• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତୃଣମୂଳ ସ୍ତରରେ ପହଞ୍ଚିବ ଗଣଶିକ୍ଷା ଯୋଜନା

FNN WEB by FNN WEB
September 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ତୃଣମୂଳ ସ୍ତରରେ ପହଞ୍ଚିବ ଗଣଶିକ୍ଷା ଯୋଜନା
0
SHARES
3
VIEWS

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଶୁଭାରମ୍ଭ କରାଯାଇଛି । ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନୀ ପଣ୍ଡିତ ବିଭାଗୀୟ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି, ଶିକ୍ଷାରେ ପରିବର୍ତ୍ତନ ଆଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ‌ । ରାଜ୍ୟର ସ୍କୁଲଗୁଡ଼ିକୁ ‘ପିଏମ-ଶ୍ରୀ’ ଯୋଜନାରେ ସାମିଲ କରାଯାଉଛି। ‘ନିପୁଣ ଓଡ଼ିଶା’ ମାଧ୍ୟମରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନରେ ଗୁଣାବତ୍ତା ଆସିଛି ଏବଂ ପ୍ରାଥମିକ ସ୍ତରରୁ ପିଲାମାନଙ୍କୁ ସକ୍ଷମ କରାଯାଉଛି ବୋଲି ମନ୍ତ୍ରୀ ମତପ୍ରକାଶ କରିବା ସହ ବ୍ୟକ୍ତି ନିର୍ମାଣରେ ରାଷ୍ଟ୍ର ନିର୍ମାଣ ସମ୍ଭବ ହୋଇପାରିବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ସେପ୍ଟେମ୍ୱର ୫ ତାରିଖରେ ପବିତ୍ର ଗୁରୁ ଦିବସ ଅବସରରେ ନିପୁଣ ଓଡ଼ିଶା ଯୋଜନାର ଶୁଭାରମ୍ଭ କରିଥିଲେ । ନିପୁଣ ଓଡ଼ିଶା ମୁଖ୍ୟତଃ ଗୁଣାତ୍ମକ ପ୍ରାଥମିକ ଶିକ୍ଷାକୁ ପ୍ରାଧାନ୍ୟ ଦେଉଛି । ତୃତୀୟ ଶ୍ରେଣୀ ଶେଷ ସୁଦ୍ଧା ଛାତ୍ରଛାତ୍ରୀମାନଙ୍କୁ ପଢ଼ିବା, ଲେଖିବା ଓ ସଂଖ୍ୟା ଜ୍ଞାନରେ ନିପୁଣ କରିବା ଏହି ଯୋଜନାର ଉଦ୍ଦେଶ୍ୟ । ଏହି ଯୋଜନା ଉଭୟ ଜିଲ୍ଲା ଓ ବ୍ଲକସ୍ତରରେ କାର୍ଯକାରୀ ହେବ । ଏଥିସହିତ ଶିକ୍ଷା ସୋପାନ ରେଜିଷ୍ଟ୍ରର ମାଧ୍ୟମରେ ପାଠ ପଢ଼ା ପରେ ବ୍ୟକ୍ତିଗତସ୍ତରରେ ବିଦ୍ୟାର୍ଥୀ କଣ ଶିଖିଲେ ତାହାର ମୂଲ୍ୟାଙ୍କନ କରିବା ଓ ସେମାନଙ୍କର ଅଗ୍ରଗତି ସମ୍ପର୍କରେ ଅବଗତ ହେବେ ଶିକ୍ଷକ-ଶିକ୍ଷୟିତ୍ରୀ ।

