ପାନୀ ଆଗ୍ରହୀ ବୋଲି ପ୍ରତିନିଧିମାନେ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ ।
ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି ଏବଂ ଜଳସେଚନ ବ୍ୟବସ୍ଥାକୁ ସୁଗମ କରିବା ନିମନ୍ତେ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି ବୋଲି ପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କମ୍ପାନୀ ଯୋଗାଇ ଦେଉଥିବା ବିଭିନ୍ନ ବୈଷୟିକ ସେବା ବିଷୟରେ ଅବଗତ ହୋଇଥିଲେ ।

ବୈଠକରେ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଏବଂ ଜଳସମ୍ପଦ ଓ ଶକ୍ତି ବିଭାଗର ବହୁ ପଦାଧିକାରୀ ଉପସ୍ଥିତ ଥିଲେ ।

Previous Post

ଅଚ୍ୟୁତ ସାମନ୍ତଙ୍କୁ ୬୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍

Next Post

୫୯ଜଣ ଓଏଏସ୍ ଅଫିସରଙ୍କ ବଦଳି: ୪୩ ବ୍ଲକରେ ନୂଆ ବିଡିଓ

FNN WEB

FNN WEB

Next Post
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

୫୯ଜଣ ଓଏଏସ୍ ଅଫିସରଙ୍କ ବଦଳି: ୪୩ ବ୍ଲକରେ ନୂଆ ବିଡିଓ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.