• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୫୯ଜଣ ଓଏଏସ୍ ଅଫିସରଙ୍କ ବଦଳି: ୪୩ ବ୍ଲକରେ ନୂଆ ବିଡିଓ

FNN WEB by FNN WEB
September 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ
0
SHARES
3
VIEWS

ଭୁବନେଶ୍ବର: ରାଜ୍ୟର ମୋହନ ମାଝୀ ସରକାର ଆଜି ମୋଟ ୫୯ଜଣ ଓଏଏସ୍ ଅପିସରଙ୍କ ବଦଳି କରିଛନ୍ତି । ୪୩ଟି ବ୍ଲକରେ ନୂଆ ବିଡିଓଙ୍କୁ ନିଯୁକ୍ତି ମିଳିଥିବାବେଳେ ୩ଜଣ ବିଡିଓଙ୍କୁ ରାଜସ୍ୱ ବିଭାଗକୁ ଫେରାଇ ଦିଆଯାଇଛି । ଆଉ ୧୩ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ମଧ୍ୟ ବଦଳି କରି ନୂଆ ସ୍ଥାନରେ ଅବସ୍ଥାପିତ କରାଯାଇଛି । ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ନିଯୁକ୍ତି ମିଳିଛି । ଏ ସଂକ୍ରାନ୍ତରେ ଆଜି ସାଧାରଣ ପ୍ରଶାସନ ବିଭାଗ ଓ ପଂଚାୟତିରାଜ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ବଦଳି ନିର୍ଦ୍ଦେଶ ଜାରି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଏମସି ଜେନେରାଲ ମ୍ୟାନେଜର ବରିଷ୍ଠ ଓଏଏସ୍ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସମେତ କଟକସ୍ଥିତ ବନ୍ଦୋବସ୍ତ ଅଧିକାରୀ ବବିତାରାଣୀ ଦଳବେହେରା, ଓସଡମା ମୁଖ୍ୟ ଜେନେରାଲ ମ୍ୟାନେଜର ରଶ୍ମୀରଞ୍ଜନ ସାହୁ ଓ ବିଏମସି ଡେପୁଟି କମିଶନର ପ୍ରିୟବ୍ରତ ପାଢ଼ୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁତୟନ କରାଯାଇଛି । ଏହି ସମସ୍ତ ୪ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁତୟନ କରାଯାଇଛି ।

ସେହିପରି କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ତ୍ରିଲୋଚନ ପାତ୍ରଙ୍କୁ ଅବକାରୀ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ଭଦ୍ରକ ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କୁ ଭୁବନେଶ୍ୱର ରାଜସ୍ୱ ଅଫିସର ପ୍ରଶିକ୍ଷଣ କେନ୍ଦ୍ର(ରୋଟି) ଯୁଗ୍ମ ନିର୍ଦ୍ଦେଶକ, ବାଇତୁରା ଦୀପଙ୍କୁ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ଓଏଏସ୍ ରଶ୍ମୀରେଖା ପ୍ରଧାନଙ୍କୁ ବିଏମସି ଡେପୁଟି କମିଶନର, ସୌମ୍ୟରୂପା ରଥଙ୍କୁ ସୋନପୁର ଉପଜିଲ୍ଲାପାଳ, ମନୋଜ କୁମାର ତ୍ରିପାଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଉପସଚିବ, ସୌରଭ ଚକ୍ରବର୍ତ୍ତୀଙ୍କୁ ଭଦ୍ରକ ଉପଜିଲ୍ଲାପାଳ ଓ ଅଂଶୁମାନ ମହାପାତ୍ରଙ୍କୁ ପାରଳାଖେମୁଣ୍ଡି ଆଇଟିଡିଏର ପ୍ରକଳ୍ପ ଅଧିକାରୀ ଭାବେ ବଦଳି କରାଯାଇଛି ।

ସେହିପରି ପଂଚାୟତିରାଜ ବିଭାଗ ଆଜି ୪୩ଟି ବ୍ଲକରେ ନୂଆ ବିଡିଓଙ୍କୁ ନିଯୁକ୍ତି ଦେଇଛି । ଅନ୍ୟ ୩ଜଣ ବିଡିଓଙ୍କୁ ରାଜସ୍ୱ ବିଭାଗକୁ ଫେରାଇ ଦେଇଛି । ଗଞ୍ଜାମ ବେଗୁନିଆପଡ଼ା ବିଡିଓ ପ୍ରଜ୍ଞା ପ୍ରିୟଦର୍ଶିନୀ, ଏରସମା ବିଡିଓ ଲମ୍ବୋଦର ଖୁଂଟିଆ ଓ ମାହାଙ୍ଗା ବିଡିଓ ବିଶ୍ୱରଞ୍ଜନ ବିଶ୍ୱାଳଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗକୁ ଫେରସ୍ତ କରାଯାଇଛି । ଏହି ୩ଜଣଙ୍କ ବ୍ୟତୀତ ଅନ୍ୟ ୪୩ଜଣ ଓଏଏସ୍ ଅଫିସରଙ୍କୁ ବିଭିନ୍ନ ବ୍ଲକର ବିଡିଓ ଭାବେ ନିଯୁକ୍ତି ଦିଆଯିବା ସଂକ୍ରାନ୍ତ ବିଜ୍ଞପ୍ତି ଆଜି ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି ହୋଇଛି ।

Previous Post

କନକ ବର୍ଦ୍ଧନ ସିଂହଦେଓଙ୍କ ସହ ରୟାଲ ଇଣ୍ଡିଆ କମ୍ପାନୀ ପ୍ରତିନିଧିଙ୍କ ବୈଠକ

Next Post

ସରକାର ଶୁଣିଲେନି ଦାବି: ଜିଦ୍‌ରେ ଅଟଳ ନର୍ସିଂ ସଂଘ

FNN WEB

FNN WEB

Next Post
ସରକାର ଶୁଣିଲେନି ଦାବି: ଜିଦ୍‌ରେ ଅଟଳ ନର୍ସିଂ ସଂଘ

ସରକାର ଶୁଣିଲେନି ଦାବି: ଜିଦ୍‌ରେ ଅଟଳ ନର୍ସିଂ ସଂଘ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.