ଦ୍ଵିତୀୟରେ ପିଏମ୍-ଶ୍ରୀ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଥିଲା ‌ । ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ପିଏମ୍-ଶ୍ରୀ ଯୋଜନା ସାହାଯ୍ୟ କରିବ । ବର୍ତ୍ତମାନର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀଙ୍କୁ ଅଧିକ ସଶକ୍ତ କରିବା ଲକ୍ଷ୍ୟରେ ଏହି ଯୋଜନା କାର୍ଯ୍ୟ କରିବ ‌ । ବିଦ୍ୟାଳୟରେ ବ୍ୟବହୃତ ହେଉନଥିବା ଭିତ୍ତିଭୂମିକୁ ସାମାଜିକ କାର୍ଯ୍ୟରେ ବ୍ୟବହାର କରାଯିବ, ଯାହା ଦ୍ୱାରା ସ୍ଥାନୀୟ ସଂସ୍କୃତି ସହ ଛାତ୍ରଛାତ୍ରୀମାନେ ପରିଚିତ ହେବେ, ସାମାଜିକ ଚେତନା କେନ୍ଦ୍ର ପରି ଅଭିନବ ପଦକ୍ଷେପ ହାତକୁ ନିଆଯାଇପାରିବ।

ଗୋଷ୍ଠୀ ସହଭାଗିତା ଓ ପୁରାତନ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଯୋଡ଼ା ଯାଇପାରିବ । ବିଦ୍ୟାଳୟଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା,ସ୍ୱଚ୍ଛତା, ଜଳ ସଂରକ୍ଷଣ, ଜଳବାୟୁ ପରିବର୍ତ୍ତନ ସଚେତନତାକୁ ଏହି ଯୋଜନା ମାଧ୍ୟମରେ ପ୍ରୋତ୍ସାହିତ କରାଯିବ ‌ । ତୃତୀୟରେ ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ସମ୍ପର୍କରେ ସୂଚନା ପ୍ରଦାନ କରି ବିଭାଗୀୟ କମିଶନର ତଥା ଶାସନ ସଚିବ କହିଛନ୍ତି, ପ୍ରତି ଗ୍ରାମ ପଞ୍ଚାୟତରେ ମଡେଲ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରାଯିବ ।

ଜାତୀୟ ଶିକ୍ଷା ନୀତି – ୨୦୨୦ ଏବଂ ଶିକ୍ଷା ଅଧିକାର ଅଧିନିୟମକୁ ଆଧାର କରି ଯୋଜନା କାର୍ଯ୍ୟକାରୀ କରାଯିବ । ଏହି ସବୁ ମଡେଲ ବିଦ୍ୟାଳୟ ଉଚ୍ଚ ବିଦ୍ୟାଳୟମାନଙ୍କ ପାଇଁ ‘ଫିଡର୍ ବିଦ୍ୟାଳୟ‘ ହେବ । ଏହି ଯୋଜନା ଜରିଆରେ ପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ବିଦ୍ୟାଳୟ ଯିବା ସମୟରେ ଛାତ୍ରଛାତ୍ରୀଙ୍କ ସମସ୍ୟାକୁ ଦୂର କରିବ । ଜିଲ୍ଲାସ୍ତରରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଜିଲ୍ଲାପାଳଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ଶିକ୍ଷକମାନଙ୍କୁ ଶିକ୍ଷଣ ସାମଗ୍ରୀ ଯୋଗାଇଦେବା, ଶିକ୍ଷଣୀୟ ପଦ୍ଧତିକୁ ଉନ୍ନତ କରିବା, ବିଭିନ୍ନ ଅଂଶୀଦାରଙ୍କ ଠାରୁ ମତାମତ ଗ୍ରହଣ କରିବା, ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଓ ବିଭିନ୍ନ ଯୋଜନାର ମନିଟରିଂ କରିବାରେ ଜିଲ୍ଲାସ୍ତରରେ ପଦକ୍ଷେପ ଗ୍ରହଣ କରାଯିବ।

Previous Post

୬ ବର୍ଷ ପାଇଁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ ଅରୁଣ ଷଡ଼ଙ୍ଗୀ

Next Post

ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସଂପର୍କିତ ଆଲୋଚନା

FNN WEB

FNN WEB

Next Post
ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସଂପର୍କିତ ଆଲୋଚନା

ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ସଂପର୍କିତ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.